କାଲିଠୁ ଖରା ଛୁଟି; ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର

The Sakala Picture
Published On

ଭୁବନେଶ୍ୱର: ଆସନ୍ତାକାଲିଠୁ ଖରା ଛୁଟି । କାଲିଠୁ ବନ୍ଦ ରହିବ ରାଜ୍ୟର ସମସ୍ତ ସରକାରୀ-ବେସରକାରୀ ସ୍କୁଲ । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍‌ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କଲେ ରାଜ୍ୟ ସରକାର । ତାପାମାତ୍ରା ବଢ଼ୁଥିବାରୁ ସମସ୍ତ ସ୍କୁଲକୁ ୨ ଦିନ ପାଇଁ ଛୁଟି ଘୋଷଣା କରିଥିଲେ ସରକାର । ତେବେ ଗ୍ରୀଷ୍ମକାଳୀନ ଛୁଟି କେତେ ଦିନ ରହିବ […]

ଭୁବନେଶ୍ୱର: ଆସନ୍ତାକାଲିଠୁ ଖରା ଛୁଟି । କାଲିଠୁ ବନ୍ଦ ରହିବ ରାଜ୍ୟର ସମସ୍ତ ସରକାରୀ-ବେସରକାରୀ ସ୍କୁଲ । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍‌ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କଲେ ରାଜ୍ୟ ସରକାର । ତାପାମାତ୍ରା ବଢ଼ୁଥିବାରୁ ସମସ୍ତ ସ୍କୁଲକୁ ୨ ଦିନ ପାଇଁ ଛୁଟି ଘୋଷଣା କରିଥିଲେ ସରକାର । ତେବେ ଗ୍ରୀଷ୍ମକାଳୀନ ଛୁଟି କେତେ ଦିନ ରହିବ ଖୁବଶୀଘ୍ର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେବ ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର