ଭୁବନେଶ୍ୱର: ଆସନ୍ତାକାଲିଠୁ ଖରା ଛୁଟି । କାଲିଠୁ ବନ୍ଦ ରହିବ ରାଜ୍ୟର ସମସ୍ତ ସରକାରୀ-ବେସରକାରୀ ସ୍କୁଲ । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କଲେ ରାଜ୍ୟ ସରକାର । ତାପାମାତ୍ରା ବଢ଼ୁଥିବାରୁ ସମସ୍ତ ସ୍କୁଲକୁ ୨ ଦିନ ପାଇଁ ଛୁଟି ଘୋଷଣା କରିଥିଲେ ସରକାର । ତେବେ ଗ୍ରୀଷ୍ମକାଳୀନ ଛୁଟି କେତେ ଦିନ ରହିବ ଖୁବଶୀଘ୍ର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେବ ।
କାଲିଠୁ ଖରା ଛୁଟି; ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର
ଭୁବନେଶ୍ୱର: ଆସନ୍ତାକାଲିଠୁ ଖରା ଛୁଟି । କାଲିଠୁ ବନ୍ଦ ରହିବ ରାଜ୍ୟର ସମସ୍ତ ସରକାରୀ-ବେସରକାରୀ ସ୍କୁଲ । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା କଲେ ରାଜ୍ୟ ସରକାର । ତାପାମାତ୍ରା ବଢ଼ୁଥିବାରୁ ସମସ୍ତ ସ୍କୁଲକୁ ୨ ଦିନ ପାଇଁ ଛୁଟି ଘୋଷଣା କରିଥିଲେ ସରକାର । ତେବେ ଗ୍ରୀଷ୍ମକାଳୀନ ଛୁଟି କେତେ ଦିନ ରହିବ […]