ସୁନ୍ଦରଗଡ଼ରେ ଆଉ ୧୩ ନୂଆ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ, ପଜିଟିଭ ସଂଖ୍ୟା ୨୬୩କୁ ବୃଦ୍ଧି

The Sakala Picture
Published On

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୩ ନୂଆ ସ୍କ୍ରବ୍ ଟାଇଫସ୍‌ ଆକ୍ରାନ୍ତ । ନୂଆ ଆକ୍ରାନ୍ତଙ୍କୁ ମିଶାଇ ସୁନ୍ଦରଗଡ଼ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨୬୩କୁ ବୃଦ୍ଧି ପାଇଛି। ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ସ୍କ୍ରବ ଟାଇଫସରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଆଉ ଜଣେ ଗୁରୁତର ଭାବେ ICUରେ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି । ଏହି […]

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୩ ନୂଆ ସ୍କ୍ରବ୍ ଟାଇଫସ୍‌ ଆକ୍ରାନ୍ତ । ନୂଆ ଆକ୍ରାନ୍ତଙ୍କୁ ମିଶାଇ ସୁନ୍ଦରଗଡ଼ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨୬୩କୁ ବୃଦ୍ଧି ପାଇଛି। ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଝାରସୁଗୁଡା ଏବଂ ସୁନ୍ଦରଗଡ଼ରେ ସୌର ଷ୍ଟ୍ରିଟ ଲାଇଟ ସହିତ ଗ୍ରାମୀଣ ସୁରକ୍ଷାକୁ ସୁଦୃଢ଼ କରିଛି ବେଦାନ୍ତ ଆଲୁମିନିୟମ

ପୂର୍ବରୁ ସ୍କ୍ରବ ଟାଇଫସରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଆଉ ଜଣେ ଗୁରୁତର ଭାବେ ICUରେ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି । ଏହି ରୋଗ ଏକ ନିର୍ଦ୍ଦିଷ୍ଟ କୀଟ ଦଂଶନରୁ ହେଉଥିବାରୁ ଜଙ୍ଗଲ ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ ଶରୀରକୁ ଘୋଡ଼ାଇ ରଖିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ଔଷଧ, ପରୀକ୍ଷା ବ୍ୟବସ୍ଥା ରହିଛି। ଲକ୍ଷଣ ଜଣା ପଡ଼ିଲେ ଡାକ୍ତର ପରାମର୍ଶ ନେବା ପାଇଁ CDMO ପରାମର୍ଶ ଦେଇଛନ୍ତି ।

28 Sep 2023 By The Sakala

ସୁନ୍ଦରଗଡ଼ରେ ଆଉ ୧୩ ନୂଆ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ, ପଜିଟିଭ ସଂଖ୍ୟା ୨୬୩କୁ ବୃଦ୍ଧି

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ୍ ଟାଇଫସ୍ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୩ ନୂଆ ସ୍କ୍ରବ୍ ଟାଇଫସ୍‌ ଆକ୍ରାନ୍ତ । ନୂଆ ଆକ୍ରାନ୍ତଙ୍କୁ ମିଶାଇ ସୁନ୍ଦରଗଡ଼ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨୬୩କୁ ବୃଦ୍ଧି ପାଇଛି। ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ପୂର୍ବରୁ ସ୍କ୍ରବ ଟାଇଫସରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଆଉ ଜଣେ ଗୁରୁତର ଭାବେ ICUରେ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି । ଏହି ରୋଗ ଏକ ନିର୍ଦ୍ଦିଷ୍ଟ କୀଟ ଦଂଶନରୁ ହେଉଥିବାରୁ ଜଙ୍ଗଲ ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ ଶରୀରକୁ ଘୋଡ଼ାଇ ରଖିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ଔଷଧ, ପରୀକ୍ଷା ବ୍ୟବସ୍ଥା ରହିଛି। ଲକ୍ଷଣ ଜଣା ପଡ଼ିଲେ ଡାକ୍ତର ପରାମର୍ଶ ନେବା ପାଇଁ CDMO ପରାମର୍ଶ ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର