ରାଉରକେଲା ଇସ୍ପାତ କାରଖାନାର ୨୫୨୫ ଜଣ କର୍ମଚାରୀ କରୋନା ସଂକ୍ରମିତ

The Sakala Picture
Published On

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲାରେ ଦୈନିକ ମାମଲା ହ୍ରାସ୍ ପାଉଥିବା ବେଳେ ଆରଏସପିରୁ ୨୫ ଶହରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ରାଉରକେଲା ଇସ୍ପାତ କାରଖାନାରେ ୨୫୨୫ ଜଣ କର୍ମଚାରୀ କୋଭିଡରେ ଆକ୍ରାନ୍ତ ହୋଇଛନ୍ତି । ସେଥି ମଧ୍ୟରୁ ୧୭୨୫ ଜଣ କର୍ମଚାରୀ ସୁସ୍ଥ ହୋଇ ସାରିଥିବା ବେଳେ ଅନ୍ୟ ୮ ଶହ ଜଣ କର୍ମଚାରୀ କୋଭିଡରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି । ରାଉରକେଲା ଇସ୍ପାତ କାରଖାନା ଭିତରେ କୋଭିଡ୍ ଗାଇଡଲାଇନ୍ କଡ଼ାକଡ଼ି […]

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲାରେ ଦୈନିକ ମାମଲା ହ୍ରାସ୍ ପାଉଥିବା ବେଳେ ଆରଏସପିରୁ ୨୫ ଶହରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ରାଉରକେଲା ଇସ୍ପାତ କାରଖାନାରେ ୨୫୨୫ ଜଣ କର୍ମଚାରୀ କୋଭିଡରେ ଆକ୍ରାନ୍ତ ହୋଇଛନ୍ତି । ସେଥି ମଧ୍ୟରୁ ୧୭୨୫ ଜଣ କର୍ମଚାରୀ ସୁସ୍ଥ ହୋଇ ସାରିଥିବା ବେଳେ ଅନ୍ୟ ୮ ଶହ ଜଣ କର୍ମଚାରୀ କୋଭିଡରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି । ରାଉରକେଲା ଇସ୍ପାତ କାରଖାନା ଭିତରେ କୋଭିଡ୍ ଗାଇଡଲାଇନ୍ କଡ଼ାକଡ଼ି କରାଯାଇଥିବା ପିଆର ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଦେବଗଡ଼ରେ ଟ୍ରିପଲ ମର୍ଡର: ପାରିବାରିକ କଳହକୁ କେନ୍ଦ୍ରକରି ୩ ଜଣଙ୍କୁ ହାତୁଡ଼ିରେ ପିଟିପିଟି ହତ୍ୟା

ସୁନ୍ଦରଗଡ଼ ଜିଲ୍ଲାରେ ଏଯାବତ୍ ୪୮ ହଜାର ୯୫୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩୯ ହଜାର ୯୭୫ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ୨୩୬ ଜଣଙ୍କ ମୃତ୍ୟୁ ହୋଇଛି । ଏବେ ଜିଲ୍ଲାରେ ୮ ହଜାର ୭୪୨ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୪୬୦୭ ଡାକ୍ତର ପଦବୀ ଖାଲି: ବିଧାନସଭାରେ ଉଦବେଗଜନକ ତଥ୍ୟ ରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ

21 May 2021 By The Sakala

ରାଉରକେଲା ଇସ୍ପାତ କାରଖାନାର ୨୫୨୫ ଜଣ କର୍ମଚାରୀ କରୋନା ସଂକ୍ରମିତ

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲାରେ ଦୈନିକ ମାମଲା ହ୍ରାସ୍ ପାଉଥିବା ବେଳେ ଆରଏସପିରୁ ୨୫ ଶହରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ରାଉରକେଲା ଇସ୍ପାତ କାରଖାନାରେ ୨୫୨୫ ଜଣ କର୍ମଚାରୀ କୋଭିଡରେ ଆକ୍ରାନ୍ତ ହୋଇଛନ୍ତି । ସେଥି ମଧ୍ୟରୁ ୧୭୨୫ ଜଣ କର୍ମଚାରୀ ସୁସ୍ଥ ହୋଇ ସାରିଥିବା ବେଳେ ଅନ୍ୟ ୮ ଶହ ଜଣ କର୍ମଚାରୀ କୋଭିଡରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି । ରାଉରକେଲା ଇସ୍ପାତ କାରଖାନା ଭିତରେ କୋଭିଡ୍ ଗାଇଡଲାଇନ୍ କଡ଼ାକଡ଼ି କରାଯାଇଥିବା ପିଆର ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୁନ୍ଦରଗଡ଼ ଜିଲ୍ଲାରେ ଏଯାବତ୍ ୪୮ ହଜାର ୯୫୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩୯ ହଜାର ୯୭୫ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ୨୩୬ ଜଣଙ୍କ ମୃତ୍ୟୁ ହୋଇଛି । ଏବେ ଜିଲ୍ଲାରେ ୮ ହଜାର ୭୪୨ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର