ଚିନ୍ତା ବଢ଼ାଉଛି ସ୍କ୍ରବ୍ ଟାଇଫସ, ୨୪ ଘଣ୍ଟାରେ ସୁନ୍ଦରଗଡ଼ରେ ଆଉ ୭ ଜଣ ଆକ୍ରାନ୍ତ ଚିହ୍ନଟ

The Sakala Picture
Published On

ସୁନ୍ଦରଗଡ଼: ଦିନକୁ ଦିନ ଚିନ୍ତା ବଢ଼ାଉଛି ସ୍କ୍ରବ୍ ଟାଇଫସ । ସୁନ୍ଦରଗଡ଼ ଜିଲ୍ଲାରେ ୨୪ ଘଣ୍ଟାରେ ପୁଣି ୭ ଜଣ ସ୍କ୍ରବ୍ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬୯କୁ ଛୁଇଁଛି । ସ୍କ୍ରବ ଟାଇଫସରେ ବର୍ତ୍ତମାନ ସୁଦ୍ଧା ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ କହିଛନ୍ତି ଯେ, ଆକ୍ରାନ୍ତଙ୍କ ପାଇଁ ମହଜୁଦ ରହିଛି ଔଷଧ, ପ୍ରସ୍ତୁତ ଅଛନ୍ତି ସ୍ୱତନ୍ତ୍ର ଡାକ୍ତରୀ ଦଳ। ଲୋକଙ୍କୁ ଜ୍ୱର, ମୁଣ୍ଡ […]

ସୁନ୍ଦରଗଡ଼: ଦିନକୁ ଦିନ ଚିନ୍ତା ବଢ଼ାଉଛି ସ୍କ୍ରବ୍ ଟାଇଫସ । ସୁନ୍ଦରଗଡ଼ ଜିଲ୍ଲାରେ ୨୪ ଘଣ୍ଟାରେ ପୁଣି ୭ ଜଣ ସ୍କ୍ରବ୍ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬୯କୁ ଛୁଇଁଛି । ସ୍କ୍ରବ ଟାଇଫସରେ ବର୍ତ୍ତମାନ ସୁଦ୍ଧା ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି ।

ଆହୁରି ପଢ଼ନ୍ତୁ: ଲୋକ ଭବନରେ ୨ ଆଇଆର୍‌ଏସ୍‌ ଅଧିକାରୀଙ୍କ ଉପରେ ଦୁର୍ବ୍ୟବହାର ଘଟଣା, ନିନ୍ଦା କଲା ବିଜେଡି

ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ କହିଛନ୍ତି ଯେ, ଆକ୍ରାନ୍ତଙ୍କ ପାଇଁ ମହଜୁଦ ରହିଛି ଔଷଧ, ପ୍ରସ୍ତୁତ ଅଛନ୍ତି ସ୍ୱତନ୍ତ୍ର ଡାକ୍ତରୀ ଦଳ। ଲୋକଙ୍କୁ ଜ୍ୱର, ମୁଣ୍ଡ ବିନ୍ଧା ଓ ଛାତି ଦରଜ ହେଉଥିବା ଲକ୍ଷଣ ଦେଖାଯାଉଛି। ଏଥିସହିତ ଲୋକଙ୍କୁ ସଚେତନ କରିବା ପାଇଁ ଆଶା କର୍ମୀ ଓ ANM ମାନଙ୍କୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ବସ୍ତାରେ ବିଜେଡିର ଶକ୍ତି ପ୍ରଦର୍ଶନ: ରବୀନ୍ଦ୍ର ଓ ସୁବାସିନୀଙ୍କ ବିନା ତୃଣମୂଳ ସଂଗଠନରେ ପଡ଼ିନି ଫରକ

ସୂଚନାଯୋଗ୍ୟ, ଚିଗର୍ସ ନାମକ ଏକ କୀଟ କାମୁଡ଼ିବା ଦ୍ୱାରା ଲୋକଙ୍କ ଶରୀରରେ ଏହି ସଂକ୍ରମଣ ଆରମ୍ଭ ହୋଇଥାଏ । ଟିଙ୍କ ଜାତୀୟ ଏହି ଅତି କ୍ଷୁଦ୍ର କୀଟ ସାଧାରଣତତଃ ପୋଖରୀ, ଜଙ୍ଗଲ ଓ ଚାଷ ଜମିରେ ଦେଖିବାକୁ ମିଳିଥାଏ । ପୋଖରୀ, ବିଲ କି ଜଙ୍ଗଲକୁ ଯାଉଥିବା ଲୋକେ ଏହି କୀଟ ଦଂଶନର ଶିକାର ହୋଇଥାନ୍ତି ।

ଆହୁରି ପଢ଼ନ୍ତୁ: ଘର କବାଟ ଭାଙ୍ଗି ଆଲମିରାରୁ ୮ ଭରି ସୁନା ସମେତ ନଗଦ ୩ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

16 Sep 2023 By The Sakala

ଚିନ୍ତା ବଢ଼ାଉଛି ସ୍କ୍ରବ୍ ଟାଇଫସ, ୨୪ ଘଣ୍ଟାରେ ସୁନ୍ଦରଗଡ଼ରେ ଆଉ ୭ ଜଣ ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ଼: ଦିନକୁ ଦିନ ଚିନ୍ତା ବଢ଼ାଉଛି ସ୍କ୍ରବ୍ ଟାଇଫସ । ସୁନ୍ଦରଗଡ଼ ଜିଲ୍ଲାରେ ୨୪ ଘଣ୍ଟାରେ ପୁଣି ୭ ଜଣ ସ୍କ୍ରବ୍ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬୯କୁ ଛୁଇଁଛି । ସ୍କ୍ରବ ଟାଇଫସରେ ବର୍ତ୍ତମାନ ସୁଦ୍ଧା ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି ।

ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ କହିଛନ୍ତି ଯେ, ଆକ୍ରାନ୍ତଙ୍କ ପାଇଁ ମହଜୁଦ ରହିଛି ଔଷଧ, ପ୍ରସ୍ତୁତ ଅଛନ୍ତି ସ୍ୱତନ୍ତ୍ର ଡାକ୍ତରୀ ଦଳ। ଲୋକଙ୍କୁ ଜ୍ୱର, ମୁଣ୍ଡ ବିନ୍ଧା ଓ ଛାତି ଦରଜ ହେଉଥିବା ଲକ୍ଷଣ ଦେଖାଯାଉଛି। ଏଥିସହିତ ଲୋକଙ୍କୁ ସଚେତନ କରିବା ପାଇଁ ଆଶା କର୍ମୀ ଓ ANM ମାନଙ୍କୁ ନିର୍ଦ୍ଦେଶ ମଧ୍ୟ ଦିଆଯାଇଛି।

ସୂଚନାଯୋଗ୍ୟ, ଚିଗର୍ସ ନାମକ ଏକ କୀଟ କାମୁଡ଼ିବା ଦ୍ୱାରା ଲୋକଙ୍କ ଶରୀରରେ ଏହି ସଂକ୍ରମଣ ଆରମ୍ଭ ହୋଇଥାଏ । ଟିଙ୍କ ଜାତୀୟ ଏହି ଅତି କ୍ଷୁଦ୍ର କୀଟ ସାଧାରଣତତଃ ପୋଖରୀ, ଜଙ୍ଗଲ ଓ ଚାଷ ଜମିରେ ଦେଖିବାକୁ ମିଳିଥାଏ । ପୋଖରୀ, ବିଲ କି ଜଙ୍ଗଲକୁ ଯାଉଥିବା ଲୋକେ ଏହି କୀଟ ଦଂଶନର ଶିକାର ହୋଇଥାନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର