ଭିଜିଲାନ୍ସ ଜାଲରେ ଟାଙ୍ଗରପାଲି ଅତିରିକ୍ତ ତହସିଲଦାର, ଠାବ ହେଲାଣି ୨୧ଟି ପ୍ଲଟ ସମେତ ୪ଟି ବାସୋପଯୋଗୀ ଘର

The Sakala Picture
Published On

ସୁନ୍ଦରଗଡ଼: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡିଥିବା ସୁନ୍ଦରଗଡ଼ ଟାଙ୍ଗରପାଲି ଅତିରିକ୍ତ ତହସିଲଦାର କୁଳମଣି ପଟେଲଙ୍କ ଅମାପ ସମ୍ପତ୍ତି ଠାବ ହୋଇଛି। ଚଢାଉ ବେଳେ ତହସିଲଦାରଙ୍କ ନାମରେ ୨୧ଟି ପ୍ଲଟ୍ ଥିବା ଜଣାପଡ଼ିଛି। ଏଥିସହ ୨ଟି ବହୁତଳ କୋଠା, ୪ଟି ବାସୋପଯୋଗୀ ଘର ମଧ୍ଯ ଠାବ ହୋଇଛି। ଏହା ବ୍ଯତୀତ ୨ଟି ବୋଲେରୋ, ୨ଟି ଟ୍ରାକ୍ଟର, ୨ଟି ଟ୍ରେଲର ଓ ୩ଟି ବାଇକ ଠାବୋ ହୋଇଛି। ବ୍ୟାଙ୍କ ଜମା, ବୀମା ଓ ଗହଣା ଆଦି […]

ସୁନ୍ଦରଗଡ଼: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡିଥିବା ସୁନ୍ଦରଗଡ଼ ଟାଙ୍ଗରପାଲି ଅତିରିକ୍ତ ତହସିଲଦାର କୁଳମଣି ପଟେଲଙ୍କ ଅମାପ ସମ୍ପତ୍ତି ଠାବ ହୋଇଛି। ଚଢାଉ ବେଳେ ତହସିଲଦାରଙ୍କ ନାମରେ ୨୧ଟି ପ୍ଲଟ୍ ଥିବା ଜଣାପଡ଼ିଛି। ଏଥିସହ ୨ଟି ବହୁତଳ କୋଠା, ୪ଟି ବାସୋପଯୋଗୀ ଘର ମଧ୍ଯ ଠାବ ହୋଇଛି। ଏହା ବ୍ଯତୀତ ୨ଟି ବୋଲେରୋ, ୨ଟି ଟ୍ରାକ୍ଟର, ୨ଟି ଟ୍ରେଲର ଓ ୩ଟି ବାଇକ ଠାବୋ ହୋଇଛି। ବ୍ୟାଙ୍କ ଜମା, ବୀମା ଓ ଗହଣା ଆଦି ସମ୍ପର୍କରେ ଭିଜିଲାନ୍ସ ପକ୍ଷରୁ ଯାଞ୍ଚ ଜାରି ରହିଛି। ଏନେଇ ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ; କହିଲେ, ବିଜେପି ସରକାରରେ ନେତୃତ୍ୱ ସଙ୍କଟ, ବଢୁଛି ନାରୀ ନିର୍ଯାତନା

21 Sep 2022 By The Sakala

ଭିଜିଲାନ୍ସ ଜାଲରେ ଟାଙ୍ଗରପାଲି ଅତିରିକ୍ତ ତହସିଲଦାର, ଠାବ ହେଲାଣି ୨୧ଟି ପ୍ଲଟ ସମେତ ୪ଟି ବାସୋପଯୋଗୀ ଘର

ସୁନ୍ଦରଗଡ଼: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡିଥିବା ସୁନ୍ଦରଗଡ଼ ଟାଙ୍ଗରପାଲି ଅତିରିକ୍ତ ତହସିଲଦାର କୁଳମଣି ପଟେଲଙ୍କ ଅମାପ ସମ୍ପତ୍ତି ଠାବ ହୋଇଛି। ଚଢାଉ ବେଳେ ତହସିଲଦାରଙ୍କ ନାମରେ ୨୧ଟି ପ୍ଲଟ୍ ଥିବା ଜଣାପଡ଼ିଛି। ଏଥିସହ ୨ଟି ବହୁତଳ କୋଠା, ୪ଟି ବାସୋପଯୋଗୀ ଘର ମଧ୍ଯ ଠାବ ହୋଇଛି। ଏହା ବ୍ଯତୀତ ୨ଟି ବୋଲେରୋ, ୨ଟି ଟ୍ରାକ୍ଟର, ୨ଟି ଟ୍ରେଲର ଓ ୩ଟି ବାଇକ ଠାବୋ ହୋଇଛି। ବ୍ୟାଙ୍କ ଜମା, ବୀମା ଓ ଗହଣା ଆଦି ସମ୍ପର୍କରେ ଭିଜିଲାନ୍ସ ପକ୍ଷରୁ ଯାଞ୍ଚ ଜାରି ରହିଛି। ଏନେଇ ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।

https://www.thesakala.in/latest-odisha-news/sundargarh/vigilance-raid-on-residence-of-sundargarh-tangarpali-additional-tehsildar/article-15151
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର