5T ସଚିବଙ୍କ ଗସ୍ତପରେ ରାଜଗାଙ୍ଗପୁର ଓଭର ବ୍ରିଜ ନିର୍ମାଣ ପ୍ରକ୍ରିୟା ତ୍ୱରାନ୍ୱିତ, ଟେଣ୍ଡର ପ୍ରକ୍ରିୟା ଆରମ୍ଭ

The Sakala Picture
Published On

ସୁନ୍ଦରଗଡ଼: ରାଜଗାଙ୍ଗପୁର ଲେବେଲ କ୍ରସିଂଠାରେ ହେଉଥିବା ଓଭର ବ୍ରିଜ୍ ନିର୍ମାଣ (ROB Project) ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । ନିର୍ମାଣ କାର୍ଯ୍ୟ ନିମନ୍ତେ ବର୍ତ୍ତମାନ ଟେଣ୍ଡର ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି । ସୋନାଖାନ ଓ କାନସବାହାଲ ମଧ୍ୟରେ ଥିବା ଏହି ପ୍ରକଳ୍ପ ୨୦୧୮ ମସିହାରେ ଆରମ୍ଭ ହୋଇଥିଲା ମାତ୍ର ଜମି ଅଧିଗ୍ରହଣ ଜନିତ ସମସ୍ୟା ଥିବାରୁ ୨୦୨୨ରେ ଏହାର ଟେଣ୍ଡର ବାତିଲ କରାଯାଇଥିଲା । ପ୍ରକାଶ ଥାଉ କି, ନିକଟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ […]

ସୁନ୍ଦରଗଡ଼: ରାଜଗାଙ୍ଗପୁର ଲେବେଲ କ୍ରସିଂଠାରେ ହେଉଥିବା ଓଭର ବ୍ରିଜ୍ ନିର୍ମାଣ (ROB Project) ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । ନିର୍ମାଣ କାର୍ଯ୍ୟ ନିମନ୍ତେ ବର୍ତ୍ତମାନ ଟେଣ୍ଡର ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି । ସୋନାଖାନ ଓ କାନସବାହାଲ ମଧ୍ୟରେ ଥିବା ଏହି ପ୍ରକଳ୍ପ ୨୦୧୮ ମସିହାରେ ଆରମ୍ଭ ହୋଇଥିଲା ମାତ୍ର ଜମି ଅଧିଗ୍ରହଣ ଜନିତ ସମସ୍ୟା ଥିବାରୁ ୨୦୨୨ରେ ଏହାର ଟେଣ୍ଡର ବାତିଲ କରାଯାଇଥିଲା ।

ଆହୁରି ପଢ଼ନ୍ତୁ: ଲିପ୍ଟ ଦେବା ବାହାନାରେ ଯୁବତୀଙ୍କୁ ଅପହରଣ କରି ଦୁଷ୍କର୍ମ ଉଦ୍ୟମ

ପ୍ରକାଶ ଥାଉ କି, ନିକଟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ 5T ସଚିବ ଶ୍ରୀଯୁକ୍ତ ଭି. କେ. ପାଣ୍ଡିଆନଙ୍କ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ ସମୟରେ ସେ ରାଜଗାଙ୍ଗପୁରର ଏହି ବ୍ରିଜ ନିର୍ମାଣ ସ୍ଥାନ ପରିଦର୍ଶନ କରିଥିଲେ ଓ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ ଏବଂ ଏହାର ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ କହିଥିଲେ । 5T ସଚିବଙ୍କ ଏହି ଗସ୍ତ ସମୟରେ ଜନସାଧାରଣମାନେ ତାଙ୍କୁ ଭେଟି ଥିଲେ ଏବଂ ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ କରାଯିବାକୁ 5T ସଚିବଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ଉପସ୍ଥାପନ କରିଥିଲେ ।

ଆହୁରି ପଢ଼ନ୍ତୁ: ସର୍ବଦଳୀୟ ବୈଠକରେ ବିଜେଡିର ଆଭିମୁଖ୍ୟ ସ୍ପଷ୍ଟ: ସଂସଦରେ ଉଠିବ ରାଜ୍ୟ ସରକାରଙ୍କ ବିଫଳତା ପ୍ରସଙ୍ଗ

25 Jun 2023 By The Sakala

5T ସଚିବଙ୍କ ଗସ୍ତପରେ ରାଜଗାଙ୍ଗପୁର ଓଭର ବ୍ରିଜ ନିର୍ମାଣ ପ୍ରକ୍ରିୟା ତ୍ୱରାନ୍ୱିତ, ଟେଣ୍ଡର ପ୍ରକ୍ରିୟା ଆରମ୍ଭ

ସୁନ୍ଦରଗଡ଼: ରାଜଗାଙ୍ଗପୁର ଲେବେଲ କ୍ରସିଂଠାରେ ହେଉଥିବା ଓଭର ବ୍ରିଜ୍ ନିର୍ମାଣ (ROB Project) ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । ନିର୍ମାଣ କାର୍ଯ୍ୟ ନିମନ୍ତେ ବର୍ତ୍ତମାନ ଟେଣ୍ଡର ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି । ସୋନାଖାନ ଓ କାନସବାହାଲ ମଧ୍ୟରେ ଥିବା ଏହି ପ୍ରକଳ୍ପ ୨୦୧୮ ମସିହାରେ ଆରମ୍ଭ ହୋଇଥିଲା ମାତ୍ର ଜମି ଅଧିଗ୍ରହଣ ଜନିତ ସମସ୍ୟା ଥିବାରୁ ୨୦୨୨ରେ ଏହାର ଟେଣ୍ଡର ବାତିଲ କରାଯାଇଥିଲା ।

ପ୍ରକାଶ ଥାଉ କି, ନିକଟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ 5T ସଚିବ ଶ୍ରୀଯୁକ୍ତ ଭି. କେ. ପାଣ୍ଡିଆନଙ୍କ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ ସମୟରେ ସେ ରାଜଗାଙ୍ଗପୁରର ଏହି ବ୍ରିଜ ନିର୍ମାଣ ସ୍ଥାନ ପରିଦର୍ଶନ କରିଥିଲେ ଓ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ ଏବଂ ଏହାର ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ କହିଥିଲେ । 5T ସଚିବଙ୍କ ଏହି ଗସ୍ତ ସମୟରେ ଜନସାଧାରଣମାନେ ତାଙ୍କୁ ଭେଟି ଥିଲେ ଏବଂ ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ କରାଯିବାକୁ 5T ସଚିବଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ଉପସ୍ଥାପନ କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର