ସୁନ୍ଦରଗଡ଼ରେ ଆଉ ୬ ନୂଆ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୩୬୧କୁ ବୃଦ୍ଧି

The Sakala Picture
Published On

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ବେକାବୁ ସ୍କ୍ରବ ଟାଇଫସ । ୨୪ ଘଣ୍ଟାରେ ପୁଣି ୬ ଆକ୍ରାନ୍ତ ଚିହ୍ନଟ। ୪୩ଟି ରକ୍ତ ନମୁନା ପରୀକ୍ଷାରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୬୧କୁ ବୃଦ୍ଧି ପାଇଛି । ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଯଥେଷ୍ଟ ଔଷଧ ମହଜୁଦ ରହିଛି। ଚିକିତ୍ସା ଲାଗି ସ୍ଵତନ୍ତ୍ର ଡାକ୍ତରୀ ଦଳ ବି ପ୍ରସ୍ତୁତ ରହିଛନ୍ତି। ଗାଁ ଗାଁରେ ଲୋକଙ୍କୁ ସଚେତନ କରାଯାଉଥିବା ନେଇ […]

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ବେକାବୁ ସ୍କ୍ରବ ଟାଇଫସ । ୨୪ ଘଣ୍ଟାରେ ପୁଣି ୬ ଆକ୍ରାନ୍ତ ଚିହ୍ନଟ। ୪୩ଟି ରକ୍ତ ନମୁନା ପରୀକ୍ଷାରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୬୧କୁ ବୃଦ୍ଧି ପାଇଛି । ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଯଥେଷ୍ଟ ଔଷଧ ମହଜୁଦ ରହିଛି। ଚିକିତ୍ସା ଲାଗି ସ୍ଵତନ୍ତ୍ର ଡାକ୍ତରୀ ଦଳ ବି ପ୍ରସ୍ତୁତ ରହିଛନ୍ତି। ଗାଁ ଗାଁରେ ଲୋକଙ୍କୁ ସଚେତନ କରାଯାଉଥିବା ନେଇ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର କାହ୍ନୁଚରଣ ନାୟକ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଲିପ୍ଟ ଦେବା ବାହାନାରେ ଯୁବତୀଙ୍କୁ ଅପହରଣ କରି ଦୁଷ୍କର୍ମ ଉଦ୍ୟମ

ତେବେ ସ୍କ୍ରବ ଟାଇଫସରେ ବଡ଼ଗାଁ ଅଞ୍ଚଳର ଜଣେ ସଂକ୍ରମିତଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ଅନ୍ୟ ସମସ୍ତ ଆକ୍ରାନ୍ତ ସୁସ୍ଥ ଥିବା ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା।

ଆହୁରି ପଢ଼ନ୍ତୁ: ସର୍ବଦଳୀୟ ବୈଠକରେ ବିଜେଡିର ଆଭିମୁଖ୍ୟ ସ୍ପଷ୍ଟ: ସଂସଦରେ ଉଠିବ ରାଜ୍ୟ ସରକାରଙ୍କ ବିଫଳତା ପ୍ରସଙ୍ଗ

07 Oct 2023 By The Sakala

ସୁନ୍ଦରଗଡ଼ରେ ଆଉ ୬ ନୂଆ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୩୬୧କୁ ବୃଦ୍ଧି

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ବେକାବୁ ସ୍କ୍ରବ ଟାଇଫସ । ୨୪ ଘଣ୍ଟାରେ ପୁଣି ୬ ଆକ୍ରାନ୍ତ ଚିହ୍ନଟ। ୪୩ଟି ରକ୍ତ ନମୁନା ପରୀକ୍ଷାରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୬୧କୁ ବୃଦ୍ଧି ପାଇଛି । ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଯଥେଷ୍ଟ ଔଷଧ ମହଜୁଦ ରହିଛି। ଚିକିତ୍ସା ଲାଗି ସ୍ଵତନ୍ତ୍ର ଡାକ୍ତରୀ ଦଳ ବି ପ୍ରସ୍ତୁତ ରହିଛନ୍ତି। ଗାଁ ଗାଁରେ ଲୋକଙ୍କୁ ସଚେତନ କରାଯାଉଥିବା ନେଇ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର କାହ୍ନୁଚରଣ ନାୟକ କହିଛନ୍ତି ।

ତେବେ ସ୍କ୍ରବ ଟାଇଫସରେ ବଡ଼ଗାଁ ଅଞ୍ଚଳର ଜଣେ ସଂକ୍ରମିତଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ଅନ୍ୟ ସମସ୍ତ ଆକ୍ରାନ୍ତ ସୁସ୍ଥ ଥିବା ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର