ରାସ୍ତା କଡ଼ ପିଲରରେ ପିଟି ହେଲା ବାଇକ; ଜଣେ ମୃତ, ୨ ଗୁରୁତର

The Sakala Picture
Published On

ବଣାଇଁ: ସୁନ୍ଦରଗଡ଼ ଜିଲ୍ଲା ବଣାଇର ଲହୁଣୀପଡା ଥାନା ବୁଢ଼ାଭୂଇଁ ନିକଟରେ ରାସ୍ତା କଡ଼ରେ ଥିବା ପିଲରରେ ପିଟି ହେଲା ବାଇକ । ଫଳରେ ଘଟଣାସ୍ଥଳରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଗୁରୁତର ଦୁଇ ଜଣଙ୍କୁ ରାଉରକେଲା ସ୍ଥାନାନ୍ତରିତ କରାଯାଇଥିବା ଜଣାପଡିଛି କରାଯାଇଥିବା ଜଣାପଡିଛି । ଘଟଣା ସ୍ଥଳରେ ପୋଲିସର ତଦନ୍ତ ଜାରି ରଖିଛି । ସୂଚନା ଅନୁସାରେ, ବଣାଇରୁ ଖଣ୍ଡାଧାର ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଖୁଣ୍ଟରେ […]

ବଣାଇଁ: ସୁନ୍ଦରଗଡ଼ ଜିଲ୍ଲା ବଣାଇର ଲହୁଣୀପଡା ଥାନା ବୁଢ଼ାଭୂଇଁ ନିକଟରେ ରାସ୍ତା କଡ଼ରେ ଥିବା ପିଲରରେ ପିଟି ହେଲା ବାଇକ । ଫଳରେ ଘଟଣାସ୍ଥଳରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଗୁରୁତର ଦୁଇ ଜଣଙ୍କୁ ରାଉରକେଲା ସ୍ଥାନାନ୍ତରିତ କରାଯାଇଥିବା ଜଣାପଡିଛି କରାଯାଇଥିବା ଜଣାପଡିଛି । ଘଟଣା ସ୍ଥଳରେ ପୋଲିସର ତଦନ୍ତ ଜାରି ରଖିଛି । ସୂଚନା ଅନୁସାରେ, ବଣାଇରୁ ଖଣ୍ଡାଧାର ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଖୁଣ୍ଟରେ ବାଇକ୍‌ ପିଟିହୋଇ ଯିବା ଫଳରେ ଏଭଳି ଅଘଟଣ ଘଟିଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ଆଜି ସୁପ୍ରିମକୋର୍ଟରେ ଶୁଣାଣି, ଆସିପାରେ ବଡ଼ ନିର୍ଦ୍ଦେଶ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର