ବଣାଇଁ: ସୁନ୍ଦରଗଡ଼ ଜିଲ୍ଲା ବଣାଇର ଲହୁଣୀପଡା ଥାନା ବୁଢ଼ାଭୂଇଁ ନିକଟରେ ରାସ୍ତା କଡ଼ରେ ଥିବା ପିଲରରେ ପିଟି ହେଲା ବାଇକ । ଫଳରେ ଘଟଣାସ୍ଥଳରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଗୁରୁତର ଦୁଇ ଜଣଙ୍କୁ ରାଉରକେଲା ସ୍ଥାନାନ୍ତରିତ କରାଯାଇଥିବା ଜଣାପଡିଛି କରାଯାଇଥିବା ଜଣାପଡିଛି । ଘଟଣା ସ୍ଥଳରେ ପୋଲିସର ତଦନ୍ତ ଜାରି ରଖିଛି । ସୂଚନା ଅନୁସାରେ, ବଣାଇରୁ ଖଣ୍ଡାଧାର ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଖୁଣ୍ଟରେ ବାଇକ୍ ପିଟିହୋଇ ଯିବା ଫଳରେ ଏଭଳି ଅଘଟଣ ଘଟିଥିବା ସୂଚନା ମିଳିଛି।
ରାସ୍ତା କଡ଼ ପିଲରରେ ପିଟି ହେଲା ବାଇକ; ଜଣେ ମୃତ, ୨ ଗୁରୁତର
ବଣାଇଁ: ସୁନ୍ଦରଗଡ଼ ଜିଲ୍ଲା ବଣାଇର ଲହୁଣୀପଡା ଥାନା ବୁଢ଼ାଭୂଇଁ ନିକଟରେ ରାସ୍ତା କଡ଼ରେ ଥିବା ପିଲରରେ ପିଟି ହେଲା ବାଇକ । ଫଳରେ ଘଟଣାସ୍ଥଳରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଗୁରୁତର ଦୁଇ ଜଣଙ୍କୁ ରାଉରକେଲା ସ୍ଥାନାନ୍ତରିତ କରାଯାଇଥିବା ଜଣାପଡିଛି କରାଯାଇଥିବା ଜଣାପଡିଛି । ଘଟଣା ସ୍ଥଳରେ ପୋଲିସର ତଦନ୍ତ ଜାରି ରଖିଛି । ସୂଚନା ଅନୁସାରେ, ବଣାଇରୁ ଖଣ୍ଡାଧାର ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଖୁଣ୍ଟରେ […]