ଜେଜେବାପାକୁ କାଠ ଫାଳିଆରେ ପିଟି ପିଟି ଅତି ନିର୍ମମ ଭାବେ ହତ୍ୟା କଲା ନାତି

The Sakala Picture
Published On

ସୁନ୍ଦରଗଡ଼: ରକ୍ତ ସମ୍ପର୍କରେ ରକ୍ତର ଛିଟା । ପାରିବାରିକ କଳହରୁ ବିଭତ୍ସ ହତ୍ୟାକାଣ୍ଡ । ଜେଜେବାପାକୁ ହତ୍ୟା କଲା ନାତି । ନିଜ ଜେଜେବାପାକୁ କାଠ ଫାଳିଆରେ ପିଟି ପିଟି ଅତି ନିର୍ମମ ଭାବେ ହତ୍ୟା କଲା ନାତି । ଏପରି ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ଥାନା ଅନ୍ତର୍ଗତ କେରକୋଟା ସାହିରେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ପାରିବାରିକ କଳହ କାରଣରୁ ହତ୍ୟାକାଣ୍ଡ […]

ସୁନ୍ଦରଗଡ଼: ରକ୍ତ ସମ୍ପର୍କରେ ରକ୍ତର ଛିଟା । ପାରିବାରିକ କଳହରୁ ବିଭତ୍ସ ହତ୍ୟାକାଣ୍ଡ । ଜେଜେବାପାକୁ ହତ୍ୟା କଲା ନାତି । ନିଜ ଜେଜେବାପାକୁ କାଠ ଫାଳିଆରେ ପିଟି ପିଟି ଅତି ନିର୍ମମ ଭାବେ ହତ୍ୟା କଲା ନାତି । ଏପରି ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ଥାନା ଅନ୍ତର୍ଗତ କେରକୋଟା ସାହିରେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ପାରିବାରିକ କଳହ କାରଣରୁ ହତ୍ୟାକାଣ୍ଡ ଘଟିଥିବା ପୋଲିସ ପକ୍ଷରୁ ପ୍ରାଥମିକ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: କର୍ତ୍ତବ୍ୟରେ ଅବହେଳା ଓ ଶୃଙ୍ଖଳାଗତ ତ୍ରୁଟି: ବଡ଼ସାହି ବିଡିଓଙ୍କୁ ନିଲମ୍ବନ ପାଇଁ ନିର୍ଦ୍ଦେଶ

26 Aug 2022 By The Sakala

ଜେଜେବାପାକୁ କାଠ ଫାଳିଆରେ ପିଟି ପିଟି ଅତି ନିର୍ମମ ଭାବେ ହତ୍ୟା କଲା ନାତି

ସୁନ୍ଦରଗଡ଼: ରକ୍ତ ସମ୍ପର୍କରେ ରକ୍ତର ଛିଟା । ପାରିବାରିକ କଳହରୁ ବିଭତ୍ସ ହତ୍ୟାକାଣ୍ଡ । ଜେଜେବାପାକୁ ହତ୍ୟା କଲା ନାତି । ନିଜ ଜେଜେବାପାକୁ କାଠ ଫାଳିଆରେ ପିଟି ପିଟି ଅତି ନିର୍ମମ ଭାବେ ହତ୍ୟା କଲା ନାତି । ଏପରି ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ଥାନା ଅନ୍ତର୍ଗତ କେରକୋଟା ସାହିରେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ପାରିବାରିକ କଳହ କାରଣରୁ ହତ୍ୟାକାଣ୍ଡ ଘଟିଥିବା ପୋଲିସ ପକ୍ଷରୁ ପ୍ରାଥମିକ ସୂଚନା ମିଳିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର