ସୁନ୍ଦରଗଡ଼ରେ ଅଟୋକୁ ହାଇୱା ଚାପିଦେବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଶୋକ, ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା

The Sakala Picture
Published On

ଭୁବନେଶ୍ବର: ଆଜି ସୁନ୍ଦରଗଡ ଜିଲ୍ଲାର ଟାଙ୍ଗର ମୁଣ୍ଡା ନିକଟରେ ଏକ ସଡକ ଦୁର୍ଘଟଣାରେ ୫ ଜଣ ବ୍ୟକ୍ତି ଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହି ଦୁର୍ଘଟଣାରେ ଆହତ ଜଣକୁ ମାଗଣାରେ ଉପଯୁକ୍ତ ଚିକିତ୍ସା […]

ଭୁବନେଶ୍ବର: ଆଜି ସୁନ୍ଦରଗଡ ଜିଲ୍ଲାର ଟାଙ୍ଗର ମୁଣ୍ଡା ନିକଟରେ ଏକ ସଡକ ଦୁର୍ଘଟଣାରେ ୫ ଜଣ ବ୍ୟକ୍ତି ଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହି ଦୁର୍ଘଟଣାରେ ଆହତ ଜଣକୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୃତାହତ ସମସ୍ତ ବ୍ୟକ୍ତି ସୁନ୍ଦରଗଡ଼ ଜିଲ୍ଲାର ବୋଲି ଜଣାପଡିଛି ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

17 Dec 2023 By The Sakala

ସୁନ୍ଦରଗଡ଼ରେ ଅଟୋକୁ ହାଇୱା ଚାପିଦେବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଶୋକ, ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା

ଭୁବନେଶ୍ବର: ଆଜି ସୁନ୍ଦରଗଡ ଜିଲ୍ଲାର ଟାଙ୍ଗର ମୁଣ୍ଡା ନିକଟରେ ଏକ ସଡକ ଦୁର୍ଘଟଣାରେ ୫ ଜଣ ବ୍ୟକ୍ତି ଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହି ଦୁର୍ଘଟଣାରେ ଆହତ ଜଣକୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୃତାହତ ସମସ୍ତ ବ୍ୟକ୍ତି ସୁନ୍ଦରଗଡ଼ ଜିଲ୍ଲାର ବୋଲି ଜଣାପଡିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର