ସୁନ୍ଦରଗଡ଼ ପୋକ୍ସୋ କୋର୍ଟର ଐତିହାସିକ ରାୟ, ନାବାଳିକା ଦୁଷ୍କର୍ମକାରୀକୁ ଦେଲେ ଫାଶୀ ଦଣ୍ଡାଦେଶ

The Sakala Picture
Published On

ସୁନ୍ଦରଗଡ଼: ସୁନ୍ଦରଗଡ଼ ପୋକ୍ସୋ କୋର୍ଟର ଐତିହାସିକ ରାୟ । ଅପହରଣ, ଦୁଷ୍କର୍ମ ଓ ହତ୍ୟା ମାମଲାରେ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ ଦେଲେ ସ୍ୱତନ୍ତ୍ର ପକ୍ସୋ କୋର୍ଟ । ୨୦୧୬ ମସିହା ଅକ୍ଟୋବର ମାସର ସୁନ୍ଦରଗଡ଼ ଟାଉନ ଥାନା ଅଞ୍ଚଳର ଜଣେ ୪ ବର୍ଷୀୟ ଶିଶୁ କନ୍ୟାକୁ ଅପହରଣ, ଦୁଷ୍କର୍ମ ଓ ହତ୍ୟା ମାମଲାରେ ସଜା ଶୁଣାଇଛନ୍ତି ପୋକ୍ସୋ କୋର୍ଟ ଜଜ ମହେନ୍ଦ୍ର କୁମାର ସୂତ୍ରଧାର। ସୂଚନା ଅନୁଯାୟୀ, ଶିଶୁ କନ୍ୟାଟି ମାଆ ସହିତ ଶୋଇଥିବା ବେଳେ ଅଭିଯୁକ୍ତ […]

ସୁନ୍ଦରଗଡ଼: ସୁନ୍ଦରଗଡ଼ ପୋକ୍ସୋ କୋର୍ଟର ଐତିହାସିକ ରାୟ । ଅପହରଣ, ଦୁଷ୍କର୍ମ ଓ ହତ୍ୟା ମାମଲାରେ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ ଦେଲେ ସ୍ୱତନ୍ତ୍ର ପକ୍ସୋ କୋର୍ଟ । ୨୦୧୬ ମସିହା ଅକ୍ଟୋବର ମାସର ସୁନ୍ଦରଗଡ଼ ଟାଉନ ଥାନା ଅଞ୍ଚଳର ଜଣେ ୪ ବର୍ଷୀୟ ଶିଶୁ କନ୍ୟାକୁ ଅପହରଣ, ଦୁଷ୍କର୍ମ ଓ ହତ୍ୟା ମାମଲାରେ ସଜା ଶୁଣାଇଛନ୍ତି ପୋକ୍ସୋ କୋର୍ଟ ଜଜ ମହେନ୍ଦ୍ର କୁମାର ସୂତ୍ରଧାର।

ଆହୁରି ପଢ଼ନ୍ତୁ: ରସିକିଆ ହିନ୍ଦୀ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କ ଅସଦାଚରଣ ଅଭିଯୋଗ, ଥାନାରେ ଅଟକ

ସୂଚନା ଅନୁଯାୟୀ, ଶିଶୁ କନ୍ୟାଟି ମାଆ ସହିତ ଶୋଇଥିବା ବେଳେ ଅଭିଯୁକ୍ତ ସଞ୍ଜୀବ କେରକେଟ୍ଟା ଅପହରଣ କରିଥିଲା । ଏକ ନିର୍ମାଣାଧିନ କୋଠରେ ଦୁଷ୍କର୍ମ ପରେ ହତ୍ୟା କରିଥିଲା । ଅପହରଣର ତିନି ଦିନ ପରେ ଅର୍ଦ୍ଧ ଗଳିତ ମୃତଦେହ ଉଦ୍ଧାର କରିଥିଲା ଟାଉନ ଥାନା ପୁଲିସ ।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

19 Oct 2023 By The Sakala

ସୁନ୍ଦରଗଡ଼ ପୋକ୍ସୋ କୋର୍ଟର ଐତିହାସିକ ରାୟ, ନାବାଳିକା ଦୁଷ୍କର୍ମକାରୀକୁ ଦେଲେ ଫାଶୀ ଦଣ୍ଡାଦେଶ

ସୁନ୍ଦରଗଡ଼: ସୁନ୍ଦରଗଡ଼ ପୋକ୍ସୋ କୋର୍ଟର ଐତିହାସିକ ରାୟ । ଅପହରଣ, ଦୁଷ୍କର୍ମ ଓ ହତ୍ୟା ମାମଲାରେ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ ଦେଲେ ସ୍ୱତନ୍ତ୍ର ପକ୍ସୋ କୋର୍ଟ । ୨୦୧୬ ମସିହା ଅକ୍ଟୋବର ମାସର ସୁନ୍ଦରଗଡ଼ ଟାଉନ ଥାନା ଅଞ୍ଚଳର ଜଣେ ୪ ବର୍ଷୀୟ ଶିଶୁ କନ୍ୟାକୁ ଅପହରଣ, ଦୁଷ୍କର୍ମ ଓ ହତ୍ୟା ମାମଲାରେ ସଜା ଶୁଣାଇଛନ୍ତି ପୋକ୍ସୋ କୋର୍ଟ ଜଜ ମହେନ୍ଦ୍ର କୁମାର ସୂତ୍ରଧାର।

ସୂଚନା ଅନୁଯାୟୀ, ଶିଶୁ କନ୍ୟାଟି ମାଆ ସହିତ ଶୋଇଥିବା ବେଳେ ଅଭିଯୁକ୍ତ ସଞ୍ଜୀବ କେରକେଟ୍ଟା ଅପହରଣ କରିଥିଲା । ଏକ ନିର୍ମାଣାଧିନ କୋଠରେ ଦୁଷ୍କର୍ମ ପରେ ହତ୍ୟା କରିଥିଲା । ଅପହରଣର ତିନି ଦିନ ପରେ ଅର୍ଦ୍ଧ ଗଳିତ ମୃତଦେହ ଉଦ୍ଧାର କରିଥିଲା ଟାଉନ ଥାନା ପୁଲିସ ।

https://www.thesakala.in/latest-odisha-news/sundargarh/sundargarh-pocso-courts-historic-verdict-juvenile-offender-sentenced-to-death-by-hanging/article-26534
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର