ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଅତିରିକ୍ତ ଜିଲ୍ଲାପାଳ, ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢାଉ

The Sakala Picture
Published On

ସୁନ୍ଦରଗଡ: ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଏଡିଏମ୍‌ । ଚାକରିରୁ ଅବସର ନେବା ପାଇଁ ଆଉ ମାତ୍ର ୧୭ ଦିନ ବାକି ଥିବାବେଳେ ଆଜି ସକାଳୁ ସକାଳୁ ସୁନ୍ଦରଗଡ଼ର ଅତିରିକ୍ତ ମାଜିଷ୍ଟ୍ରେଟ ବିଶ୍ବଜିତ ମହାପାତ୍ରଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୂକ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ ସମେତ ୭ଟି ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ ଟିମ୍ । ବିଶ୍ୱଜିତଙ୍କ ସୁନ୍ଦରଗଡ଼ ଅଫିସ୍ ଓ ଘର ସମେତ ଭୁବନେଶ୍ୱର ସ୍ଥିତ ବାଲିଅନ୍ତା ଘର, […]

ସୁନ୍ଦରଗଡ: ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଏଡିଏମ୍‌ । ଚାକରିରୁ ଅବସର ନେବା ପାଇଁ ଆଉ ମାତ୍ର ୧୭ ଦିନ ବାକି ଥିବାବେଳେ ଆଜି ସକାଳୁ ସକାଳୁ ସୁନ୍ଦରଗଡ଼ର ଅତିରିକ୍ତ ମାଜିଷ୍ଟ୍ରେଟ ବିଶ୍ବଜିତ ମହାପାତ୍ରଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୂକ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ ସମେତ ୭ଟି ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ ଟିମ୍ ।

ଆହୁରି ପଢ଼ନ୍ତୁ: ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା: ଓମ୍ ସତ କହିଥିବା ଲାଇ ଡିଟେକ୍ସନ ଟେଷ୍ଟ ରିପୋର୍ଟରୁ ସ୍ପଷ୍ଟ, ୫/୬ ଅଭିଯୁକ୍ତ ଏବେ ବି ଫେରାର

ବିଶ୍ୱଜିତଙ୍କ ସୁନ୍ଦରଗଡ଼ ଅଫିସ୍ ଓ ଘର ସମେତ ଭୁବନେଶ୍ୱର ସ୍ଥିତ ବାଲିଅନ୍ତା ଘର, ନୟାପଲ୍ଲୀରେ ଥିବା ଫ୍ଲାଟ୍‌, ଜଗତସିଂହପୁରରେ ଥିବା ପୈତୃକ ଘର, ମଣିଜଙ୍ଗାରେ ଥିବା ଜଣେ ସମ୍ପର୍କୀଙ୍କ ଘର ଓ ରାଜଗାଙ୍ଗପୁରରେ ଥିବା ଅନ୍ୟ ଏକ ସମ୍ପର୍କୀୟଙ୍କ ଘରେ ଏହି ଚଢ଼ାଉ କରାଯାଇଛି। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ କେତେ ସମ୍ପତ୍ତି ଠାବ ହୋଇଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ଏହି ଚଢାଉରେ ୮ଜଣ ଡିଏସପି, ୨ ଇନ୍ସପେକ୍ଟର, ୫ ଏଏସଆଇ ସାମିଲ୍ ହୋଇଥିବା ନେଇ ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ଅଗଷ୍ଟ ୧୬ରେ ପୋଲିସ ଡିଜି ୱାଇ.ବି ଖୁରାନିଆଙ୍କ ଅବସର ଗ୍ରହଣକୁ ସରକାରଙ୍କ ଅନୁମତି, ଅଗଷ୍ଟ ୭ରେ ନୂଆ ଡିଜିପି ଚୟନ ପାଇଁ ବୈଠକ

11 Feb 2022 By The Sakala

ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଅତିରିକ୍ତ ଜିଲ୍ଲାପାଳ, ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢାଉ

ସୁନ୍ଦରଗଡ: ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଏଡିଏମ୍‌ । ଚାକରିରୁ ଅବସର ନେବା ପାଇଁ ଆଉ ମାତ୍ର ୧୭ ଦିନ ବାକି ଥିବାବେଳେ ଆଜି ସକାଳୁ ସକାଳୁ ସୁନ୍ଦରଗଡ଼ର ଅତିରିକ୍ତ ମାଜିଷ୍ଟ୍ରେଟ ବିଶ୍ବଜିତ ମହାପାତ୍ରଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୂକ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ ସମେତ ୭ଟି ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ ଟିମ୍ ।

ବିଶ୍ୱଜିତଙ୍କ ସୁନ୍ଦରଗଡ଼ ଅଫିସ୍ ଓ ଘର ସମେତ ଭୁବନେଶ୍ୱର ସ୍ଥିତ ବାଲିଅନ୍ତା ଘର, ନୟାପଲ୍ଲୀରେ ଥିବା ଫ୍ଲାଟ୍‌, ଜଗତସିଂହପୁରରେ ଥିବା ପୈତୃକ ଘର, ମଣିଜଙ୍ଗାରେ ଥିବା ଜଣେ ସମ୍ପର୍କୀଙ୍କ ଘର ଓ ରାଜଗାଙ୍ଗପୁରରେ ଥିବା ଅନ୍ୟ ଏକ ସମ୍ପର୍କୀୟଙ୍କ ଘରେ ଏହି ଚଢ଼ାଉ କରାଯାଇଛି। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ କେତେ ସମ୍ପତ୍ତି ଠାବ ହୋଇଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ଏହି ଚଢାଉରେ ୮ଜଣ ଡିଏସପି, ୨ ଇନ୍ସପେକ୍ଟର, ୫ ଏଏସଆଇ ସାମିଲ୍ ହୋଇଥିବା ନେଇ ସୂଚନା ମିଳିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର