ଘରକୁ ଫେରୁଥିବାବେଳେ ମହିଳାଙ୍କୁ ଗଣଦୁଷ୍କର୍ମ, ୩ ଅଟକ

The Sakala Picture
Published On

ସୁନ୍ଦରଗଡ଼: ସ୍ୱାମୀ ପରିତ୍ୟକ୍ତା ମହିଳାଙ୍କୁ ଗଣଦୁଷ୍କର୍ମ। ସୁନ୍ଦରଗଡ଼ ସଦର ଥାନା କୋପସିଂଘା ଅଞ୍ଚଳରେ ଜଣେ ଶ୍ରମଜୀବୀ ମହିଳା ଗଣଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏତଲା ପରେ ପରେ ପୁଲିସ ତନାଘନା ଚଲାଇ ୩ ଜଣଙ୍କୁ ଅଟକ ରଖିଛି। ଅନ୍ୟ ଜଣେ ଅଭିଯୁକ୍ତକୁ ଧରିବାକୁ ପୁଲିସ ଚଢାଉ ଜାରି ରଖିଛି। ସ୍ୱାମୀ ପରିତ୍ୟକ୍ତା ମହିଳା ଜଣକ ମାଛ ବିକି ଗୁଜୁରାଣ ମେଣ୍ଟାନ୍ତି। ସୂଚନା ଅନୁସାରେ, ଗତକାଲି ସୁନ୍ଦରଗଡ଼ ସହରରେ ମାଛ ବିକି ରାତି ପ୍ରାୟ ୮ଟାରେ ଘରକୁ […]

ସୁନ୍ଦରଗଡ଼: ସ୍ୱାମୀ ପରିତ୍ୟକ୍ତା ମହିଳାଙ୍କୁ ଗଣଦୁଷ୍କର୍ମ। ସୁନ୍ଦରଗଡ଼ ସଦର ଥାନା କୋପସିଂଘା ଅଞ୍ଚଳରେ ଜଣେ ଶ୍ରମଜୀବୀ ମହିଳା ଗଣଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏତଲା ପରେ ପରେ ପୁଲିସ ତନାଘନା ଚଲାଇ ୩ ଜଣଙ୍କୁ ଅଟକ ରଖିଛି। ଅନ୍ୟ ଜଣେ ଅଭିଯୁକ୍ତକୁ ଧରିବାକୁ ପୁଲିସ ଚଢାଉ ଜାରି ରଖିଛି। ସ୍ୱାମୀ ପରିତ୍ୟକ୍ତା ମହିଳା ଜଣକ ମାଛ ବିକି ଗୁଜୁରାଣ ମେଣ୍ଟାନ୍ତି।

ଆହୁରି ପଢ଼ନ୍ତୁ: ବୁଲା ଷଣ୍ଢଙ୍କ ଉପଦ୍ରବରେ ଅତିଷ୍ଠ ଶହଶହ ଚାଷୀ, ଶେଷରେ ଥାନାର ଦ୍ୱାରସ୍ଥ ହୋଇ ଦେଲେ ଏତଲା

ସୂଚନା ଅନୁସାରେ, ଗତକାଲି ସୁନ୍ଦରଗଡ଼ ସହରରେ ମାଛ ବିକି ରାତି ପ୍ରାୟ ୮ଟାରେ ଘରକୁ ଫେରୁଥିଲେ। ନିଛାଟିଆ ରାସ୍ତାରେ ଏକୁଟିଆ ମହିଳାଙ୍କୁ ଦେଖି ୪ ଜଣ ଯୁବକ ଜୋରଜବରଦସ୍ତ ଟେକି ନେଇ ଜଣକ ପରେ ଜଣେ ଦୁଷ୍କର୍ମ କରିଥିଲେ। ବହୁ କଷ୍ଟରେ ମହିଳାଜଣକ ଘଟଣାସ୍ଥଳରୁ ଆସି ଥାନାରେ ପହଞ୍ଚି ଘଟଣା ସମ୍ପର୍କରେ ଜଣାଇଥିଲେ। ପରେ ଲିଖିତ ଅଭିଯୋଗକୁ ଭିତ୍ତି କରି ପୁଲିସ କାର୍ଯ୍ୟାନୁଷ୍ଠାନ ନେଇଛି।

ଆହୁରି ପଢ଼ନ୍ତୁ: ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନରେ ସୁଦର୍ଶନ ପଟ୍ଟନାୟକଙ୍କ ଅଭିନବ ବାଲୁକା କଳା: ୨୫୦୦ ଦୀପରେ ସଜେଇଲେ ୨୫ ଫୁଟର ପ୍ରତିକୃତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର