କାରଣଦର୍ଶାଅ ନୋଟିସର ଉତ୍ତର ଦେଲେ ସୁର ରାଉତରାୟ

The Sakala Picture
Published On

ଭୁବନେଶ୍ୱର: ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ କଂଗ୍ରେସ ପାଇଁ ବିଧାୟକ ସୁରେଶ ରାଉତରାୟ ପ୍ରଚାର କରିବେନି। ସେ କହିଛନ୍ତି, ମୋ ସାନପୁଅ ଯେହେତୁ ଭୁବନେଶ୍ଵର ସାଂସଦ ପ୍ରାର୍ଥୀ ହୋଇଛନ୍ତି, ତେଣୁ ମୁଁ ଭୁବନେଶ୍ୱରର କୌଣସି ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରଚାର କରିବିନି। ତେବେ ପୂରା ଓଡ଼ିଶାରେ ପ୍ରଚାର କରିବି । କଂଗ୍ରେସର କାରଣଦର୍ଶାଅ ନୋଟିସର ଉତ୍ତର ଦେଇଛି । ମୁଁ ମଲା ଯାଏ କଂଗ୍ରେସରେ ରହିବି । ଦୁଇ ଦିନ ଭିତରେ କଂଗ୍ରେସ ବାକି ବିଧାନସଭା ଓ ଲୋକସଭା ଆସନ […]

ଭୁବନେଶ୍ୱର: ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ କଂଗ୍ରେସ ପାଇଁ ବିଧାୟକ ସୁରେଶ ରାଉତରାୟ ପ୍ରଚାର କରିବେନି। ସେ କହିଛନ୍ତି, ମୋ ସାନପୁଅ ଯେହେତୁ ଭୁବନେଶ୍ଵର ସାଂସଦ ପ୍ରାର୍ଥୀ ହୋଇଛନ୍ତି, ତେଣୁ ମୁଁ ଭୁବନେଶ୍ୱରର କୌଣସି ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରଚାର କରିବିନି। ତେବେ ପୂରା ଓଡ଼ିଶାରେ ପ୍ରଚାର କରିବି । କଂଗ୍ରେସର କାରଣଦର୍ଶାଅ ନୋଟିସର ଉତ୍ତର ଦେଇଛି । ମୁଁ ମଲା ଯାଏ କଂଗ୍ରେସରେ ରହିବି । ଦୁଇ ଦିନ ଭିତରେ କଂଗ୍ରେସ ବାକି ବିଧାନସଭା ଓ ଲୋକସଭା ଆସନ ପାଇଁ ଟିକେଟ ଘୋଷଣା କରିବ । ଅଧିକ ମହିଳାଙ୍କୁ ଟିକେଟ ଦେବା ପାଇଁ ମୁଁ ପିସିସି ସଭାପତିଙ୍କୁ ପ୍ରସ୍ତାବ ଦେଇଛି ବୋଲି ସୁରେଶ ରାଉତରାୟ କହିଛନ୍ତି।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର