ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ମିଳିଲା ନୂଆ ଦାୟିତ୍ୱ, OERCର ଅଧ୍ୟକ୍ଷ ଭାବେ ମିଳିଲା ନିଯୁକ୍ତି

The Sakala Picture
Published On

ଭୁବନେଶ୍ୱର: ଅବସର ନେବା ପୂର୍ବରୁ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ନୂଆ ଦାୟିତ୍ବ । OERC ଅଧ୍ୟକ୍ଷ ହେବେ ସୁରେଶ ଚନ୍ଦ୍ର ମହାପାତ୍ର । ଓଡ଼ିଶା ଇଲେକଟ୍ରିସିଟି ରେଗୁଲେଟୋରି କମିଶନ(ଓଇଆରସି) ଚେୟାରମ୍ୟାନ ଭାବେ ସୁରେଶ ମହାପାତ୍ରଙ୍କୁ ନିଯୁକ୍ତି ମିଳିଛି। ଏନେଇ ଶକ୍ତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୮ରେ ମୁଖ୍ୟ ଶାସନ ସଚିବ ପଦରୁ ଅବସର ନେବେ ସୁରେଶ ମହାପାତ୍ର । ମୁଖ୍ୟ ଶାସନ ସଚିବଙ୍କ ପଦରୁ ସୁରେଶଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ନୂଆ […]

ଭୁବନେଶ୍ୱର: ଅବସର ନେବା ପୂର୍ବରୁ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ନୂଆ ଦାୟିତ୍ବ । OERC ଅଧ୍ୟକ୍ଷ ହେବେ ସୁରେଶ ଚନ୍ଦ୍ର ମହାପାତ୍ର । ଓଡ଼ିଶା ଇଲେକଟ୍ରିସିଟି ରେଗୁଲେଟୋରି କମିଶନ(ଓଇଆରସି) ଚେୟାରମ୍ୟାନ ଭାବେ ସୁରେଶ ମହାପାତ୍ରଙ୍କୁ ନିଯୁକ୍ତି ମିଳିଛି। ଏନେଇ ଶକ୍ତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୮ରେ ମୁଖ୍ୟ ଶାସନ ସଚିବ ପଦରୁ ଅବସର ନେବେ ସୁରେଶ ମହାପାତ୍ର ।

ଆହୁରି ପଢ଼ନ୍ତୁ: କାଠଯୋଡି ନଦୀରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ଅସ୍ପଷ୍ଟ

ମୁଖ୍ୟ ଶାସନ ସଚିବଙ୍କ ପଦରୁ ସୁରେଶଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ ପ୍ରଦୀପ କୁମାର ଜେନା । ଏନେଇ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏବେ ଏସଆରସି ଦାୟିତ୍ୱରେ ଅଛନ୍ତି ପ୍ରଦୀପ ଜେନା । ମାର୍ଚ୍ଚ ୧ ତାରିଖରୁ ନୂଆ ଶାସନ ସଚିବ ଭାବେ ପ୍ରଦୀପ ଜେନା ଦାୟିତ୍ୱ ଗ୍ରହଣ କରିବେ ।

ଆହୁରି ପଢ଼ନ୍ତୁ: ଜଗା ଦର୍ଶନ ପାଇଁ ଆସୁଥିବା ବେଳେ ହେଲା ମର୍ମନ୍ତୁଦ ସଡକ ଦୁର୍ଘଟଣା, ୬ ଗୁରୁତର

26 Feb 2023 By The Sakala

ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ମିଳିଲା ନୂଆ ଦାୟିତ୍ୱ, OERCର ଅଧ୍ୟକ୍ଷ ଭାବେ ମିଳିଲା ନିଯୁକ୍ତି

ଭୁବନେଶ୍ୱର: ଅବସର ନେବା ପୂର୍ବରୁ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ନୂଆ ଦାୟିତ୍ବ । OERC ଅଧ୍ୟକ୍ଷ ହେବେ ସୁରେଶ ଚନ୍ଦ୍ର ମହାପାତ୍ର । ଓଡ଼ିଶା ଇଲେକଟ୍ରିସିଟି ରେଗୁଲେଟୋରି କମିଶନ(ଓଇଆରସି) ଚେୟାରମ୍ୟାନ ଭାବେ ସୁରେଶ ମହାପାତ୍ରଙ୍କୁ ନିଯୁକ୍ତି ମିଳିଛି। ଏନେଇ ଶକ୍ତି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୮ରେ ମୁଖ୍ୟ ଶାସନ ସଚିବ ପଦରୁ ଅବସର ନେବେ ସୁରେଶ ମହାପାତ୍ର ।

ମୁଖ୍ୟ ଶାସନ ସଚିବଙ୍କ ପଦରୁ ସୁରେଶଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବେ ପ୍ରଦୀପ କୁମାର ଜେନା । ଏନେଇ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏବେ ଏସଆରସି ଦାୟିତ୍ୱରେ ଅଛନ୍ତି ପ୍ରଦୀପ ଜେନା । ମାର୍ଚ୍ଚ ୧ ତାରିଖରୁ ନୂଆ ଶାସନ ସଚିବ ଭାବେ ପ୍ରଦୀପ ଜେନା ଦାୟିତ୍ୱ ଗ୍ରହଣ କରିବେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର