ରାଜ୍ୟରେ ଭିନ୍ନକ୍ଷମ ଶିଶୁଙ୍କର ହେବ ସର୍ଭେ, ଘର ଘର ବୁଲି ତଥ୍ୟ ସଂଗ୍ରହ କରିବେ ଅଙ୍ଗନବାଡ଼ି କର୍ମୀ ...

Deviprasad Mohanty Picture
Published On

ଭୁବନେଶ୍ବର: ରାଜ୍ୟରେ ଭିନ୍ନକ୍ଷମ ଶିଶୁଙ୍କର ହେବ ସର୍ଭେ। ଏ ନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ଘର ଘର ବୁଲି ତଥ୍ୟ ସଂଗ୍ରହ କରିବେ ଅଙ୍ଗନବାଡ଼ି କର୍ମୀ । ଏଥିପାଇଁ ସେମାନଙ୍କୁ ୫୦୦ ଟଙ୍କା ପ୍ରୋତ୍ସାହନ ରାଶି ପ୍ରଦାନ କରାଯି॥ ଜନ୍ମରୁ ୬ ବର୍ଷ ମଧ୍ୟରେ ରହିଥିବା ଭିନ୍ନକ୍ଷମ ଶିଶୁଙ୍କର ସର୍ଭେ କରା‌ଯିବ। ଚିହ୍ନଟ ଶିଶୁଙ୍କୁ ଜାତୀୟ ଶିକ୍ଷା ନୀତି ୨୦୨୦, ଆର୍‌ପିଡବ୍ଲୁଡି ଆକ୍ଟ ୨୦୧୬ ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ ସାମିଲ କରା‌ଯିବ।ସର୍ଭେ ଠିକ୍ ଭାବେ ଭାବେ ହେଉଛି କି ନାହିଁ ତାକୁ ଅଧିକାରୀମାନେ ନେ ଯାଞ୍ଚ କରିବେ। ଏହି ସର୍ଭେ ପ୍ରକ୍ରିୟା ଆସନ୍ତା ୧ ମାସ ମଧ୍ୟରେ ଶେଷ ହେବ।

ଆହୁରି ପଢ଼ନ୍ତୁ: ଭୁବନେଶ୍ବରରେ ପହଞ୍ଚିଲେ ସ୍ଥଳସେନା ମୁଖ୍ୟ ଜେନେରାଲ୍ ଉପେନ୍ଦ୍ର ଦ୍ୱିବେଦୀ

13 Nov 2025 By Deviprasad Mohanty

ରାଜ୍ୟରେ ଭିନ୍ନକ୍ଷମ ଶିଶୁଙ୍କର ହେବ ସର୍ଭେ, ଘର ଘର ବୁଲି ତଥ୍ୟ ସଂଗ୍ରହ କରିବେ ଅଙ୍ଗନବାଡ଼ି କର୍ମୀ ...

ଭୁବନେଶ୍ବର: ରାଜ୍ୟରେ ଭିନ୍ନକ୍ଷମ ଶିଶୁଙ୍କର ହେବ ସର୍ଭେ। ଏ ନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ଘର ଘର ବୁଲି ତଥ୍ୟ ସଂଗ୍ରହ କରିବେ ଅଙ୍ଗନବାଡ଼ି କର୍ମୀ । ଏଥିପାଇଁ ସେମାନଙ୍କୁ ୫୦୦ ଟଙ୍କା ପ୍ରୋତ୍ସାହନ ରାଶି ପ୍ରଦାନ କରାଯି॥ ଜନ୍ମରୁ ୬ ବର୍ଷ ମଧ୍ୟରେ ରହିଥିବା ଭିନ୍ନକ୍ଷମ ଶିଶୁଙ୍କର ସର୍ଭେ କରା‌ଯିବ। ଚିହ୍ନଟ ଶିଶୁଙ୍କୁ ଜାତୀୟ ଶିକ୍ଷା ନୀତି ୨୦୨୦, ଆର୍‌ପିଡବ୍ଲୁଡି ଆକ୍ଟ ୨୦୧୬ ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ ସାମିଲ କରା‌ଯିବ।ସର୍ଭେ ଠିକ୍ ଭାବେ ଭାବେ ହେଉଛି କି ନାହିଁ ତାକୁ ଅଧିକାରୀମାନେ ନେ ଯାଞ୍ଚ କରିବେ। ଏହି ସର୍ଭେ ପ୍ରକ୍ରିୟା ଆସନ୍ତା ୧ ମାସ ମଧ୍ୟରେ ଶେଷ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର