ଗତବର୍ଷ ଭଳି ଏ ବର୍ଷ ମଧ୍ୟ ଯୁକ୍ତ ଦୁଇରେ ୩୦% କମିବ ସିଲାବସ୍‌

The Sakala Picture
Published On

ଭୁବନେଶ୍ୱର: ଏ ବର୍ଷ ମଧ୍ୟ ଯୁକ୍ତ ଦୁଇରେ ୩୦% କମିବ ସିଲାବସ୍‌ । ଗତ ବର୍ଷ ପରି ଚଳିତ ବର୍ଷ ୭୦ ପ୍ରତିଶତ ସିଲାବସ୍ ରହିବ ବୋଲି ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାଉନସିଲ୍‌ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ନିଷ୍ପତି ଅନୁସାରେ ପ୍ରଥମ ବର୍ଷ ଓ ଦ୍ୱିତୀୟ ବର୍ଷରେ ହେବ ଇଂଟରନାଲ ପରୀକ୍ଷା। ପ୍ରଥମ ବର୍ଷରେ ୩ଟି ଓ ଦ୍ୱିତୀୟ ବର୍ଷରେ ୩ଟି ଟର୍ମିନାଲ ପରୀକ୍ଷା ହେବ। […]

ଭୁବନେଶ୍ୱର: ଏ ବର୍ଷ ମଧ୍ୟ ଯୁକ୍ତ ଦୁଇରେ ୩୦% କମିବ ସିଲାବସ୍‌ । ଗତ ବର୍ଷ ପରି ଚଳିତ ବର୍ଷ ୭୦ ପ୍ରତିଶତ ସିଲାବସ୍ ରହିବ ବୋଲି ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାଉନସିଲ୍‌ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ଆହୁରି ପଢ଼ନ୍ତୁ: 'ହିଂସାକାଣ୍ଡ ଯୋଗୁଁ ସହରରେ ଯେଉଁ କ୍ଷତି ହୋଇଛି ତାକୁ ଅଟୋ ଚାଳକ ଭରଣା କରିବେ, ବେଆଇନ ଅଟୋ ଷ୍ଟାଣ୍ଡ ଭଙ୍ଗାଯିବ'

ନିଷ୍ପତି ଅନୁସାରେ ପ୍ରଥମ ବର୍ଷ ଓ ଦ୍ୱିତୀୟ ବର୍ଷରେ ହେବ ଇଂଟରନାଲ ପରୀକ୍ଷା। ପ୍ରଥମ ବର୍ଷରେ ୩ଟି ଓ ଦ୍ୱିତୀୟ ବର୍ଷରେ ୩ଟି ଟର୍ମିନାଲ ପରୀକ୍ଷା ହେବ। ପ୍ରତି କ୍ୱାର୍ଟରରେ ୩୦ ନମ୍ବର ବିଶିଷ୍ଟ ଟର୍ମିନାଲ ପରୀକ୍ଷା ହେବ। ୩୦ ନମ୍ବରରୁ ୨୦ ନମ୍ବର ଥିଓରୀ ଓ ୧୦ ନମ୍ବର ପ୍ରାକ୍ଟକାଲ୍‌ ହେବ। ସମସ୍ତ ଟର୍ମିନାଲ ପରୀକ୍ଷା ସଂପୃକ୍ତ କଲେଜ ପରିଚାଳନା କରିବ। ଫାଇନାଲ ପରୀକ୍ଷାକୁ ସିଏଚଏସଇ ପରିଚାଳନା କରିବ । ପ୍ରଥମ ବର୍ଷ ଶେଷରେ ଓ ୨ୟ ବର୍ଷ ଶେଷରେ ବାର୍ଷିକ ପରୀକ୍ଷା ହେବ। ପ୍ରଥମ ଇଣ୍ଟରନାଲ ରେ ପଡିଥିବା ପ୍ରଶ୍ନ ଦ୍ଵିତୀୟ ଇଣ୍ଟର୍ ନାଲରେ ପଡିବ ନାହିଁ । ଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ୩୦ ପ୍ରତିଶତ ସିଲାବସ କମିବ ।

ଆହୁରି ପଢ଼ନ୍ତୁ: ଏସଆଇଆର ଆପତ୍ତି ଅବଧି ବୃଦ୍ଧି ଲାଗି ବିଜେଡିର ଦାବି: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ କଲେ ବିଜେଡି ପ୍ରତିନିଧି

26 Aug 2021 By The Sakala

ଗତବର୍ଷ ଭଳି ଏ ବର୍ଷ ମଧ୍ୟ ଯୁକ୍ତ ଦୁଇରେ ୩୦% କମିବ ସିଲାବସ୍‌

ଭୁବନେଶ୍ୱର: ଏ ବର୍ଷ ମଧ୍ୟ ଯୁକ୍ତ ଦୁଇରେ ୩୦% କମିବ ସିଲାବସ୍‌ । ଗତ ବର୍ଷ ପରି ଚଳିତ ବର୍ଷ ୭୦ ପ୍ରତିଶତ ସିଲାବସ୍ ରହିବ ବୋଲି ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାଉନସିଲ୍‌ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ନିଷ୍ପତି ଅନୁସାରେ ପ୍ରଥମ ବର୍ଷ ଓ ଦ୍ୱିତୀୟ ବର୍ଷରେ ହେବ ଇଂଟରନାଲ ପରୀକ୍ଷା। ପ୍ରଥମ ବର୍ଷରେ ୩ଟି ଓ ଦ୍ୱିତୀୟ ବର୍ଷରେ ୩ଟି ଟର୍ମିନାଲ ପରୀକ୍ଷା ହେବ। ପ୍ରତି କ୍ୱାର୍ଟରରେ ୩୦ ନମ୍ବର ବିଶିଷ୍ଟ ଟର୍ମିନାଲ ପରୀକ୍ଷା ହେବ। ୩୦ ନମ୍ବରରୁ ୨୦ ନମ୍ବର ଥିଓରୀ ଓ ୧୦ ନମ୍ବର ପ୍ରାକ୍ଟକାଲ୍‌ ହେବ। ସମସ୍ତ ଟର୍ମିନାଲ ପରୀକ୍ଷା ସଂପୃକ୍ତ କଲେଜ ପରିଚାଳନା କରିବ। ଫାଇନାଲ ପରୀକ୍ଷାକୁ ସିଏଚଏସଇ ପରିଚାଳନା କରିବ । ପ୍ରଥମ ବର୍ଷ ଶେଷରେ ଓ ୨ୟ ବର୍ଷ ଶେଷରେ ବାର୍ଷିକ ପରୀକ୍ଷା ହେବ। ପ୍ରଥମ ଇଣ୍ଟରନାଲ ରେ ପଡିଥିବା ପ୍ରଶ୍ନ ଦ୍ଵିତୀୟ ଇଣ୍ଟର୍ ନାଲରେ ପଡିବ ନାହିଁ । ଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ୩୦ ପ୍ରତିଶତ ସିଲାବସ କମିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର