ଆଉ କିଛି ସମୟ ପରେ ଦୁଲୁକିବ ଐତିହାସିକ ବାରବାଟୀ ଷ୍ଟାଡିୟମ, ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ T-20 ମ୍ୟାଚ୍

Madhusudan Das Picture
Published On

କଟକ: ଆଉ କିଛି ସମୟ ପରେ ଦୁଲୁକିବ ଐତିହାସିକ ବାରବାଟୀ ଷ୍ଟାଡିୟମ । ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ଟି-୨୦ ମ୍ୟାଚ୍ । ଆଜି ସନ୍ଧ୍ୟା ୭ଟାରେ ମୁହାଁମୁହିଁ ହେବେ ଉଭୟ ଟିମ୍। ବାରବାଟୀ ଟି-୨୦ ମ୍ୟାଚକୁ ନେଇ ପ୍ରଶଂସକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି । ମ୍ୟାଚ ଦେଖିବା ପାଇଁ ବାରବାଟୀରେ ଖଚାଖଚ୍ ଭିଡ଼ ଦେଖିବାକୁ ମିଳିଛି । ଦର୍ଶକମାନେ ଲମ୍ବା ଧାଡ଼ିରେ ରହି ଶୃଙ୍ଖଳିତ ଭାବେ ଭିତରକୁ ପ୍ରବେଶ କରୁଛନ୍ତି । ଷ୍ଟାଡିୟମ ଭିତରୁ ବାହାର ଯାଏଁ ଚାରିଆଡ଼େ କେବଳ ‘ବ୍ଲୁ ବ୍ଲୁ’ ଦୃଶ୍ୟ ଦେଖିବାକୁ ମିଳୁଛି । ଏହି ୫ ମ୍ୟାଚ୍ ବିଶିଷ୍ଟ ଶୃଙ୍ଖଳାର ପ୍ରଥମ ମ୍ୟାଚ୍ ବାରବାଟୀରୁ ଆରମ୍ଭ ହେଉଥିବାରୁ, ସୂର୍ଯ୍ୟ ସେନା ଏଠାରୁ ବିଜୟ ଅଭିଯାନ ଆରମ୍ଭ କରିବ ବୋଲି ଆଶା କରାଯାଉଛି । ଉଭୟ ଦଳର ଖେଳାଳିମାନେ ଷ୍ଟାଡିୟମ ଅଭିମୁଖେ ବାହାରି ସାରିଛନ୍ତି । 

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

09 Dec 2025 By Madhusudan Das

ଆଉ କିଛି ସମୟ ପରେ ଦୁଲୁକିବ ଐତିହାସିକ ବାରବାଟୀ ଷ୍ଟାଡିୟମ, ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ T-20 ମ୍ୟାଚ୍

କଟକ: ଆଉ କିଛି ସମୟ ପରେ ଦୁଲୁକିବ ଐତିହାସିକ ବାରବାଟୀ ଷ୍ଟାଡିୟମ । ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ଟି-୨୦ ମ୍ୟାଚ୍ । ଆଜି ସନ୍ଧ୍ୟା ୭ଟାରେ ମୁହାଁମୁହିଁ ହେବେ ଉଭୟ ଟିମ୍। ବାରବାଟୀ ଟି-୨୦ ମ୍ୟାଚକୁ ନେଇ ପ୍ରଶଂସକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି । ମ୍ୟାଚ ଦେଖିବା ପାଇଁ ବାରବାଟୀରେ ଖଚାଖଚ୍ ଭିଡ଼ ଦେଖିବାକୁ ମିଳିଛି । ଦର୍ଶକମାନେ ଲମ୍ବା ଧାଡ଼ିରେ ରହି ଶୃଙ୍ଖଳିତ ଭାବେ ଭିତରକୁ ପ୍ରବେଶ କରୁଛନ୍ତି । ଷ୍ଟାଡିୟମ ଭିତରୁ ବାହାର ଯାଏଁ ଚାରିଆଡ଼େ କେବଳ ‘ବ୍ଲୁ ବ୍ଲୁ’ ଦୃଶ୍ୟ ଦେଖିବାକୁ ମିଳୁଛି । ଏହି ୫ ମ୍ୟାଚ୍ ବିଶିଷ୍ଟ ଶୃଙ୍ଖଳାର ପ୍ରଥମ ମ୍ୟାଚ୍ ବାରବାଟୀରୁ ଆରମ୍ଭ ହେଉଥିବାରୁ, ସୂର୍ଯ୍ୟ ସେନା ଏଠାରୁ ବିଜୟ ଅଭିଯାନ ଆରମ୍ଭ କରିବ ବୋଲି ଆଶା କରାଯାଉଛି । ଉଭୟ ଦଳର ଖେଳାଳିମାନେ ଷ୍ଟାଡିୟମ ଅଭିମୁଖେ ବାହାରି ସାରିଛନ୍ତି । 

https://www.thesakala.in/latest-odisha-news/t-20-match-between-india-and-south-africa-will-be-played-at-the-barabati-stadium-shortly/article-43486
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର