ସୁମିତ-ତପସ୍ୱିନୀ ବିବାଦ: ଭରଣପୋଷଣ ନେଇ ତଳକୋର୍ଟଙ୍କ ରାୟକୁ କାଏମ ରଖିଲେ ହାଇକୋର୍ଟ, ପ୍ରତି ମାସ ୧୦ରେ ତପସ୍ବିନୀଙ୍କୁ ୧୭ ହଜାର ଟଙ୍କା ଦେବେ ସୁମିତ୍

The Sakala Picture
Published On

ବ୍ରହ୍ମପୁର: ତପସ୍ବିନୀ-ସୁମିତ ପାରିବାରିକ ବିବାଦ ମାମଲାର ଆଜିର ଶୁଣାଣି ଶେଷ ହୋଇଛି। ଭରଣପୋଷଣ ନେଇ ତଳକୋର୍ଟଙ୍କ ରାୟ କାଏମ ରଖିଛନ୍ତି ହାଇକୋର୍ଟ । ପ୍ରତି ମାସ ୧୦ରେ ମାସିକ ଭରଣପୋଷଣ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।ଫେବ୍ରୁଆରୀ ୧୫ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନଧାର୍ଯ୍ଯ କରାଯିବ । ତପସ୍ୱିନୀଙ୍କ ପକ୍ଷରୁ ପକ୍ଷ ରଖିଲେ ଆଇନଜୀବୀ ମାନସ ଚାନ୍ଦ। ସୂଚନା ଅନୁଯାୟୀ, ଜିଲ୍ଲା କୋର୍ଟ ତପସ୍ବିନୀଙ୍କୁ ତାଙ୍କ ଶଶୁର ଘରକୁ ଯିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହାସହ ସୁମିତଙ୍କୁ […]

ବ୍ରହ୍ମପୁର: ତପସ୍ବିନୀ-ସୁମିତ ପାରିବାରିକ ବିବାଦ ମାମଲାର ଆଜିର ଶୁଣାଣି ଶେଷ ହୋଇଛି। ଭରଣପୋଷଣ ନେଇ ତଳକୋର୍ଟଙ୍କ ରାୟ କାଏମ ରଖିଛନ୍ତି ହାଇକୋର୍ଟ । ପ୍ରତି ମାସ ୧୦ରେ ମାସିକ ଭରଣପୋଷଣ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।ଫେବ୍ରୁଆରୀ ୧୫ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନଧାର୍ଯ୍ଯ କରାଯିବ । ତପସ୍ୱିନୀଙ୍କ ପକ୍ଷରୁ ପକ୍ଷ ରଖିଲେ ଆଇନଜୀବୀ ମାନସ ଚାନ୍ଦ।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ସୂଚନା ଅନୁଯାୟୀ, ଜିଲ୍ଲା କୋର୍ଟ ତପସ୍ବିନୀଙ୍କୁ ତାଙ୍କ ଶଶୁର ଘରକୁ ଯିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହାସହ ସୁମିତଙ୍କୁ ମଧ୍ୟ ମାସିକ ୧୭ ହଜାର ଟଙ୍କା ତପସ୍ବିନୀଙ୍କୁ ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ପ୍ରତି ମାସର ୧୦ ତାରିଖ ପୂର୍ବରୁ  ଏହି ଟଙ୍କା ଦେବା ପାଇଁ ନିର୍ଦ୍ଦେଶ ରହିଥିଲା।  ସୁମିତ ଜାନୁଆରୀ ୪ ତାରିଖରେ ଜିଲ୍ଲାକୋର୍ଟ ଦେଇଥିବା ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ  ଏକ ପିଟିସନ୍‍ ଦାଖଲ କରିଥିଲେ।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

 

ଆହୁରି ପଢ଼ନ୍ତୁ: ସେଣ୍ଟ୍ରିଂ କାଢ଼ିବା ବେଳେ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକ ମୃତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର