କଂଗ୍ରେସ ବିଧାୟକ ତାରା ବାହିନୀପତି କରୋନା ସଂକ୍ରମିତ, ଆଶୁ ଆରୋଗ୍ୟ କାମନା କଲେ ମୁଖ୍ଯମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଜୟପୁର କଂଗ୍ରେସ ବିଧାୟକ ତାରା ବାହିନୀପତି କରୋନା ସଂକ୍ରମିତ ହୋଇଛନ୍ତି। ଏହାପରେ ତାଙ୍କୁ କୋଭିଡ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଏ ନେଇ ତାରା ବାହିନୀପତିଙ୍କ ପତ୍ନୀ ମୀନାକ୍ଷୀ ବାହିନୀପତି ରବିବାର ସ୍ପଷ୍ଟ କରିଛନ୍ତି। ତାରା ବାହିନୀପତିଙ୍କଠାରେ କରୋନା ଜନିତ ଲକ୍ଷଣ ଦେଖାଯିବା ପରେ ତାଙ୍କର କରୋନା ଟେଷ୍ଟ କରାଯାଇଥିଲା। ଏହାପରେ ଗତକାଲି ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଥିବା ଜଣାପଡ଼ିଛି ବୋଲି କହିଛନ୍ତି ପତ୍ନୀ। କିଛି ଦିନ ଭିତରେ ତାଙ୍କ ସଂସ୍ପର୍ଶରେ ଆସିଥିବା […]

ଭୁବନେଶ୍ୱର: ଜୟପୁର କଂଗ୍ରେସ ବିଧାୟକ ତାରା ବାହିନୀପତି କରୋନା ସଂକ୍ରମିତ ହୋଇଛନ୍ତି। ଏହାପରେ ତାଙ୍କୁ କୋଭିଡ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଏ ନେଇ ତାରା ବାହିନୀପତିଙ୍କ ପତ୍ନୀ ମୀନାକ୍ଷୀ ବାହିନୀପତି ରବିବାର ସ୍ପଷ୍ଟ କରିଛନ୍ତି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

ତାରା ବାହିନୀପତିଙ୍କଠାରେ କରୋନା ଜନିତ ଲକ୍ଷଣ ଦେଖାଯିବା ପରେ ତାଙ୍କର କରୋନା ଟେଷ୍ଟ କରାଯାଇଥିଲା। ଏହାପରେ ଗତକାଲି ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଥିବା ଜଣାପଡ଼ିଛି ବୋଲି କହିଛନ୍ତି ପତ୍ନୀ। କିଛି ଦିନ ଭିତରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିବିଶେଷ କରୋନା ପରୀକ୍ଷା କରିବାକୁ ନିବେଦନ କରିଛନ୍ତି।

ଆହୁରି ପଢ଼ନ୍ତୁ: କନ୍ଧମାଳରେ ସଶସ୍ତ୍ର ଲୁଟେରା ଗ୍ୟାଙ୍ଗ୍‌ ଠାବ: ୩ ଗିରଫ, ବନ୍ଧୁକ ସହ ବିପୁଳ ପରିମାଣର ଗଞ୍ଜେଇ ଜବତ

ତାରା ପ୍ରସାଦ ବାହିନୀପତି କୋଭିଡ ସଂକ୍ରମିତ ହୋଇଥିବା ଜାଣିବା ପାରେ ମୁଖ୍ଯମନ୍ତ୍ରୀ ଟ୍ବିଟ କରି କହଛନ୍ତି ଯେ, ଏହା ଜାଣି ମୁଁ ଚିନ୍ତିତ। ତାଙ୍କ ଆଶୁ ଆରୋଗ୍ୟ ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୯ ଜଣ ଯୁବ ଆଇଏଏସ୍ ଅଫିସରଙ୍କୁ ଉପ-ଜିଲ୍ଲାପାଳ ଭାବେ ନିଯୁକ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର