ଆଜି ରାଜ୍ୟର ୪୦ ଡିଗ୍ରୀ ଉପରେ ୨୯ ସହରର ତାପମାତ୍ରା, ୪୩.୬ ଡିଗ୍ରୀ ସହ ବାରିପଦା ସବୁଠୁ ଉତ୍ତପ୍ତ

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ତାତିର ତାଉ ଜାରି ରହିଛି। ଲଗାତାର ୨ ଦିନ ହେବ ରାଜ୍ୟର ଏକାଧିକ ସହରରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିବା ସହ ଅନେକ ସହରରେ ତାପମାତ୍ରା ୪୧ ଡିଗ୍ରୀ ଅତିକ୍ରମ କରିଛି। ମଙ୍ଗଳବାର ରାଜ୍ୟର ୨୯ ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଥିବା ବେଳେ ୧୮ ସହରରେ ୪୧ ଡ଼ିଗ୍ରୀ କିମ୍ବା ଅଧିକ ଦିନ ତାପମାତ୍ରା ରେକର୍ଡ କରାଯାଇଛି। ଚଳିତ ଗ୍ରୀଷ୍ମ ଋତୁରେ ସର୍ବୋଚ୍ଚ ତାପମାତ୍ରା ୪୩.୬ ଡ଼ିଗ୍ରୀ ସହ […]

ଭୁବନେଶ୍ବର: ରାଜ୍ୟରେ ତାତିର ତାଉ ଜାରି ରହିଛି। ଲଗାତାର ୨ ଦିନ ହେବ ରାଜ୍ୟର ଏକାଧିକ ସହରରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିବା ସହ ଅନେକ ସହରରେ ତାପମାତ୍ରା ୪୧ ଡିଗ୍ରୀ ଅତିକ୍ରମ କରିଛି। ମଙ୍ଗଳବାର ରାଜ୍ୟର ୨୯ ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଥିବା ବେଳେ ୧୮ ସହରରେ ୪୧ ଡ଼ିଗ୍ରୀ କିମ୍ବା ଅଧିକ ଦିନ ତାପମାତ୍ରା ରେକର୍ଡ କରାଯାଇଛି। ଚଳିତ ଗ୍ରୀଷ୍ମ ଋତୁରେ ସର୍ବୋଚ୍ଚ ତାପମାତ୍ରା ୪୩.୬ ଡ଼ିଗ୍ରୀ ସହ ବାରିପଦା ରାଜ୍ୟର ଉତ୍ତପ୍ତ ସହର ପାଲଟିଛି।

ଆହୁରି ପଢ଼ନ୍ତୁ: ବୁର୍ଲା ଭିସୁଟ୍‌ରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ: ନିମ୍ନମାନର ହଷ୍ଟେଲ ଖାଦ୍ୟ ସହ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଧାରଣା

ଆହୁରି ପଢ଼ନ୍ତୁ: ନିଟ୍‌‌ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ: ଭୁବନେଶ୍ୱରରେ ପହଞ୍ଚି ପୁଣି କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦୋହରାଇଲେ ନବୀନ

ତାପମାତ୍ରା ଆହୁରି ବଢ଼ିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଆଗାମୀ ୨ ଦିନ ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ । ୧୮ରୁ ୨୦ ତାରିଖ ମଧ୍ୟରେ ଶିଖର ଛୁଇଁପାରେ ଗ୍ରୀଷ୍ମଲହରୀ । କିଛି ଅଞ୍ଚଳରେ ତାପମାତ୍ରା ୪୫ ଡିଗ୍ରୀ ଛୁଇଁବା ନେଇ ପାଣିପାଗ ବିଭାଗ ଆକଳନ କରିଛି।

ଆହୁରି ପଢ଼ନ୍ତୁ: ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ବାହୁଡା ଯାତ୍ରା: ଆଜି ଗଡିବ ନନ୍ଦିଘୋଷ ଓ ଦର୍ପଦଳନ ରଥ

16 Apr 2024 By The Sakala

ଆଜି ରାଜ୍ୟର ୪୦ ଡିଗ୍ରୀ ଉପରେ ୨୯ ସହରର ତାପମାତ୍ରା, ୪୩.୬ ଡିଗ୍ରୀ ସହ ବାରିପଦା ସବୁଠୁ ଉତ୍ତପ୍ତ

ଭୁବନେଶ୍ବର: ରାଜ୍ୟରେ ତାତିର ତାଉ ଜାରି ରହିଛି। ଲଗାତାର ୨ ଦିନ ହେବ ରାଜ୍ୟର ଏକାଧିକ ସହରରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିବା ସହ ଅନେକ ସହରରେ ତାପମାତ୍ରା ୪୧ ଡିଗ୍ରୀ ଅତିକ୍ରମ କରିଛି। ମଙ୍ଗଳବାର ରାଜ୍ୟର ୨୯ ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଥିବା ବେଳେ ୧୮ ସହରରେ ୪୧ ଡ଼ିଗ୍ରୀ କିମ୍ବା ଅଧିକ ଦିନ ତାପମାତ୍ରା ରେକର୍ଡ କରାଯାଇଛି। ଚଳିତ ଗ୍ରୀଷ୍ମ ଋତୁରେ ସର୍ବୋଚ୍ଚ ତାପମାତ୍ରା ୪୩.୬ ଡ଼ିଗ୍ରୀ ସହ ବାରିପଦା ରାଜ୍ୟର ଉତ୍ତପ୍ତ ସହର ପାଲଟିଛି।

ତାପମାତ୍ରା ଆହୁରି ବଢ଼ିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଆଗାମୀ ୨ ଦିନ ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ । ୧୮ରୁ ୨୦ ତାରିଖ ମଧ୍ୟରେ ଶିଖର ଛୁଇଁପାରେ ଗ୍ରୀଷ୍ମଲହରୀ । କିଛି ଅଞ୍ଚଳରେ ତାପମାତ୍ରା ୪୫ ଡିଗ୍ରୀ ଛୁଇଁବା ନେଇ ପାଣିପାଗ ବିଭାଗ ଆକଳନ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର