ରାଜ୍ୟରେ ବଢ଼ିଲା ତାତି, ଆସନ୍ତା ୪ ଦିନ ପାଇଁ ହିଟୱେଭ୍ ଜାରି….

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ବଢ଼ିଲା ତାତି। ଆସନ୍ତାକାଲିଠୁ ଜଳିବ ପଶ୍ଚିମ ଓଡିଶା। ଆସନ୍ତା ୪ ଦିନ ପାଇଁ ହିଟୱେଭ୍ ଜାରି ହୋଇଛି। ଉପକୂଳରୁ ଉପାନ୍ତ ସବୁଠି ତାତି ତାଉ ଥିବା ବେଳେ ଆସନ୍ତାକାଲିଠୁ ଜଳିବ ପଶ୍ଚିମ ଓଡ଼ିଶା । ହୋଲିରେ  ଅନୁଭବ ହେବ ଟାଇଁ ଟାଇଁ ଖରା। ତାତି ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ୧୩ ତାରିଖ ପାଇଁ ବଲାଙ୍ଗୀର, ବୌଦ୍ଧ, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି […]

ଭୁବନେଶ୍ବର: ରାଜ୍ୟରେ ବଢ଼ିଲା ତାତି। ଆସନ୍ତାକାଲିଠୁ ଜଳିବ ପଶ୍ଚିମ ଓଡିଶା। ଆସନ୍ତା ୪ ଦିନ ପାଇଁ ହିଟୱେଭ୍ ଜାରି ହୋଇଛି। ଉପକୂଳରୁ ଉପାନ୍ତ ସବୁଠି ତାତି ତାଉ ଥିବା ବେଳେ ଆସନ୍ତାକାଲିଠୁ ଜଳିବ ପଶ୍ଚିମ ଓଡ଼ିଶା । ହୋଲିରେ  ଅନୁଭବ ହେବ ଟାଇଁ ଟାଇଁ ଖରା। ତାତି ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ମୃତ ବୃଦ୍ଧାଙ୍କୁ ଜୀବିତ ଦର୍ଶାଇ ଭତ୍ତା ଲୁଟ୍: ସାତପଡ଼ାରେ ସାମ୍ନାକୁ ଆସିଲା ସାଂଘାତିକ ଦୁର୍ନୀତି

୧୩ ତାରିଖ ପାଇଁ ବଲାଙ୍ଗୀର, ବୌଦ୍ଧ, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିପରି ୧୪ ତାରିଖ ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ବୋଦ୍ଧ ଓ ବଲାଙ୍ଗୀର ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।

ଆହୁରି ପଢ଼ନ୍ତୁ: ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଛାତ୍ର ଓ ଯୁବ ବିଜେଡିର ବିକ୍ଷୋଭ

୧୫ ତାରିଖ ପଇଁ ପ୍ରବଳ ଖରା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବାବେଳେ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାକୁ ଟାଣ ଖରା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ବରଗଡ଼, ସୋନପୁର, ଅନଗୁଳ, ମୟୁରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।

ଆହୁରି ପଢ଼ନ୍ତୁ: ବିଶ୍ୱ ନିୟନ୍ତାଙ୍କ ବାହୁଡ଼ା ଯାତ୍ରା: ଛେରାପହଁରା ନୀତି ସଂପନ୍ନ ପରେ ଆରମ୍ଭ ହେଲା ରଥଟଣା

୧୬ ତାରିଖ ପାଇଁ ୨ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଝାରସୁଗୁଡ଼ ଓ ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ  ଆଲର୍ଟଜାରି ହୋଇଥିବାବେଳେ ବଲାଙ୍ଗୀର, ବୌଦ୍ଧ, ବରଗଡ଼, ସୁବର୍ଣ୍ଣପୁର, ବରଗଡ଼, ସୁନ୍ଦରଗଡ଼ ଓ ମୟୁରଭଞ୍ଜ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ସେହିପରି ଆଜି ସାଢ଼େ ୨ରେ ୪ ସହରର ତାପମାତ୍ରା ୩୮ ଡ଼ିଗ୍ରୀ ପାର କରିଛି। ସମ୍ବଲପୁର ୩୮.୬, ଝାରସୁଗୁଡ଼ା ଓ ରାଉରକେଲାରେ ତାପମାତ୍ରା ୩୮.୪ ଡିଗ୍ରୀ ରେକର୍ଡ କରାଯାଇଛି। ହୀରାକୁଦରେ ତାପମାତ୍ରା ୩୮ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ଭୁବନେଶ୍ବର ୩୫.୮ ଡିଗ୍ରୀ ରେକର୍ଡ କରାଯାଇଛି।

12 Mar 2025 By The Sakala

ରାଜ୍ୟରେ ବଢ଼ିଲା ତାତି, ଆସନ୍ତା ୪ ଦିନ ପାଇଁ ହିଟୱେଭ୍ ଜାରି….

ଭୁବନେଶ୍ବର: ରାଜ୍ୟରେ ବଢ଼ିଲା ତାତି। ଆସନ୍ତାକାଲିଠୁ ଜଳିବ ପଶ୍ଚିମ ଓଡିଶା। ଆସନ୍ତା ୪ ଦିନ ପାଇଁ ହିଟୱେଭ୍ ଜାରି ହୋଇଛି। ଉପକୂଳରୁ ଉପାନ୍ତ ସବୁଠି ତାତି ତାଉ ଥିବା ବେଳେ ଆସନ୍ତାକାଲିଠୁ ଜଳିବ ପଶ୍ଚିମ ଓଡ଼ିଶା । ହୋଲିରେ  ଅନୁଭବ ହେବ ଟାଇଁ ଟାଇଁ ଖରା। ତାତି ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

୧୩ ତାରିଖ ପାଇଁ ବଲାଙ୍ଗୀର, ବୌଦ୍ଧ, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିପରି ୧୪ ତାରିଖ ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ବୋଦ୍ଧ ଓ ବଲାଙ୍ଗୀର ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।

୧୫ ତାରିଖ ପଇଁ ପ୍ରବଳ ଖରା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବାବେଳେ ୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାକୁ ଟାଣ ଖରା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ବରଗଡ଼, ସୋନପୁର, ଅନଗୁଳ, ମୟୁରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।

୧୬ ତାରିଖ ପାଇଁ ୨ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଝାରସୁଗୁଡ଼ ଓ ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ  ଆଲର୍ଟଜାରି ହୋଇଥିବାବେଳେ ବଲାଙ୍ଗୀର, ବୌଦ୍ଧ, ବରଗଡ଼, ସୁବର୍ଣ୍ଣପୁର, ବରଗଡ଼, ସୁନ୍ଦରଗଡ଼ ଓ ମୟୁରଭଞ୍ଜ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ସେହିପରି ଆଜି ସାଢ଼େ ୨ରେ ୪ ସହରର ତାପମାତ୍ରା ୩୮ ଡ଼ିଗ୍ରୀ ପାର କରିଛି। ସମ୍ବଲପୁର ୩୮.୬, ଝାରସୁଗୁଡ଼ା ଓ ରାଉରକେଲାରେ ତାପମାତ୍ରା ୩୮.୪ ଡିଗ୍ରୀ ରେକର୍ଡ କରାଯାଇଛି। ହୀରାକୁଦରେ ତାପମାତ୍ରା ୩୮ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ଭୁବନେଶ୍ବର ୩୫.୮ ଡିଗ୍ରୀ ରେକର୍ଡ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର