ରାଜଧାନୀରେ ଅଗ୍ନି ବର୍ଷା: ୪୩ ଡିଗ୍ରୀ ପାର କଲା ପାରା

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ବୃଦ୍ଧି ପାଉଛି ତାପମାତ୍ରା। ଖରାରେ ସିଝୁଛି ସାରା ଓଡ଼ିଶା। ଅସହ୍ୟ ଗରମ ଓ ଗୁଳୁଗୁଳୁରେ ଲୋକେ ଅସ୍ତବ୍ୟସ୍ତ ହେଉଥିବା ବେଳେ ଆଜି ରାଜଧାନୀ ଭୁବନେଶ୍ବର ପୁଣି ଉତପ୍ତ ସହର ପାଲଟିଛି। ଭୁବନେଶ୍ବରରେ ଆଜି ଦିନ ୨ଟା ୩୦ ସୁଦ୍ଧା ୪୩ ଡିଗ୍ରୀ ରେକର୍ଡ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ରିପୋର୍ଟ ଅନୁସାରେ ଭୁବନେଶ୍ୱର ବ୍ୟତୀତ ରାଜ୍ୟର ଅନ୍ୟ ସହରରେ ମଧ୍ୟ ଆଜି ପ୍ରବଳ ଖରା ‌ଜାରି ରହିଛି। ଝାରସୁଗୁଡାରେ ୪୧.୪ ଡ଼ିଗ୍ରୀ, ସମ୍ବଲପୁରରେ […]

ଭୁବନେଶ୍ବର: ରାଜ୍ୟରେ ବୃଦ୍ଧି ପାଉଛି ତାପମାତ୍ରା। ଖରାରେ ସିଝୁଛି ସାରା ଓଡ଼ିଶା। ଅସହ୍ୟ ଗରମ ଓ ଗୁଳୁଗୁଳୁରେ ଲୋକେ ଅସ୍ତବ୍ୟସ୍ତ ହେଉଥିବା ବେଳେ ଆଜି ରାଜଧାନୀ ଭୁବନେଶ୍ବର ପୁଣି ଉତପ୍ତ ସହର ପାଲଟିଛି। ଭୁବନେଶ୍ବରରେ ଆଜି ଦିନ ୨ଟା ୩୦ ସୁଦ୍ଧା ୪୩ ଡିଗ୍ରୀ ରେକର୍ଡ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ରିପୋର୍ଟ ଅନୁସାରେ ଭୁବନେଶ୍ୱର ବ୍ୟତୀତ ରାଜ୍ୟର ଅନ୍ୟ ସହରରେ ମଧ୍ୟ ଆଜି ପ୍ରବଳ ଖରା ‌ଜାରି ରହିଛି। ଝାରସୁଗୁଡାରେ ୪୧.୪ ଡ଼ିଗ୍ରୀ, ସମ୍ବଲପୁରରେ ୪୦.୮ ଡ଼ିଗ୍ର। ଚାନ୍ଦବାଲିରେ ୪୦.୮ ଡ଼ିଗ୍ରୀ, ହୀରାକୁଦରେ ୪୦ ଡ଼ିଗ୍ରୀ, କେନ୍ଦୁଝରରେ ୪୦ ଡ଼ିଗ୍ରୀ ବାଲେଶ୍ୱରରେ ୩୮ ଡ଼ିଗ୍ରୀ, ପୁରୀରେ ୩୨.୪ ଡ଼ିଗ୍ରୀ, ପାରାଦୀପରେ ୩୧.୮ ଡ଼ିଗ୍ରୀ ରହିଥିବା ବେଳଏ ଗୋପାଳପୁରର ତାପମାତ୍ରା ୩୧.୨ଡ଼ିଗ୍ରୀ ରହିଛି।

ଆହୁରି ପଢ଼ନ୍ତୁ: ନୟାଗଡ଼ ଖଣ୍ଡପଡ଼ା ଏସ୍‌ଡିପିଓଙ୍କ ନାଁରେ ସାଂଘାତିକ ଅଭିଯୋଗ: ମାମଲା ରଫାଦଫା ପାଇଁ ମହିଳାଙ୍କୁ ଅଶ୍ଳୀଳ ବାର୍ତ୍ତା ଓ ଧମକ

24 Apr 2022 By The Sakala

ରାଜଧାନୀରେ ଅଗ୍ନି ବର୍ଷା: ୪୩ ଡିଗ୍ରୀ ପାର କଲା ପାରା

ଭୁବନେଶ୍ବର: ରାଜ୍ୟରେ ବୃଦ୍ଧି ପାଉଛି ତାପମାତ୍ରା। ଖରାରେ ସିଝୁଛି ସାରା ଓଡ଼ିଶା। ଅସହ୍ୟ ଗରମ ଓ ଗୁଳୁଗୁଳୁରେ ଲୋକେ ଅସ୍ତବ୍ୟସ୍ତ ହେଉଥିବା ବେଳେ ଆଜି ରାଜଧାନୀ ଭୁବନେଶ୍ବର ପୁଣି ଉତପ୍ତ ସହର ପାଲଟିଛି। ଭୁବନେଶ୍ବରରେ ଆଜି ଦିନ ୨ଟା ୩୦ ସୁଦ୍ଧା ୪୩ ଡିଗ୍ରୀ ରେକର୍ଡ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ରିପୋର୍ଟ ଅନୁସାରେ ଭୁବନେଶ୍ୱର ବ୍ୟତୀତ ରାଜ୍ୟର ଅନ୍ୟ ସହରରେ ମଧ୍ୟ ଆଜି ପ୍ରବଳ ଖରା ‌ଜାରି ରହିଛି। ଝାରସୁଗୁଡାରେ ୪୧.୪ ଡ଼ିଗ୍ରୀ, ସମ୍ବଲପୁରରେ ୪୦.୮ ଡ଼ିଗ୍ର। ଚାନ୍ଦବାଲିରେ ୪୦.୮ ଡ଼ିଗ୍ରୀ, ହୀରାକୁଦରେ ୪୦ ଡ଼ିଗ୍ରୀ, କେନ୍ଦୁଝରରେ ୪୦ ଡ଼ିଗ୍ରୀ ବାଲେଶ୍ୱରରେ ୩୮ ଡ଼ିଗ୍ରୀ, ପୁରୀରେ ୩୨.୪ ଡ଼ିଗ୍ରୀ, ପାରାଦୀପରେ ୩୧.୮ ଡ଼ିଗ୍ରୀ ରହିଥିବା ବେଳଏ ଗୋପାଳପୁରର ତାପମାତ୍ରା ୩୧.୨ଡ଼ିଗ୍ରୀ ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର