ସକାଳ ୮ ଟା ୩୦ ସୁଦ୍ଧା ତାଳଚେରରେ ୩୫ ଡିଗ୍ରୀ ଛୁଇଁଲା ତାପମାତ୍ରା

The Sakala Picture
Published On

ଭୁବନେଶ୍ବର: ସକାଳୁ ଆରମ୍ଭ ହୋଇଛି ଅସହ୍ୟ ତାତି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସକାଳ ୮ ଟା ୩୦ ସୁଦ୍ଧା ତାଳଚେରରେ ୩୫ ଡ଼ିଗ୍ରୀ ତାପମାତ୍ରା ସହ ସବୁଠାରୁ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ସେହିପରି ଭବାନୀପାଟଣାରେ ୩୪.୫ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ଟିଟିଲାଗଡ଼ର ୩୩ .୩ ଡିଗ୍ରୀ ରେକର୍ଡ କରାଯାଇଛି। ଗତକାଲି ତାପମାତ୍ରା ଅଧିକ […]

ଭୁବନେଶ୍ବର: ସକାଳୁ ଆରମ୍ଭ ହୋଇଛି ଅସହ୍ୟ ତାତି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସକାଳ ୮ ଟା ୩୦ ସୁଦ୍ଧା ତାଳଚେରରେ ୩୫ ଡ଼ିଗ୍ରୀ ତାପମାତ୍ରା ସହ ସବୁଠାରୁ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ସେହିପରି ଭବାନୀପାଟଣାରେ ୩୪.୫ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ଟିଟିଲାଗଡ଼ର ୩୩ .୩ ଡିଗ୍ରୀ ରେକର୍ଡ କରାଯାଇଛି। ଗତକାଲି ତାପମାତ୍ରା ଅଧିକ ଥିଲେ ବି ଆଜି ଆଦ୍ରତାର ମାତ୍ରା ଅଧିକ ହେତୁ ଅନୁଭୂତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହୋଇନାହିଁ ବୋଲି ପାଣିପାଗ ବିଭାଗ କହିଛି। ସେହିପରି-

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

ଝାରସୁଗୁଡା:33°C
ବାରିପଦା: 33°C
ବାଲେଶ୍ୱର: 32.2°C
ଭୁବନେଶ୍ୱର:31.8°C
ଚାନ୍ଦବାଲି:31.6°C
କେନ୍ଦୁଝର: 31.6°C
ସମ୍ବଲପୁର: 31.6°C
ପୁରୀ: 31°C
ବୌଦ୍ଧ: 31°C
ରାଉରକେଲା: 30.8°C
ପାରାଦ୍ୱୀପ: 30.6°

19 Apr 2024 By The Sakala

ସକାଳ ୮ ଟା ୩୦ ସୁଦ୍ଧା ତାଳଚେରରେ ୩୫ ଡିଗ୍ରୀ ଛୁଇଁଲା ତାପମାତ୍ରା

ଭୁବନେଶ୍ବର: ସକାଳୁ ଆରମ୍ଭ ହୋଇଛି ଅସହ୍ୟ ତାତି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ସକାଳ ୮ ଟା ୩୦ ସୁଦ୍ଧା ତାଳଚେରରେ ୩୫ ଡ଼ିଗ୍ରୀ ତାପମାତ୍ରା ସହ ସବୁଠାରୁ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ସେହିପରି ଭବାନୀପାଟଣାରେ ୩୪.୫ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ଟିଟିଲାଗଡ଼ର ୩୩ .୩ ଡିଗ୍ରୀ ରେକର୍ଡ କରାଯାଇଛି। ଗତକାଲି ତାପମାତ୍ରା ଅଧିକ ଥିଲେ ବି ଆଜି ଆଦ୍ରତାର ମାତ୍ରା ଅଧିକ ହେତୁ ଅନୁଭୂତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହୋଇନାହିଁ ବୋଲି ପାଣିପାଗ ବିଭାଗ କହିଛି। ସେହିପରି-

ଝାରସୁଗୁଡା:33°C
ବାରିପଦା: 33°C
ବାଲେଶ୍ୱର: 32.2°C
ଭୁବନେଶ୍ୱର:31.8°C
ଚାନ୍ଦବାଲି:31.6°C
କେନ୍ଦୁଝର: 31.6°C
ସମ୍ବଲପୁର: 31.6°C
ପୁରୀ: 31°C
ବୌଦ୍ଧ: 31°C
ରାଉରକେଲା: 30.8°C
ପାରାଦ୍ୱୀପ: 30.6°

https://www.thesakala.in/latest-odisha-news/temperature-in-talcher-has-35-degrees-by-morning/article-31533
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର