ତାତି ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ସାରା ଓଡ଼ିଶା: ଦିନ ସାଢେ ୨ଟା ସୁଦ୍ଧା ୪୬ ଡିଗ୍ରୀ ଟପିଲା ଝାରସୁଗୁଡାର ତାପମାତ୍ରା
ଭୁବନେଶ୍ବର : ତାତି ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ସାରା ଓଡ଼ିଶା। ଆଜି ସକାଳୁ ରାଜ୍ୟରେ ଅସହ୍ୟ ଗରମ ଓ ଗୁଳୁଗୁଳି ଅନୁଭୁତ ହେଉଛି। ବିଶେଷ କରି ପଶ୍ଚିମ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନ ତାପମାତ୍ରାରେ ବୃଦ୍ଧି ହୋଇ ପ୍ରଚଣ୍ଡ ଖରା ଅନୁଭୂତ ହେଉଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଦିନ ସାଢେ ୨ଟାରେ ୪୬ ଡିଗ୍ରୀ ଟପିଲା ତାପମାତ୍ରା। ୪୬.୬ ଡିଗ୍ରୀ ସହ ଝାରସୁଗୁଡା ସବୁଠାରୁ ଉତ୍ତର ସହର ଭାବେ ରେକର୍ଡ […]
ଭୁବନେଶ୍ବର : ତାତି ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ସାରା ଓଡ଼ିଶା। ଆଜି ସକାଳୁ ରାଜ୍ୟରେ ଅସହ୍ୟ ଗରମ ଓ ଗୁଳୁଗୁଳି ଅନୁଭୁତ ହେଉଛି। ବିଶେଷ କରି ପଶ୍ଚିମ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନ ତାପମାତ୍ରାରେ ବୃଦ୍ଧି ହୋଇ ପ୍ରଚଣ୍ଡ ଖରା ଅନୁଭୂତ ହେଉଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଦିନ ସାଢେ ୨ଟାରେ ୪୬ ଡିଗ୍ରୀ ଟପିଲା ତାପମାତ୍ରା। ୪୬.୬ ଡିଗ୍ରୀ ସହ ଝାରସୁଗୁଡା ସବୁଠାରୁ ଉତ୍ତର ସହର ଭାବେ ରେକର୍ଡ କରାଯାଇଛି। ସମ୍ବଲପୁର ୪୫.୬, ହୀରାକୁଦ ୪୪.୫, ରାଉରକେଲା ୪୩.୮, କେନ୍ଦୁଝର ୪୧.୪, ବାଲେଶ୍ୱର ୩୬.୬, ଭୁବନେଶ୍ୱର ୩୬.୪ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି।