ଅସହ୍ଯ ତାତି: ଦିନ ୧୧ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ପାର କଲା ପାରା

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ବୃଦ୍ଧି ପାଉଛି ତାପମାତ୍ରା। ଖରାରେ ସିଝୁଛି ସାରା ଓଡ଼ିଶା। ଅସହ୍ୟ ଗରମ ଓ ଗୁଳୁଗୁଳୁରେ ଲୋକେ ଅସ୍ତବ୍ୟସ୍ତ ହେଉଛନ୍ତି। ଆଜି ଦିନ ୧୧ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ପାର କରିଛି ଝାରସୁଗୁଡ଼ାର ତାପାମାତ୍ରା। ୪୦.୪ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡ଼ା ଦିନ ୧୧ଟା ୩୦ ସୁଦ୍ଧା ଉତପ୍ତ ସହର ପାଲଟିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ରିପୋର୍ଟ ଅନୁସାରେ ଝାରସୁଗୁଡ଼ା ବ୍ୟତୀତ ରାଜ୍ୟର ଅନ୍ୟ ସହରରେ ମଧ୍ୟ ଆଜି ପ୍ରବଳ ଖରା ‌ଜାରି […]

ଭୁବନେଶ୍ବର: ରାଜ୍ୟରେ ବୃଦ୍ଧି ପାଉଛି ତାପମାତ୍ରା। ଖରାରେ ସିଝୁଛି ସାରା ଓଡ଼ିଶା। ଅସହ୍ୟ ଗରମ ଓ ଗୁଳୁଗୁଳୁରେ ଲୋକେ ଅସ୍ତବ୍ୟସ୍ତ ହେଉଛନ୍ତି। ଆଜି ଦିନ ୧୧ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ପାର କରିଛି ଝାରସୁଗୁଡ଼ାର ତାପାମାତ୍ରା। ୪୦.୪ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡ଼ା ଦିନ ୧୧ଟା ୩୦ ସୁଦ୍ଧା ଉତପ୍ତ ସହର ପାଲଟିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ରିପୋର୍ଟ ଅନୁସାରେ ଝାରସୁଗୁଡ଼ା ବ୍ୟତୀତ ରାଜ୍ୟର ଅନ୍ୟ ସହରରେ ମଧ୍ୟ ଆଜି ପ୍ରବଳ ଖରା ‌ଜାରି ରହିଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

ସେହିପରି, ଭୁବନେଶ୍ବର- ୩୯ ଡିଗ୍ରୀ

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

ବାଲେଶ୍ବର- ୩୪.୪ ଡିଗ୍ରୀ

ଆହୁରି ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କ ୟୁଏଇ ଗସ୍ତ ଉପରେ ବିଜେଡିର ପ୍ରତିକ୍ରିୟା: ଦୁଇ ବର୍ଷର ଶିଳ୍ପ ପ୍ରଗତି ଉପରେ ରାଜ୍ୟ ସରକାର ଶ୍ୱେତପତ୍ର ପ୍ରକାଶ କରନ୍ତୁ

ଗୋପାଳପୁର- ୩୦ ଡିଗ୍ରୀ

ସମ୍ବଲପୁର- ୩୯.୨ ଡିଗ୍ରୀ

ପାରାଦୀପ- ୩୧.୪ ଡିଗ୍ରୀ

ପୁରୀ- ୩୩.୨ ଡିଗ୍ରୀ

ଚାନ୍ଦବାଲି- ୩୭.୨ ଡିଗ୍ରୀ

କେନ୍ଦୁଝର- ୩୯.୬ ଡିଗ୍ରୀ

ହୀରାକୁଦ- ୩୮.୮ ଡିଗ୍ରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର