ଆଜିଠୁ ରାଜ୍ୟରେ ପୁଣି ଉପରମୁହାଁ ହେବ ପାରଦ; ୩ ଦିନରେ ୪-୫ ଡିଗ୍ରୀ ବଢ଼ିବ ତାତି

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ପୁଣି ଉପରମୁହାଁ ହେବ ପାରଦ। ଲଗାତାର ୨-୪ ଦିନ ବର୍ଷା ଯୋଗୁଁ ତାତିରୁ ମୁକ୍ତି ପାଇଥିଲେ ହେଁ ମଙ୍ଗଳବାରଠାରୁ କାଳବୈଶାଖୀ ବର୍ଷା କମିବା ସହ ତାତି ବଢ଼ିବ। ଆଗାମୀ ୪ରୁ ୫ ଦିନ ମଧ୍ୟରେ ଦିନ ତାପମାତ୍ରା ୪-୫ ଡିଗ୍ରୀ ବୃଦ୍ଧି ପାଇବ। ସେହିଭଳି ରାତି ତାପମାତ୍ରାର ମଧ୍ୟ ବୃଦ୍ଧି ଘଟିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କିଛିଦିନ ତଳେ ବୌଦ୍ଧ ଓ ଝାରସୁଗୁଡ଼ାରେ କ୍ରମାଗତ ପାରଦ ଉପରମୁହାଁ ରହିଥିଲା। କେବଳ […]

ଭୁବନେଶ୍ୱର: ରାଜ୍ୟରେ ପୁଣି ଉପରମୁହାଁ ହେବ ପାରଦ। ଲଗାତାର ୨-୪ ଦିନ ବର୍ଷା ଯୋଗୁଁ ତାତିରୁ ମୁକ୍ତି ପାଇଥିଲେ ହେଁ ମଙ୍ଗଳବାରଠାରୁ କାଳବୈଶାଖୀ ବର୍ଷା କମିବା ସହ ତାତି ବଢ଼ିବ। ଆଗାମୀ ୪ରୁ ୫ ଦିନ ମଧ୍ୟରେ ଦିନ ତାପମାତ୍ରା ୪-୫ ଡିଗ୍ରୀ ବୃଦ୍ଧି ପାଇବ। ସେହିଭଳି ରାତି ତାପମାତ୍ରାର ମଧ୍ୟ ବୃଦ୍ଧି ଘଟିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କିଛିଦିନ ତଳେ ବୌଦ୍ଧ ଓ ଝାରସୁଗୁଡ଼ାରେ କ୍ରମାଗତ ପାରଦ ଉପରମୁହାଁ ରହିଥିଲା। କେବଳ ଏହି ଦୁଇଟି ସ୍ଥାନ ନୁହେଁ, ପଶ୍ଚିମ ଓଡ଼ିଶାରେ ଅନେକ ସ୍ଥାନରେ ସ୍ୱାଭାବିକ ଠାରୁ ୫-୭ ଡିଗ୍ରୀ ଉପରେ ତାତି ରହିଥିଲା।

ଆହୁରି ପଢ଼ନ୍ତୁ: ମଝି ଆକାଶରୁ ଫେରିଲା ଇଣ୍ଡିଗୋ ବିମାନ: ପଶ୍ଚିମ ଏସିଆ ସଙ୍କଟ ଯୋଗୁଁ ନୂଆଦିଲ୍ଲୀରୁ ମାଞ୍ଚେଷ୍ଟର ଯାଉଥିବା ବିମାନର ୟୁ-ଟର୍ଣ୍ଣ

ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ଗୋପାଳପୁର ୩୦, କୋରାପୁଟ ୨୯ ଓ ରାୟଗଡ଼ାରେ ୨୮ ମିମି ବର୍ଷା ରେକର୍ଡ ହୋଇଛି। ଅନ୍ୟପଟେ ରାଜ୍ୟରେ ଗ୍ରୀଷ୍ମପ୍ରବାହକୁ ଆଖି ଆଗରେ ରଖି ଆଲର୍ଟ ହୋଇଛି ସ୍ୱାସ୍ଥ୍ୟ ବିଭାଗ। ଡାକ୍ତର, ସ୍ୱାସ୍ଥ୍ୟକର୍ମୀଙ୍କୁ ସ୍ୱତନ୍ତ୍ର ପ୍ରଶିକ୍ଷଣ ଦିଆଯିବା ସହ ପ୍ରସ୍ତୁତ ରହିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ; କହିଲେ, ବିଜେପି ସରକାରରେ ନେତୃତ୍ୱ ସଙ୍କଟ, ବଢୁଛି ନାରୀ ନିର୍ଯାତନା

25 Mar 2025 By The Sakala

ଆଜିଠୁ ରାଜ୍ୟରେ ପୁଣି ଉପରମୁହାଁ ହେବ ପାରଦ; ୩ ଦିନରେ ୪-୫ ଡିଗ୍ରୀ ବଢ଼ିବ ତାତି

ଭୁବନେଶ୍ୱର: ରାଜ୍ୟରେ ପୁଣି ଉପରମୁହାଁ ହେବ ପାରଦ। ଲଗାତାର ୨-୪ ଦିନ ବର୍ଷା ଯୋଗୁଁ ତାତିରୁ ମୁକ୍ତି ପାଇଥିଲେ ହେଁ ମଙ୍ଗଳବାରଠାରୁ କାଳବୈଶାଖୀ ବର୍ଷା କମିବା ସହ ତାତି ବଢ଼ିବ। ଆଗାମୀ ୪ରୁ ୫ ଦିନ ମଧ୍ୟରେ ଦିନ ତାପମାତ୍ରା ୪-୫ ଡିଗ୍ରୀ ବୃଦ୍ଧି ପାଇବ। ସେହିଭଳି ରାତି ତାପମାତ୍ରାର ମଧ୍ୟ ବୃଦ୍ଧି ଘଟିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କିଛିଦିନ ତଳେ ବୌଦ୍ଧ ଓ ଝାରସୁଗୁଡ଼ାରେ କ୍ରମାଗତ ପାରଦ ଉପରମୁହାଁ ରହିଥିଲା। କେବଳ ଏହି ଦୁଇଟି ସ୍ଥାନ ନୁହେଁ, ପଶ୍ଚିମ ଓଡ଼ିଶାରେ ଅନେକ ସ୍ଥାନରେ ସ୍ୱାଭାବିକ ଠାରୁ ୫-୭ ଡିଗ୍ରୀ ଉପରେ ତାତି ରହିଥିଲା।

ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ଗୋପାଳପୁର ୩୦, କୋରାପୁଟ ୨୯ ଓ ରାୟଗଡ଼ାରେ ୨୮ ମିମି ବର୍ଷା ରେକର୍ଡ ହୋଇଛି। ଅନ୍ୟପଟେ ରାଜ୍ୟରେ ଗ୍ରୀଷ୍ମପ୍ରବାହକୁ ଆଖି ଆଗରେ ରଖି ଆଲର୍ଟ ହୋଇଛି ସ୍ୱାସ୍ଥ୍ୟ ବିଭାଗ। ଡାକ୍ତର, ସ୍ୱାସ୍ଥ୍ୟକର୍ମୀଙ୍କୁ ସ୍ୱତନ୍ତ୍ର ପ୍ରଶିକ୍ଷଣ ଦିଆଯିବା ସହ ପ୍ରସ୍ତୁତ ରହିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର