ଖରାରେ ସିଝୁଛି ସାରା ଓଡ଼ିଶା: ଅପରାହ୍ନ ସୁଦ୍ଧା ୪ ଜିଲ୍ଲାର ତାପମାତ୍ରା ୪୦ ଡ଼ିଗ୍ରୀ ଉପରେ

The Sakala Picture
Published On

ଭୁବନେଶ୍ୱର: ରାଜ୍ଯରେ ବୃଦ୍ଧି ପାଉଛି ତାପମାତ୍ରା। ଖରାରେ ସିଝୁଛି ସାରା ଓଡ଼ିଶା। ଆଜି ଅପରାହ୍ନ ୨ଟା ୩୦ ସୁଦ୍ଧା ରେକର୍ଡ କରାଯାଇଥିବା ଦିନ ତାପମାତ୍ରା ମଧ୍ଯରେ ୪ଟି ଜିଲ୍ଲାର ଦିନ ତାପମାତ୍ରା ୪୦ ଡ଼ିଗ୍ରୀ ଠାରୁ ଅଧିକ ରେକର୍ଡ କରାଯାଇଛି। ଝାରସୁଗୁଡ଼ାରେ ସର୍ବାଧିକ ୪୧.୬ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ସମ୍ବଲପୁର ୪୧ ଡିଗ୍ରୀ, କେନ୍ଦୁଝର ୪୦.୪ ଡିଗ୍ରୀ, ହୀରାକୁଦର ତାପମାତ୍ରା ୪୦ ଡିଗ୍ରୀ ରହିଛି। ଭୁବନେଶ୍ବର ୩୯.୨ ଡିଗ୍ରୀ, ଚାନ୍ଦବାଲି ୩୯ ଡିଗ୍ରୀ, ବାଲେଶ୍ବର ୩୮ […]

ଭୁବନେଶ୍ୱର: ରାଜ୍ଯରେ ବୃଦ୍ଧି ପାଉଛି ତାପମାତ୍ରା। ଖରାରେ ସିଝୁଛି ସାରା ଓଡ଼ିଶା। ଆଜି ଅପରାହ୍ନ ୨ଟା ୩୦ ସୁଦ୍ଧା ରେକର୍ଡ କରାଯାଇଥିବା ଦିନ ତାପମାତ୍ରା ମଧ୍ଯରେ ୪ଟି ଜିଲ୍ଲାର ଦିନ ତାପମାତ୍ରା ୪୦ ଡ଼ିଗ୍ରୀ ଠାରୁ ଅଧିକ ରେକର୍ଡ କରାଯାଇଛି। ଝାରସୁଗୁଡ଼ାରେ ସର୍ବାଧିକ ୪୧.୬ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ସମ୍ବଲପୁର ୪୧ ଡିଗ୍ରୀ, କେନ୍ଦୁଝର ୪୦.୪ ଡିଗ୍ରୀ, ହୀରାକୁଦର ତାପମାତ୍ରା ୪୦ ଡିଗ୍ରୀ ରହିଛି।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ଭୁବନେଶ୍ବର ୩୯.୨ ଡିଗ୍ରୀ, ଚାନ୍ଦବାଲି ୩୯ ଡିଗ୍ରୀ, ବାଲେଶ୍ବର ୩୮ ଡିଗ୍ରୀ, ପୁରୀ ୩୧.୬ଡିଗ୍ରୀ, ପାରାଦୀପ ୩୧ ଡିଗ୍ରୀ ଓ ଗୋପାଳପୁରର ତାପମାତ୍ରା ୩୦ ଡିଗ୍ରୀ ରେକର୍ଡ କରାଯାଇଛି। ଆଗାମୀ ୪ରୁ ୫ଦିନ ଯାଏଁ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତ ହେବ ନାହିଁ ବୋଲି ସ୍ଥାନୀୟ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ୧୪ରେ ଆସୁଛି ଆଉ ଏକ ଲଘୁଚାପ ! ସେପ୍ଟେମ୍ବର ୮ରୁ ରାଜ୍ୟରେ ପୁଣି ବଢିବ ବର୍ଷା

 

ଆହୁରି ପଢ଼ନ୍ତୁ: ଲଘୁଚାପ ପ୍ରଭାବରେ ଭିଜିବ ଓଡ଼ିଶା: ମୟୂରଭଞ୍ଜ ପାଇଁ ରେଡ୍ ଆଲର୍ଟ, ଶୁକ୍ରବାର ଯାଏଁ ପ୍ରବଳ ବର୍ଷା ସମ୍ଭାବନା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର