ରାଜ୍ୟରେ ଜାରି ରହିଛି ଶୀତ: ୧୦ ଡିଗ୍ରୀ ତଳେ ୫ ସହରର ତାପମାତ୍ରା, ଫୁଲବାଣୀ ସବୁଠୁ ଥଣ୍ଡା

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଅସହ୍ୟ ଶୀତ। ୫ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିବାବେଳେ ୭ ଡିଗ୍ରୀ ସହ ଫୁଲବାଣୀ ସବୁଠୁ ଥଣ୍ଡା ସହର ପାଲଟିଛି। ରାଉରକେଲା ୭.୨, ଝାରସୁଗୁଡା ୭.୭, ସୋନପୁର ୯ ଡିଗ୍ରୀ , ଭବାନୀପାଟଣା ୯.୯, ସୁନ୍ଦରଗଡ ୧୦.୨ , କେନ୍ଦୁଝରରେ ୧୦.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସେହିପରି ଭୁବନେଶ୍ଵରରେ ରାତି ତାପମାତ୍ରା ୧୩.୨ ଥିବାବେଳେ କଟକରେ ୧୩.୫ ଡିଗ୍ରୀ ରେକର୍ଡ ହୋଇଛି। ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ […]

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଅସହ୍ୟ ଶୀତ। ୫ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଥିବାବେଳେ ୭ ଡିଗ୍ରୀ ସହ ଫୁଲବାଣୀ ସବୁଠୁ ଥଣ୍ଡା ସହର ପାଲଟିଛି। ରାଉରକେଲା ୭.୨, ଝାରସୁଗୁଡା ୭.୭, ସୋନପୁର ୯ ଡିଗ୍ରୀ , ଭବାନୀପାଟଣା ୯.୯, ସୁନ୍ଦରଗଡ ୧୦.୨ , କେନ୍ଦୁଝରରେ ୧୦.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସେହିପରି ଭୁବନେଶ୍ଵରରେ ରାତି ତାପମାତ୍ରା ୧୩.୨ ଥିବାବେଳେ କଟକରେ ୧୩.୫ ଡିଗ୍ରୀ ରେକର୍ଡ ହୋଇଛି। ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ।  ଅନ୍ୟପଟେ କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼ ଏବଂ ନୟାଗଡ଼ ଜିଲାକୁ ଘନକୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଆହୁରି ପଢ଼ନ୍ତୁ: ଏସୀୟ ପାରା ଗେମ୍ସ: ମହିଳା ୪୦୦ ମିଟର T47 ରେ ଅଞ୍ଜନାବେନଙ୍କୁ ସ୍ୱର୍ଣ୍ଣ ଏବଂ ଓଡ଼ିଶାର ଜୟନ୍ତୀ ବେହେରାଙ୍କୁ ରୌପ୍ୟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର