ବୃଦ୍ଧି ପାଉଛି ତାପମାତ୍ରା: ୪୦ ଡ଼ିଗ୍ରି ଉପରେ ୫ ସହର

The Sakala Picture
Published On

ଭୁବନେଶ୍ବର: ବୃଦ୍ଧି ପାଉଛି ତାପମାତ୍ରା ।  ସ୍ଥାନୀୟ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ରିିପୋର୍ଟ ଅନୁସାରେ ଜାଜି ରାଜ୍ୟର ୫ଟି ସହରରେ ଦିନ ତାପମାତ୍ରା ୪୦ ଡ଼ିଗ୍ରି ଠାରୁ ଅଧିକ ରେକର୍ଡ କରାଯାଇଛି। ସବୁଠୁ ତତଲା ସହର ୪୧.୪ ଡ଼ିଗ୍ରି ସହ ଟିଟଲାଗଡ ରହିିଛି। ସେହିପରି ବଲାଙ୍ଗୀରରେ ୪୧ ଡ଼ିଗ୍ରି, ଅନୁଗୁଳରେ ୪୦.୧ ଡ଼ିଗ୍ରି, ବୌଦ୍ଧ ଏବଂ ବାରିପଦା ରେ ୪୦ ଡ଼ିଗ୍ରି ଦିନ ତାପମାତ୍ରା ରେକର୍ଡ କରାଯାଇଛି। ଭୁବନେଶ୍ୱରରେ ୩୭.୬ ଡ଼ିଗ୍ରି ଏବଂ କଟକରେ ୩୭.୨ […]

ଭୁବନେଶ୍ବର: ବୃଦ୍ଧି ପାଉଛି ତାପମାତ୍ରା ।  ସ୍ଥାନୀୟ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ରିିପୋର୍ଟ ଅନୁସାରେ ଜାଜି ରାଜ୍ୟର ୫ଟି ସହରରେ ଦିନ ତାପମାତ୍ରା ୪୦ ଡ଼ିଗ୍ରି ଠାରୁ ଅଧିକ ରେକର୍ଡ କରାଯାଇଛି। ସବୁଠୁ ତତଲା ସହର ୪୧.୪ ଡ଼ିଗ୍ରି ସହ ଟିଟଲାଗଡ ରହିିଛି।

ଆହୁରି ପଢ଼ନ୍ତୁ: ବେଙ୍ଗାଲୁରୁ-ଭୁବନେଶ୍ୱର ଟ୍ରେନରୁ ଜଗତସିଂହପୁରର ମହିଳା ଓ ୯ ମାସର ଶିଶୁପୁତ୍ର ନିଖୋଜ

ସେହିପରି ବଲାଙ୍ଗୀରରେ ୪୧ ଡ଼ିଗ୍ରି, ଅନୁଗୁଳରେ ୪୦.୧ ଡ଼ିଗ୍ରି, ବୌଦ୍ଧ ଏବଂ ବାରିପଦା ରେ ୪୦ ଡ଼ିଗ୍ରି ଦିନ ତାପମାତ୍ରା ରେକର୍ଡ କରାଯାଇଛି। ଭୁବନେଶ୍ୱରରେ ୩୭.୬ ଡ଼ିଗ୍ରି ଏବଂ କଟକରେ ୩୭.୨ ଡ଼ିଗ୍ରି ଦିନ ତାପମାତ୍ରା ରେକର୍ଡ ହୋଇଛି।

ଆହୁରି ପଢ଼ନ୍ତୁ: କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ କ୍ଷୀର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

 

ଆହୁରି ପଢ଼ନ୍ତୁ: ଛାତ୍ରଙ୍କ ଉପରକୁ ତୀରମାଡ଼: ଟିଫିନ୍ ପ୍ଲେଟ୍ ବଞ୍ଚାଇଲା ଜୀବନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର