ନିଆଁ ଲାଗି ଜଳିଗଲା ୧୦ ବଖରା ଘର

The Sakala Picture
Published On

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ଗୟାସପୁର ଗାଁରେ ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଛି ଅଘଟଣ। ଜଣଙ୍କ ଘରୁ ନିଆଁ ଲାଗି ମୋଟ ୧୦ ବଖରା ଘର ପୋଡି ପାଉଁଶ ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ସୂଚନା ଅନୁଯାୟୀ, ଗୟାସପୁର ଗାଁର ସୁଲେଖ ରାଉତ ନାମକ ଜଣେ ବ୍ୟକ୍ତିଙ୍କ ଘରେ ପ୍ରଥମେ ନିଆଁ ଲାଗିଯାଇଥିଲା । ପରେ ପରେ ନିଆଁ ଭୟଙ୍କର ରୂପ ନେଇ ପଡୋଶୀ ବିଜୟ ସେଠୀ ଓ […]

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ଗୟାସପୁର ଗାଁରେ ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଛି ଅଘଟଣ। ଜଣଙ୍କ ଘରୁ ନିଆଁ ଲାଗି ମୋଟ ୧୦ ବଖରା ଘର ପୋଡି ପାଉଁଶ ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି।

ଆହୁରି ପଢ଼ନ୍ତୁ: ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର

ସୂଚନା ଅନୁଯାୟୀ, ଗୟାସପୁର ଗାଁର ସୁଲେଖ ରାଉତ ନାମକ ଜଣେ ବ୍ୟକ୍ତିଙ୍କ ଘରେ ପ୍ରଥମେ ନିଆଁ ଲାଗିଯାଇଥିଲା । ପରେ ପରେ ନିଆଁ ଭୟଙ୍କର ରୂପ ନେଇ ପଡୋଶୀ ବିଜୟ ସେଠୀ ଓ ଅନ୍ୟ ବ୍ୟକ୍ତିଙ୍କ ଘରେ ନିଆଁ ଲାଗିଯାଇଥିଲା । ମୋଟ ୧୦ବଖରା ଘର ଅଗ୍ନିକାଣ୍ଡରେ ପୋଡ଼ି ପାଉଁଶ ହୋଇଯାଇଛି । ଅଗ୍ନିଶମ ବାହିନୀ ପହଞ୍ଚି ନିଆଁଙ୍କୁ ଆୟତ୍ତ କରିଥିବା ଜଣାପଡ଼ିଛି। ତେବେ ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ଜଣାପଡି ନାହିଁ।

ଆହୁରି ପଢ଼ନ୍ତୁ: କନ୍ଧମାଳରେ ସଶସ୍ତ୍ର ଲୁଟେରା ଗ୍ୟାଙ୍ଗ୍‌ ଠାବ: ୩ ଗିରଫ, ବନ୍ଧୁକ ସହ ବିପୁଳ ପରିମାଣର ଗଞ୍ଜେଇ ଜବତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର