ଆଉ ୬ମାସ ବଢ଼ିଲା ମୁଖ୍ଯ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ଯକାଳ

The Sakala Picture
Published On

ଭୁବନେଶ୍ୱର: ପୁଣି ବଢ଼ିଛି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ଯକାଳ। ଆଉ ୬ ମାସ କାର୍ଯ୍ଯକାଳ ବୃଦ୍ଧି ପାଇଁ କେନ୍ଦ୍ରର ଅନୁମୋଦନ। ରାଜ୍ୟ ସରକାର ଦେଇଥିବା ପ୍ରସ୍ତାବକୁ କେନ୍ଦ୍ରରୁ ଅନୁମୋଦନ ମିଳିଛି। ଯାହା ଫଳରେ ସୁରେଶ ମହାପାତ୍ରଙ୍କ କାର୍ଯ୍ଯକାଳ ସେପ୍ଟେମ୍ବର ୧ରୁ ଫେବୃଆରୀ ୨୦୨୩ ପର୍ଯ୍ଯନ୍ତ ବୃଦ୍ଧି ପାଇଛି। ୨୮ ଫେବ୍ରୁଆରୀ ୨୦୨୩ ପର୍ଯ୍ଯନ୍ତ ନିଜ ପଦରେ ରହିବେ ସୁରେଶ। ପୂର୍ବରୁ ମଧ୍ୟ ସୁରେଶ ମହାପାତ୍ରଙ୍କର ୬ ମାସ କାର୍ଯ୍ଯକାଳ ବଢ଼ିଥିଲା । ୨୦୨୨ ଫେବ୍ରୁଆରୀରେ […]

ଭୁବନେଶ୍ୱର: ପୁଣି ବଢ଼ିଛି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ଯକାଳ। ଆଉ ୬ ମାସ କାର୍ଯ୍ଯକାଳ ବୃଦ୍ଧି ପାଇଁ କେନ୍ଦ୍ରର ଅନୁମୋଦନ। ରାଜ୍ୟ ସରକାର ଦେଇଥିବା ପ୍ରସ୍ତାବକୁ କେନ୍ଦ୍ରରୁ ଅନୁମୋଦନ ମିଳିଛି। ଯାହା ଫଳରେ ସୁରେଶ ମହାପାତ୍ରଙ୍କ କାର୍ଯ୍ଯକାଳ ସେପ୍ଟେମ୍ବର ୧ରୁ ଫେବୃଆରୀ ୨୦୨୩ ପର୍ଯ୍ଯନ୍ତ ବୃଦ୍ଧି ପାଇଛି। ୨୮ ଫେବ୍ରୁଆରୀ ୨୦୨୩ ପର୍ଯ୍ଯନ୍ତ ନିଜ ପଦରେ ରହିବେ ସୁରେଶ। ପୂର୍ବରୁ ମଧ୍ୟ ସୁରେଶ ମହାପାତ୍ରଙ୍କର ୬ ମାସ କାର୍ଯ୍ଯକାଳ ବଢ଼ିଥିଲା । ୨୦୨୨ ଫେବ୍ରୁଆରୀରେ ସୁରେଶ ମହାପାତ୍ରଙ୍କ କାର୍ଯ୍ଯକାଳ ଶେଷ ହେଉଥିଲା । ପୂର୍ବରୁ ପ୍ରଥମ ଦଫାରେ ୬ ମାସ କାର୍ୟ୍ୟ କାଳ ବୃଦ୍ଧି କରାଯାଇଥିଲା ।

ଆହୁରି ପଢ଼ନ୍ତୁ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର