ଆସନ୍ତାକାଲି ଅନୁଷ୍ଠିତ ହେବ ଓଡ଼ିଆ ଗବେଷଣା ପରିଷଦର ୪୨ତମ ବାର୍ଷିକୋତ୍ସବ

The Sakala Picture
Published On

କଟକ : ରାଜ୍ୟର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଓଡ଼ିଆ ଗବେଷଣା ପରିଷଦର ୪୨ତମ ବାର୍ଷିକୋତ୍ସବ ସେପ୍ଟେମ୍ବର ୪ ତାରିଖ ରବିବାର ଦିନ କଟକ ଶ୍ରୀରାମଚନ୍ଦ୍ର ଭବନ ପରିସରରେ ପୂର୍ବାହ୍ନ ୧୦ଟାରେ ଅନୁଷ୍ଠିତ ହେବ। ଏଥିରେ ପୁରୀ ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ହରିହର ହୋତା ମୁଖ୍ୟ ଅତିଥି ଭାବେ ଯୋଗ ଦେଉଥିବା ବେଳେ ଅଧ୍ୟାପକ ଡଃ କମଳା ପ୍ରସାଦ ମହାପାତ୍ର ମୁଖ୍ୟବକ୍ତା ଭାବରେ ଯୋଗ ଦେବେ। ଉତ୍ସବରେ ସାହିତ୍ୟ-ସମୀକ୍ଷକ ଡଃ ବାବାଜୀଚରଣ ପଟ୍ଟନାୟକଙ୍କୁ ‘କ୍ଷେତ୍ରବାସୀ […]

କଟକ : ରାଜ୍ୟର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଓଡ଼ିଆ ଗବେଷଣା ପରିଷଦର ୪୨ତମ ବାର୍ଷିକୋତ୍ସବ ସେପ୍ଟେମ୍ବର ୪ ତାରିଖ ରବିବାର ଦିନ କଟକ ଶ୍ରୀରାମଚନ୍ଦ୍ର ଭବନ ପରିସରରେ ପୂର୍ବାହ୍ନ ୧୦ଟାରେ ଅନୁଷ୍ଠିତ ହେବ। ଏଥିରେ ପୁରୀ ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ହରିହର ହୋତା ମୁଖ୍ୟ ଅତିଥି ଭାବେ ଯୋଗ ଦେଉଥିବା ବେଳେ ଅଧ୍ୟାପକ ଡଃ କମଳା ପ୍ରସାଦ ମହାପାତ୍ର ମୁଖ୍ୟବକ୍ତା ଭାବରେ ଯୋଗ ଦେବେ।

ଆହୁରି ପଢ଼ନ୍ତୁ: ନୂଆପଡ଼ା ଚାଷୀ ଆତ୍ମହତ୍ୟା: ନବୀନ ଗଠନ କଲେ ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ୍‌

ଉତ୍ସବରେ ସାହିତ୍ୟ-ସମୀକ୍ଷକ ଡଃ ବାବାଜୀଚରଣ ପଟ୍ଟନାୟକଙ୍କୁ ‘କ୍ଷେତ୍ରବାସୀ ସାହିତ୍ୟବିଦ୍ୟା ପୁରସ୍କାର’ ଓ କବି ଡଃ ତୁହିନାଂଶୁ ରଥଙ୍କୁ ‘କୃଷ୍ଣଚରଣ କାବ୍ୟପୁରୁଷ ପୁରସ୍କାର’ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯିବ ବୋଲି ପରିଷଦର ସଭାପତି ସୁଧୀର ଚନ୍ଦ୍ର ବେହୁରା ଓ ସମ୍ପାଦକ ଡଃ ଅଜୟ କୁମାର ପଟ୍ଟନାୟକ ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ: ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ଓ ପିଏସି କମିଟି ଗଠନ ଗଲେ ବାଚସ୍ପତି, ପ୍ରମିଳା ମଲ୍ଲିକ ପିଏସି କମିଟି ଅଧ୍ୟକ୍ଷ

03 Sep 2022 By The Sakala

ଆସନ୍ତାକାଲି ଅନୁଷ୍ଠିତ ହେବ ଓଡ଼ିଆ ଗବେଷଣା ପରିଷଦର ୪୨ତମ ବାର୍ଷିକୋତ୍ସବ

କଟକ : ରାଜ୍ୟର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଓଡ଼ିଆ ଗବେଷଣା ପରିଷଦର ୪୨ତମ ବାର୍ଷିକୋତ୍ସବ ସେପ୍ଟେମ୍ବର ୪ ତାରିଖ ରବିବାର ଦିନ କଟକ ଶ୍ରୀରାମଚନ୍ଦ୍ର ଭବନ ପରିସରରେ ପୂର୍ବାହ୍ନ ୧୦ଟାରେ ଅନୁଷ୍ଠିତ ହେବ। ଏଥିରେ ପୁରୀ ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ହରିହର ହୋତା ମୁଖ୍ୟ ଅତିଥି ଭାବେ ଯୋଗ ଦେଉଥିବା ବେଳେ ଅଧ୍ୟାପକ ଡଃ କମଳା ପ୍ରସାଦ ମହାପାତ୍ର ମୁଖ୍ୟବକ୍ତା ଭାବରେ ଯୋଗ ଦେବେ।

ଉତ୍ସବରେ ସାହିତ୍ୟ-ସମୀକ୍ଷକ ଡଃ ବାବାଜୀଚରଣ ପଟ୍ଟନାୟକଙ୍କୁ ‘କ୍ଷେତ୍ରବାସୀ ସାହିତ୍ୟବିଦ୍ୟା ପୁରସ୍କାର’ ଓ କବି ଡଃ ତୁହିନାଂଶୁ ରଥଙ୍କୁ ‘କୃଷ୍ଣଚରଣ କାବ୍ୟପୁରୁଷ ପୁରସ୍କାର’ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯିବ ବୋଲି ପରିଷଦର ସଭାପତି ସୁଧୀର ଚନ୍ଦ୍ର ବେହୁରା ଓ ସମ୍ପାଦକ ଡଃ ଅଜୟ କୁମାର ପଟ୍ଟନାୟକ ଜଣାଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର