ବଢ଼ିଲା ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା

The Sakala Picture
Published On

ଭୁବନେଶ୍ବର: ବଢ଼ିଲା ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା। ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଯଥୋଚିତ ସମ୍ମାନ ଦେବା ପାଇଁ ଅନେକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର।  କାରାବରଣ କରିଥିବା ସବୁ ସ୍ଵାଧୀନତା ସଂଗ୍ରାମୀ ମାନଙ୍କର ପେନସନକୁ ୧୦ ହଜାରରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । କାରାବରଣ କରି ନ ଥିବା ସ୍ଵାଧୀନତା ସଂଗ୍ରାମୀମାନଙ୍କ ପେନସନକୁ ୯ ହଜାରରୁ ୧୫ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ସରକାର । ସେହିପରି […]

ଭୁବନେଶ୍ବର: ବଢ଼ିଲା ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା। ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଯଥୋଚିତ ସମ୍ମାନ ଦେବା ପାଇଁ ଅନେକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର।  କାରାବରଣ କରିଥିବା ସବୁ ସ୍ଵାଧୀନତା ସଂଗ୍ରାମୀ ମାନଙ୍କର ପେନସନକୁ ୧୦ ହଜାରରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । କାରାବରଣ କରି ନ ଥିବା ସ୍ଵାଧୀନତା ସଂଗ୍ରାମୀମାନଙ୍କ ପେନସନକୁ ୯ ହଜାରରୁ ୧୫ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ସରକାର । ସେହିପରି ଜାତୀୟ ପେନସନ ପାଉଥିବା ସ୍ଵାଧୀନତା ସଂଗ୍ରାମୀଙ୍କ ପେନସନକୁ ମାସକୁ ୮ ହାଜର ପରିବର୍ତ୍ତେ ୧୦ ହାଜର ଟଙ୍କା କରିଛନ୍ତି ସରକାର। ଜରୁରୀ କାଳୀନ ପରିସ୍ଥିତିରେ MISA ଆଇନରେ ଗିରଫ ହୋଇଥିବା ସଂଗ୍ରାମୀମାନଙ୍କୁ ମାସକୁ ୨୦ ହାଜର ଟଙ୍କା ପେନସନ ଦେବା ପାଇଁ ସରକାର ନିଷ୍ପତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ବେଙ୍ଗାଲୁରୁ-ଭୁବନେଶ୍ୱର ଟ୍ରେନରୁ ଜଗତସିଂହପୁରର ମହିଳା ଓ ୯ ମାସର ଶିଶୁପୁତ୍ର ନିଖୋଜ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର