ପିପିଲିରୁ ୫୦ ଲକ୍ଷ ଟଙ୍କା ଜବତ ଘଟଣା: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି, ଅଭିଯୁକ୍ତଙ୍କ ବିରୋଧରେ କଡା କାର୍ଯ୍ଯାନୁଷ୍ଠାନ ଦାବି

The Sakala Picture
Published On

ପିପିଲି: ପିପିଲିରୁ ୫୦ ଲକ୍ଷ ଟଙ୍କା ଜବତ ଘଟଣାରେ ବିଜେଡି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଛି । ବିଜେଡିର ୪ ଜଣିଆ ପ୍ରତିନିଧି ଦଳ ସିଇଓଙ୍କୁ ଭେଟିବା ସହ ବିଜେପିର ଦୁଇ ନେତା ୫୦ଲକ୍ଷ ଟଙ୍କା ନେଇ ଯାଉଥିବା ବିଜେଡି ନେତା ସିଇଓଙ୍କ ନିକଟରେ ଅଭିଯୋଗ କରିଛନ୍ତି । ପୂର୍ବରୁ ଅନେକ ନିର୍ବାଚନରେ ବିଜେପିର ଏଭଳି ଆଚରଣ ଦେଖାଯାଇଛି। ଉପନିର୍ବାଚନରେ ଟଙ୍କା କାରବାରକୁ ବିଜେଡି  ନିନ୍ଦା କରିଛି। ଅଭିଯୁକ୍ତଙ୍କ ବିରୋଧରେ କଡା କାର୍ଯ୍ଯାନୁଷ୍ଠାନ ଦାବି କରିଛି ବିଜେଡି। […]

ପିପିଲି: ପିପିଲିରୁ ୫୦ ଲକ୍ଷ ଟଙ୍କା ଜବତ ଘଟଣାରେ ବିଜେଡି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଛି । ବିଜେଡିର ୪ ଜଣିଆ ପ୍ରତିନିଧି ଦଳ ସିଇଓଙ୍କୁ ଭେଟିବା ସହ ବିଜେପିର ଦୁଇ ନେତା ୫୦ଲକ୍ଷ ଟଙ୍କା ନେଇ ଯାଉଥିବା ବିଜେଡି ନେତା ସିଇଓଙ୍କ ନିକଟରେ ଅଭିଯୋଗ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ବଙ୍ଗୋମୁଣ୍ଡା ତହସିଲ୍‌ ଅମିନ, ୧୫ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ମାଡିବସିଲା ଭିଜିଲାନ୍ସ

ପୂର୍ବରୁ ଅନେକ ନିର୍ବାଚନରେ ବିଜେପିର ଏଭଳି ଆଚରଣ ଦେଖାଯାଇଛି। ଉପନିର୍ବାଚନରେ ଟଙ୍କା କାରବାରକୁ ବିଜେଡି  ନିନ୍ଦା କରିଛି। ଅଭିଯୁକ୍ତଙ୍କ ବିରୋଧରେ କଡା କାର୍ଯ୍ଯାନୁଷ୍ଠାନ ଦାବି କରିଛି ବିଜେଡି। ସସ୍ମିତ ପାତ୍ର, ଲେନିନ ମହାନ୍ତି, ଶ୍ରୀମୟୀ ମିଶ୍ର ଓ ସୁଲତା ଦେଓ ସିଇଓଙ୍କୁ ଭେଟି ଘଟଣାର ତଦନ୍ତ ଦାବି କରିଛନ୍ତି ।

ଆହୁରି ପଢ଼ନ୍ତୁ: ଅକୁଣ୍ଠ ସମର୍ଥନ ପ୍ରତିବଦଳରେ ଓଡ଼ିଶାବାସୀଙ୍କୁ ଧୋକା ଦେଉଛି ଡବଲ ଇଞ୍ଜିନ ସରକାର: ବିଜେଡି

ସୂଚନା ଅନୁଯାୟୀ, ଏକ ନୀଳ ରଙ୍ଗର ପଲସର ବାଇକରେ  ୨ ଯୁବକ ଟଙ୍କା ନେଇ ଯାଉଥିବ ବେଳେ ପିପିଲି ଟୋଲ ଗେଟ୍ ନିକଟ ତରାକାଜ ଛକରୁ ପୁଲିସର ରୁଟିନ ଚେକିଂ ବେଳେ ଧରାପଡ଼ିଥିଲେ। ଉଭୟ ଯୁବକ ବଳଙ୍ଗା ଅଞ୍ଚଳର ବୋଲି ଜଣାପଡ଼ିଥିଲେ। ଉକ୍ତ ୨ ଯୁବକଙ୍କୁ ଥାନାରେ ଅଟକ ରଖି ପୁଲିସ ପଚରାଉଚରା କରୁଛି।

ଆହୁରି ପଢ଼ନ୍ତୁ: ହିଞ୍ଜିଳି ଗର୍ଭବତୀ ହତ୍ୟା ଘଟଣା: ୨ ବର୍ଷର ଶିଶୁକୁ ବାଳାଶ୍ରମକୁ ହସ୍ତାନ୍ତର, ୧ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଦେଲେ ନବୀନ

05 Apr 2021 By The Sakala

ପିପିଲିରୁ ୫୦ ଲକ୍ଷ ଟଙ୍କା ଜବତ ଘଟଣା: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି, ଅଭିଯୁକ୍ତଙ୍କ ବିରୋଧରେ କଡା କାର୍ଯ୍ଯାନୁଷ୍ଠାନ ଦାବି

ପିପିଲି: ପିପିଲିରୁ ୫୦ ଲକ୍ଷ ଟଙ୍କା ଜବତ ଘଟଣାରେ ବିଜେଡି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଛି । ବିଜେଡିର ୪ ଜଣିଆ ପ୍ରତିନିଧି ଦଳ ସିଇଓଙ୍କୁ ଭେଟିବା ସହ ବିଜେପିର ଦୁଇ ନେତା ୫୦ଲକ୍ଷ ଟଙ୍କା ନେଇ ଯାଉଥିବା ବିଜେଡି ନେତା ସିଇଓଙ୍କ ନିକଟରେ ଅଭିଯୋଗ କରିଛନ୍ତି ।

ପୂର୍ବରୁ ଅନେକ ନିର୍ବାଚନରେ ବିଜେପିର ଏଭଳି ଆଚରଣ ଦେଖାଯାଇଛି। ଉପନିର୍ବାଚନରେ ଟଙ୍କା କାରବାରକୁ ବିଜେଡି  ନିନ୍ଦା କରିଛି। ଅଭିଯୁକ୍ତଙ୍କ ବିରୋଧରେ କଡା କାର୍ଯ୍ଯାନୁଷ୍ଠାନ ଦାବି କରିଛି ବିଜେଡି। ସସ୍ମିତ ପାତ୍ର, ଲେନିନ ମହାନ୍ତି, ଶ୍ରୀମୟୀ ମିଶ୍ର ଓ ସୁଲତା ଦେଓ ସିଇଓଙ୍କୁ ଭେଟି ଘଟଣାର ତଦନ୍ତ ଦାବି କରିଛନ୍ତି ।

ସୂଚନା ଅନୁଯାୟୀ, ଏକ ନୀଳ ରଙ୍ଗର ପଲସର ବାଇକରେ  ୨ ଯୁବକ ଟଙ୍କା ନେଇ ଯାଉଥିବ ବେଳେ ପିପିଲି ଟୋଲ ଗେଟ୍ ନିକଟ ତରାକାଜ ଛକରୁ ପୁଲିସର ରୁଟିନ ଚେକିଂ ବେଳେ ଧରାପଡ଼ିଥିଲେ। ଉଭୟ ଯୁବକ ବଳଙ୍ଗା ଅଞ୍ଚଳର ବୋଲି ଜଣାପଡ଼ିଥିଲେ। ଉକ୍ତ ୨ ଯୁବକଙ୍କୁ ଥାନାରେ ଅଟକ ରଖି ପୁଲିସ ପଚରାଉଚରା କରୁଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର