ବଢୁଛି ସଂକ୍ରମଣ, ବଢୁଛି କଟକଣା: ଭୁବନେଶ୍ୱରର ଆଉ ୪ଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କଲା ବିଏମସି

The Sakala Picture
Published On

ଭୁବନେଶ୍ୱର: ଚିନ୍ତା ବଢାଇଲାଣି କରୋନା ।  ରାଜ୍ଯରେ ବଢିବାରେ ଲାଗିଛି  କରୋନା ସଂକ୍ରମଣ । ତାସହ ବଢୁଛି କଟକଣା । ଭୁବନେଶ୍ୱରରେ ଆଉ ୪ଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ଭୁବନେଶ୍ୱର ମହାନଗର ନିଗମ । ନୟାପଲ୍ଲୀ ଓ ଭୀମପୁରର ଗୋଟିଏ ଲେଖାଏ ସ୍ଥାନକୁ କଣ୍ଟେନମେଣ୍ଟ କରାଯାଇଛି । ସେହିପରି ଶ୍ରୀକ୍ଷେତ୍ର ବିହାରରେ ଦୁଇଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । ଗୋଟିଏ ଲେଖାଏ ସ୍ଥାନରୁ ଏକାଧିକ ସଂକ୍ରମିତ ଚିହ୍ନଟ ହେବା ପରେ ପଦକ୍ଷେପ ନେଇଛି […]

ଭୁବନେଶ୍ୱର: ଚିନ୍ତା ବଢାଇଲାଣି କରୋନା ।  ରାଜ୍ଯରେ ବଢିବାରେ ଲାଗିଛି  କରୋନା ସଂକ୍ରମଣ । ତାସହ ବଢୁଛି କଟକଣା । ଭୁବନେଶ୍ୱରରେ ଆଉ ୪ଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ଭୁବନେଶ୍ୱର ମହାନଗର ନିଗମ । ନୟାପଲ୍ଲୀ ଓ ଭୀମପୁରର ଗୋଟିଏ ଲେଖାଏ ସ୍ଥାନକୁ କଣ୍ଟେନମେଣ୍ଟ କରାଯାଇଛି । ସେହିପରି ଶ୍ରୀକ୍ଷେତ୍ର ବିହାରରେ ଦୁଇଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି ।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା ସରବାହାଲ ସ୍ଥିତ ସପିଂ ମଲ୍ ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଗୋଟିଏ ଲେଖାଏ ସ୍ଥାନରୁ ଏକାଧିକ ସଂକ୍ରମିତ ଚିହ୍ନଟ ହେବା ପରେ ପଦକ୍ଷେପ ନେଇଛି ବିଏମସି । ଗତକାଲିଠାରୁ ଆଜି ଭିତରେ ଭୁବନେଶ୍ୱର ଅଞ୍ଚଳରେ ୧୪ଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷିତ କରାଗଲାଣି । କାଲି ୧୦ଟି ସ୍ଥାନକୁ ଦୁଇଟି ପର୍ଯ୍ଯାୟରେ କଣ୍ଟେନମେଣ୍ଟ ଜୋନ୍ କରାଯାଇଥିଲା ।

ଆହୁରି ପଢ଼ନ୍ତୁ: ଅସୁସ୍ଥ ବାପାଙ୍କୁ ଡାକ୍ତରଖାନା ନେବା ବେଳେ ଗଛରେ ପିଟି ହେଲା କାର୍, ଗୋଟିଏ ପରିବାରର ୩ ମୃତ

06 Jan 2022 By The Sakala

ବଢୁଛି ସଂକ୍ରମଣ, ବଢୁଛି କଟକଣା: ଭୁବନେଶ୍ୱରର ଆଉ ୪ଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କଲା ବିଏମସି

ଭୁବନେଶ୍ୱର: ଚିନ୍ତା ବଢାଇଲାଣି କରୋନା ।  ରାଜ୍ଯରେ ବଢିବାରେ ଲାଗିଛି  କରୋନା ସଂକ୍ରମଣ । ତାସହ ବଢୁଛି କଟକଣା । ଭୁବନେଶ୍ୱରରେ ଆଉ ୪ଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ଭୁବନେଶ୍ୱର ମହାନଗର ନିଗମ । ନୟାପଲ୍ଲୀ ଓ ଭୀମପୁରର ଗୋଟିଏ ଲେଖାଏ ସ୍ଥାନକୁ କଣ୍ଟେନମେଣ୍ଟ କରାଯାଇଛି । ସେହିପରି ଶ୍ରୀକ୍ଷେତ୍ର ବିହାରରେ ଦୁଇଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି ।

ଗୋଟିଏ ଲେଖାଏ ସ୍ଥାନରୁ ଏକାଧିକ ସଂକ୍ରମିତ ଚିହ୍ନଟ ହେବା ପରେ ପଦକ୍ଷେପ ନେଇଛି ବିଏମସି । ଗତକାଲିଠାରୁ ଆଜି ଭିତରେ ଭୁବନେଶ୍ୱର ଅଞ୍ଚଳରେ ୧୪ଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷିତ କରାଗଲାଣି । କାଲି ୧୦ଟି ସ୍ଥାନକୁ ଦୁଇଟି ପର୍ଯ୍ଯାୟରେ କଣ୍ଟେନମେଣ୍ଟ ଜୋନ୍ କରାଯାଇଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର