ରାସ୍ତା କଡରେ ଥିବା ଗଛରେ ପିଟି ହେଲା କାର , ଚାଳକ ମୃତ

The Sakala Picture
Published On

ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ ଥାନା କାମାକ୍ଷାନଗର-କଙ୍କଡାହାଡ଼ ପୂର୍ତ୍ତ ବିଭାଗ ରାସ୍ତାର ତଣ୍ଡିମୁଣ୍ଡା ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ କାମାକ୍ଷାନଗର ଥାନା ମହୁଲପାଳ ଗାଁର ସନ୍ତୋଷ ସାସମାଲ । ସେ କୌଣସି କାମରେ ଘରୁ କଙ୍କଡାହାଡ଼ ଯାଉଥିବା ବେଳେ ତଣ୍ଡିମୁଣ୍ଡା ଗାଁ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଗଛରେ ପିଟି ହୋଇ ଯାଇଥିଲେ । ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିବା ଡାକ୍ତର ସୂଚନା […]

ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ ଥାନା କାମାକ୍ଷାନଗର-କଙ୍କଡାହାଡ଼ ପୂର୍ତ୍ତ ବିଭାଗ ରାସ୍ତାର ତଣ୍ଡିମୁଣ୍ଡା ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ କାମାକ୍ଷାନଗର ଥାନା ମହୁଲପାଳ ଗାଁର ସନ୍ତୋଷ ସାସମାଲ । ସେ କୌଣସି କାମରେ ଘରୁ କଙ୍କଡାହାଡ଼ ଯାଉଥିବା ବେଳେ ତଣ୍ଡିମୁଣ୍ଡା ଗାଁ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଗଛରେ ପିଟି ହୋଇ ଯାଇଥିଲେ । ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିବା ଡାକ୍ତର ସୂଚନା ଦେଇଛନ୍ତି । ତେବେ ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ ଗାଡିଟି ସମ୍ପୂର୍ଣ୍ଣ ଚୁନମାର ହୋଇ ଯାଇଥିଲା । ଏ ନେଇ କଙ୍କଡାହାଡ଼ ପୋଲିସ ମୃତ ଦେହ ଉଦ୍ଧାର କରି ଅଧିକ ତଦନ୍ତ ଚଳାଇଛି ।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

09 Apr 2022 By The Sakala

ରାସ୍ତା କଡରେ ଥିବା ଗଛରେ ପିଟି ହେଲା କାର , ଚାଳକ ମୃତ

ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ ଥାନା କାମାକ୍ଷାନଗର-କଙ୍କଡାହାଡ଼ ପୂର୍ତ୍ତ ବିଭାଗ ରାସ୍ତାର ତଣ୍ଡିମୁଣ୍ଡା ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ କାମାକ୍ଷାନଗର ଥାନା ମହୁଲପାଳ ଗାଁର ସନ୍ତୋଷ ସାସମାଲ । ସେ କୌଣସି କାମରେ ଘରୁ କଙ୍କଡାହାଡ଼ ଯାଉଥିବା ବେଳେ ତଣ୍ଡିମୁଣ୍ଡା ଗାଁ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଗଛରେ ପିଟି ହୋଇ ଯାଇଥିଲେ । ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିବା ଡାକ୍ତର ସୂଚନା ଦେଇଛନ୍ତି । ତେବେ ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ ଗାଡିଟି ସମ୍ପୂର୍ଣ୍ଣ ଚୁନମାର ହୋଇ ଯାଇଥିଲା । ଏ ନେଇ କଙ୍କଡାହାଡ଼ ପୋଲିସ ମୃତ ଦେହ ଉଦ୍ଧାର କରି ଅଧିକ ତଦନ୍ତ ଚଳାଇଛି ।

https://www.thesakala.in/latest-odisha-news/the-car-struck-a-tree-on-the-side-of-the-road/article-10629
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର