ପବିତ୍ର ଦୀପାବଳି ଅବସରରେ ରାଜ୍ଯବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ଆଲୋକର ପର୍ବ ଦୀପାବଳି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହି ପର୍ବ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ ବୋଲି ସେ କହିଛନ୍ତି । ମା' କାଳୀଙ୍କ ପୂଜା ଓ ଦୀପାବଳିର ପବିତ୍ର ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ସାବଧାନତା ଓ ସତର୍କତା ବଜାୟ ରଖି ଉତ୍ସବରେ ସାମିଲ ହୁଅନ୍ତୁ। ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି […]
ଭୁବନେଶ୍ବର: ଆଜି ଆଲୋକର ପର୍ବ ଦୀପାବଳି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହି ପର୍ବ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ ବୋଲି ସେ କହିଛନ୍ତି ।
ମା' କାଳୀଙ୍କ ପୂଜା ଓ ଦୀପାବଳିର ପବିତ୍ର ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ସାବଧାନତା ଓ ସତର୍କତା ବଜାୟ ରଖି ଉତ୍ସବରେ ସାମିଲ ହୁଅନ୍ତୁ। ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ। #ଶୁଭଦୀପାବଳି pic.twitter.com/UeMQunUXdE
ଆହୁରି ପଢ଼ନ୍ତୁ: ପରୀକ୍ଷା ଅବ୍ୟବସ୍ଥାକୁ ନେଇ ନବୀନଙ୍କ କ୍ଷୋଭ: ଭରସା ଭାଙ୍ଗିଛି ଶିକ୍ଷା ବ୍ୟବସ୍ଥା, ଛାତ୍ରଙ୍କ ସହ ଆଲୋଚନା କରନ୍ତୁ ସରକାର— Naveen Patnaik (@Naveen_Odisha) November 4, 2021
ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ, ମା’ କାଳୀଙ୍କ ପୂଜା ଓ ଦୀପାବଳିର ପବିତ୍ର ଅବସରରେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ସାବଧାନତା ଓ ସତର୍କତା ବଜାୟ ରଖି ଉତ୍ସବରେ ସାମିଲ ହେବାକୁ ସେ ପରାମର୍ଶ ଦେଇଛନ୍ତି। ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉବୋଲି ସେ କହିଛନ୍ତି ।
ପବିତ୍ର ଦୀପାବଳି ଅବସରରେ ରାଜ୍ଯବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ଆଲୋକର ପର୍ବ ଦୀପାବଳି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହି ପର୍ବ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ ବୋଲି ସେ କହିଛନ୍ତି ।
ମା' କାଳୀଙ୍କ ପୂଜା ଓ ଦୀପାବଳିର ପବିତ୍ର ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ସାବଧାନତା ଓ ସତର୍କତା ବଜାୟ ରଖି ଉତ୍ସବରେ ସାମିଲ ହୁଅନ୍ତୁ। ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ। #ଶୁଭଦୀପାବଳି pic.twitter.com/UeMQunUXdE
— Naveen Patnaik (@Naveen_Odisha) November 4, 2021