ରାଜସ୍ୱମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କ ସ୍ୱାସ୍ଥ୍ୟ ବିଷୟରେ ଅବଗତ ହେଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ରାଜସ୍ୱମନ୍ତ୍ରୀଙ୍କ ସ୍ବାସ୍ଥାବସ୍ଥା ବିଷୟରେ ଅବଗତ ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆମ୍ରି ହସ୍ପିଟାଲରେ ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡି ଚିକିତ୍ସିତ ହେଉଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ତାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଅବଗତ ହୋଇଛନ୍ତି । ଏହା ସହ ହସ୍ପିଟାଲ ନିର୍ଦ୍ଦେଶକଙ୍କ ସହ କଥା ହୋଇଛନ୍ତି । ସୁଦାମ ମାରାଣ୍ଡିଙ୍କ ସ୍ବାସ୍ଥ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ଗଠନ ହୋଇଥିବା ଟିମକୁ ମଧ୍ୟ ସ୍ୱାସ୍ଥ୍ୟରେ ସୁଧାର ଆଣିବାକୁ କହିଥିଲେ ମୁଖ୍ୟମନ୍ତ୍ରୀ । ଖୁବ ଶୀଘ୍ର ସେ ସୁସ୍ଥ […]

ଭୁବନେଶ୍ୱର: ରାଜସ୍ୱମନ୍ତ୍ରୀଙ୍କ ସ୍ବାସ୍ଥାବସ୍ଥା ବିଷୟରେ ଅବଗତ ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆମ୍ରି ହସ୍ପିଟାଲରେ ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡି ଚିକିତ୍ସିତ ହେଉଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ତାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଅବଗତ ହୋଇଛନ୍ତି । ଏହା ସହ ହସ୍ପିଟାଲ ନିର୍ଦ୍ଦେଶକଙ୍କ ସହ କଥା ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଅତିରିକ୍ତ ତହସିଲଦାରଙ୍କୁ ଅଶ୍ଳୀଳ ଇଙ୍ଗିତ ଅଭିଯୋଗ; ଥାନାରେ ଅଭିଯୋଗ ପରେ ବିଷ ପିଇ ପିଇଦେଲେ PEO

ସୁଦାମ ମାରାଣ୍ଡିଙ୍କ ସ୍ବାସ୍ଥ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ଗଠନ ହୋଇଥିବା ଟିମକୁ ମଧ୍ୟ ସ୍ୱାସ୍ଥ୍ୟରେ ସୁଧାର ଆଣିବାକୁ କହିଥିଲେ ମୁଖ୍ୟମନ୍ତ୍ରୀ । ଖୁବ ଶୀଘ୍ର ସେ ସୁସ୍ଥ ହୋଇ ଫେରନ୍ତୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ମେଡିକାଲ ମଧ୍ୟ ବିଶେଷ ଧ୍ୟାନ ଦେବାକୁ ଅନୁରୋଧ କରିଥିଲେ ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: ଯୌତୁକ ପାଇଁ ନବବଧୂଙ୍କୁ ହତ୍ୟା: ମୃତଦେହ ଛାଡି ସ୍ୱାମୀ ଫେରାର, ଶାଶୁ ଅଟକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp