ଆଜି ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କୁ ଗୁରୁମନ୍ତ୍ର ଦେବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ଆଜି ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କୁ ଗୁରୁମନ୍ତ୍ର ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କିଟ୍‌ କନଭେନସନ ହଲରେ କର୍ମଶାଳା ଅନୁଷ୍ଠିତ ହେବ । ଏଥିରେ ସମସ୍ତ ଜିଲ୍ଲା ପରିଷଦ ସଭାପତି, ଉପସଭାପତିଙ୍କ ସମେତ ପଞ୍ଚାୟତ ସମିତି ଅଧ୍ୟକ୍ଷ ଓ ସରପଞ୍ଚ ଉପସ୍ଥିତ ରହିବେ । କର୍ମଶାଳରେ ସ୍ବଚ୍ଛ ଶାସନର ପାଠ ପଢ଼ିବେ ନିର୍ବାଚିତ ପ୍ରତିନିଧି । ଫାଇଭି ଟି ଅଭିଯାନରେ ସ୍ବଚ୍ଛ ଶାସନରେ ନବନିର୍ବାଚିତ ପ୍ରତିନିଧିଙ୍କର ଭୂମିକା ଗୁରୁତ୍ବପୂର୍ଣ୍ଣ । ଏହି ସମ୍ପର୍କରେ ଟିପ୍ସ […]

ଭୁବନେଶ୍ବର: ଆଜି ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କୁ ଗୁରୁମନ୍ତ୍ର ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କିଟ୍‌ କନଭେନସନ ହଲରେ କର୍ମଶାଳା ଅନୁଷ୍ଠିତ ହେବ । ଏଥିରେ ସମସ୍ତ ଜିଲ୍ଲା ପରିଷଦ ସଭାପତି, ଉପସଭାପତିଙ୍କ ସମେତ ପଞ୍ଚାୟତ ସମିତି ଅଧ୍ୟକ୍ଷ ଓ ସରପଞ୍ଚ ଉପସ୍ଥିତ ରହିବେ । କର୍ମଶାଳରେ ସ୍ବଚ୍ଛ ଶାସନର ପାଠ ପଢ଼ିବେ ନିର୍ବାଚିତ ପ୍ରତିନିଧି । ଫାଇଭି ଟି ଅଭିଯାନରେ ସ୍ବଚ୍ଛ ଶାସନରେ ନବନିର୍ବାଚିତ ପ୍ରତିନିଧିଙ୍କର ଭୂମିକା ଗୁରୁତ୍ବପୂର୍ଣ୍ଣ । ଏହି ସମ୍ପର୍କରେ ଟିପ୍ସ ଦେବେ ନବୀନ ।

ଆହୁରି ପଢ଼ନ୍ତୁ: ଡିଆରଡିଏ ମହିଳା ୱାସ ରୁମରେ ଲାଗିଥିଲା ସିକ୍ରେଟ୍ କ୍ୟାମେରା; କିଏ ଓ କେଉଁ ଉଦେଶ୍ୟରେ ଲଗାଇଥିଲା ତାହା ଅସ୍ପଷ୍ଟ

ଲୋକଙ୍କ ଆସ୍ଥା ପ୍ରକଟ କରିଥିବା ନେତା ନିର୍ବାଚନ ସମୟରେ ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି କିଭଳି ପୂରଣ କରାଯିବ, ତାହା ଉପରେ କର୍ମଶାଳାରେ ଗୁରୁତ୍ବ ଦିଆଯିବ । ବିଶେଷକରି ଗ୍ରାମାଞ୍ଚଳର ମୌଳିକ ସମସ୍ୟାର ସମାଧାନ ଉପରେ ଫୋକସ କରାଯିବ । ଏହା ସହ ଲୋକଙ୍କ ପାଖରେ ସହଜରେ ସମସ୍ତ ସେବା ପହଞ୍ଚାଇବା ସମ୍ପର୍କରେ ପରାମର୍ଶ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ଜେଏସଡବ୍ଲୁ ପ୍ଲାଣ୍ଟର ପୁନଃ ଶିଳାନ୍ୟାସ ରାଜ୍ୟବାସୀଙ୍କୁ ଭୁଆଁ ବୁଲାଇବାକୁ ଉଦ୍ଦିଷ୍ଟ: ବିଜେଡି

02 Jun 2022 By The Sakala

ଆଜି ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କୁ ଗୁରୁମନ୍ତ୍ର ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କୁ ଗୁରୁମନ୍ତ୍ର ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କିଟ୍‌ କନଭେନସନ ହଲରେ କର୍ମଶାଳା ଅନୁଷ୍ଠିତ ହେବ । ଏଥିରେ ସମସ୍ତ ଜିଲ୍ଲା ପରିଷଦ ସଭାପତି, ଉପସଭାପତିଙ୍କ ସମେତ ପଞ୍ଚାୟତ ସମିତି ଅଧ୍ୟକ୍ଷ ଓ ସରପଞ୍ଚ ଉପସ୍ଥିତ ରହିବେ । କର୍ମଶାଳରେ ସ୍ବଚ୍ଛ ଶାସନର ପାଠ ପଢ଼ିବେ ନିର୍ବାଚିତ ପ୍ରତିନିଧି । ଫାଇଭି ଟି ଅଭିଯାନରେ ସ୍ବଚ୍ଛ ଶାସନରେ ନବନିର୍ବାଚିତ ପ୍ରତିନିଧିଙ୍କର ଭୂମିକା ଗୁରୁତ୍ବପୂର୍ଣ୍ଣ । ଏହି ସମ୍ପର୍କରେ ଟିପ୍ସ ଦେବେ ନବୀନ ।

ଲୋକଙ୍କ ଆସ୍ଥା ପ୍ରକଟ କରିଥିବା ନେତା ନିର୍ବାଚନ ସମୟରେ ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି କିଭଳି ପୂରଣ କରାଯିବ, ତାହା ଉପରେ କର୍ମଶାଳାରେ ଗୁରୁତ୍ବ ଦିଆଯିବ । ବିଶେଷକରି ଗ୍ରାମାଞ୍ଚଳର ମୌଳିକ ସମସ୍ୟାର ସମାଧାନ ଉପରେ ଫୋକସ କରାଯିବ । ଏହା ସହ ଲୋକଙ୍କ ପାଖରେ ସହଜରେ ସମସ୍ତ ସେବା ପହଞ୍ଚାଇବା ସମ୍ପର୍କରେ ପରାମର୍ଶ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର