ଆଜି ୧୦ଟି ସ୍ମାର୍ଟ ସ୍କୁଲର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଆଜି ଚତୁର୍ଥ ପର୍ଯ୍ୟାୟରେ ଗଞ୍ଜାମ ଜିଲ୍ଲାରେ ୧୦ଟି ରୂପାନ୍ତର ବିଦ୍ୟାଳୟର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ମାର୍ଟ ବ୍ୟବସ୍ଥାରେ ପାଠ ପଢୁଛନ୍ତି ପିଲା । ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଏହି ସ୍କୁଲର ଉଦଘାଟନ କରିବେ । କାର୍ଯ୍ୟକ୍ରମରେ ବହୁ ମନ୍ତ୍ରୀ ଓ ବିଧାୟକ ସାମିଲ ହେବେ । ଶ୍ରେଣୀ ଗୃହ ସାଙ୍ଗକୁ ଇ-ଲାଇବ୍ରେରୀ ନିର୍ମାଣ ହୋଇଛି । ଯେଉଁଥିରେ ଛାତ୍ର ଛାତ୍ରୀମାନେ ଅନଲାଇନରେ ପାଠ ପଢିବାର ସୁଯୋଗ ପାଇବେ । ଗତ […]

ଭୁବନେଶ୍ୱର: ଆଜି ଚତୁର୍ଥ ପର୍ଯ୍ୟାୟରେ ଗଞ୍ଜାମ ଜିଲ୍ଲାରେ ୧୦ଟି ରୂପାନ୍ତର ବିଦ୍ୟାଳୟର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ମାର୍ଟ ବ୍ୟବସ୍ଥାରେ ପାଠ ପଢୁଛନ୍ତି ପିଲା । ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଏହି ସ୍କୁଲର ଉଦଘାଟନ କରିବେ । କାର୍ଯ୍ୟକ୍ରମରେ ବହୁ ମନ୍ତ୍ରୀ ଓ ବିଧାୟକ ସାମିଲ ହେବେ । ଶ୍ରେଣୀ ଗୃହ ସାଙ୍ଗକୁ ଇ-ଲାଇବ୍ରେରୀ ନିର୍ମାଣ ହୋଇଛି । ଯେଉଁଥିରେ ଛାତ୍ର ଛାତ୍ରୀମାନେ ଅନଲାଇନରେ ପାଠ ପଢିବାର ସୁଯୋଗ ପାଇବେ । ଗତ ୨୧ ତାରିଖରେ ରାଜ୍ୟ ସରକାରଙ୍କର ସ୍କୁଲ ରୂପାନ୍ତର କାର୍ଯ୍ୟ ଆରମ୍ଭ ହୋଇଥିଲା । ଫାଇଭ୍‌-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି । ପାଞ୍ଚଟି ପର୍ଯ୍ୟାୟରେ ୫୦ଟି ସ୍କୁଲ ଲୋକାର୍ପଣ କରାଯିବ । ତିନୋଟି ପର୍ଯ୍ୟାୟରେ ୩୦ଟି ସ୍କୁଲ ଲୋକାର୍ପିତ ହୋଇସାରିଛି ।

ଆହୁରି ପଢ଼ନ୍ତୁ: ପେଟ୍ରୋଲ-ଡିଜେଲ ସରିଯିବା ନେଇ ମାଲକାନଗିରିରେ ଗୁଜବ, ପେଟ୍ରୋଲ ପମ୍ପରେ ଅସମ୍ଭାଳ ଭିଡ

28 Aug 2021 By The Sakala

ଆଜି ୧୦ଟି ସ୍ମାର୍ଟ ସ୍କୁଲର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଚତୁର୍ଥ ପର୍ଯ୍ୟାୟରେ ଗଞ୍ଜାମ ଜିଲ୍ଲାରେ ୧୦ଟି ରୂପାନ୍ତର ବିଦ୍ୟାଳୟର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ମାର୍ଟ ବ୍ୟବସ୍ଥାରେ ପାଠ ପଢୁଛନ୍ତି ପିଲା । ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଏହି ସ୍କୁଲର ଉଦଘାଟନ କରିବେ । କାର୍ଯ୍ୟକ୍ରମରେ ବହୁ ମନ୍ତ୍ରୀ ଓ ବିଧାୟକ ସାମିଲ ହେବେ । ଶ୍ରେଣୀ ଗୃହ ସାଙ୍ଗକୁ ଇ-ଲାଇବ୍ରେରୀ ନିର୍ମାଣ ହୋଇଛି । ଯେଉଁଥିରେ ଛାତ୍ର ଛାତ୍ରୀମାନେ ଅନଲାଇନରେ ପାଠ ପଢିବାର ସୁଯୋଗ ପାଇବେ । ଗତ ୨୧ ତାରିଖରେ ରାଜ୍ୟ ସରକାରଙ୍କର ସ୍କୁଲ ରୂପାନ୍ତର କାର୍ଯ୍ୟ ଆରମ୍ଭ ହୋଇଥିଲା । ଫାଇଭ୍‌-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି । ପାଞ୍ଚଟି ପର୍ଯ୍ୟାୟରେ ୫୦ଟି ସ୍କୁଲ ଲୋକାର୍ପଣ କରାଯିବ । ତିନୋଟି ପର୍ଯ୍ୟାୟରେ ୩୦ଟି ସ୍କୁଲ ଲୋକାର୍ପିତ ହୋଇସାରିଛି ।

https://www.thesakala.in/latest-odisha-news/the-chief-minister-will-inaugurate-10-smart-schools-today/article-4973
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର