ତୁଟିଲା ଲିଙ୍ଗରାଜଙ୍କ ନୀତିକାନ୍ତି ବିବାଦ

The Sakala Picture
Published On

ଭୁୂବନେଶ୍ବର: ତୁଟିଲା ଲିଙ୍ଗରାଜଙ୍କ ନୀତିକାନ୍ତି ବିବାଦ । ବର୍ତ୍ତମାନ ଠାରୁ ଲିଙ୍ଗରାଜଙ୍କ ନୀତିକାନ୍ତି ଆରମ୍ଭ ହେବ । ବୈଠକ ପରେ  ଏ ନେଇ ସୂଚନା ଦେଇଛନ୍ତ ଜିଲ୍ଲାପାଳ ଚଞ୍ଚଳ ରାଣା । ଯେଉଁମାନେ ବିଶୃଙ୍ଖଳା କରିଥିଲେ କାର୍ଯ୍ୟାନୁଷ୍ଠାନ ହେବ । ୨୪ ଘଣ୍ଟା ମଧ୍ୟରେ ADM ତଦନ୍ତ କରି ରିପୋର୍ଟ ଦେବେ । ରିପୋର୍ଟ ମିଳିବା ପରେ ସେମାନଙ୍କୁ ସୋ କଜ୍‌ ନୋଟିସ୍‌ ହେବ । ଅତି କମ୍‌ରେ ବିଶୃଙ୍ଖଳାକାରୀଙ୍କୁ ସେବା ପୂଜାରୁ ସସ୍‌ପେଣ୍ଡ୍‌ କରାଯିବ ବୋଲି […]

ଭୁୂବନେଶ୍ବର: ତୁଟିଲା ଲିଙ୍ଗରାଜଙ୍କ ନୀତିକାନ୍ତି ବିବାଦ । ବର୍ତ୍ତମାନ ଠାରୁ ଲିଙ୍ଗରାଜଙ୍କ ନୀତିକାନ୍ତି ଆରମ୍ଭ ହେବ । ବୈଠକ ପରେ  ଏ ନେଇ ସୂଚନା ଦେଇଛନ୍ତ ଜିଲ୍ଲାପାଳ ଚଞ୍ଚଳ ରାଣା । ଯେଉଁମାନେ ବିଶୃଙ୍ଖଳା କରିଥିଲେ କାର୍ଯ୍ୟାନୁଷ୍ଠାନ ହେବ । ୨୪ ଘଣ୍ଟା ମଧ୍ୟରେ ADM ତଦନ୍ତ କରି ରିପୋର୍ଟ ଦେବେ । ରିପୋର୍ଟ ମିଳିବା ପରେ ସେମାନଙ୍କୁ ସୋ କଜ୍‌ ନୋଟିସ୍‌ ହେବ । ଅତି କମ୍‌ରେ ବିଶୃଙ୍ଖଳାକାରୀଙ୍କୁ ସେବା ପୂଜାରୁ ସସ୍‌ପେଣ୍ଡ୍‌ କରାଯିବ ବୋଲି ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଆଜ୍ଞାମାଳ ବିଜେ ପରେ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ହେଲା ରଥକାଠ ଅନୁକୂଳ

ସୂଚନା ଅନୁଯାୟୀ, ଲିଙ୍ଗରାଜ ମନ୍ଦିର ନୀତିକାନ୍ତି ବିଭ୍ରାଟ ପ୍ରସଙ୍ଗରେ ଜିଲ୍ଲାପାଳଙ୍କ ଅଧକ୍ଷତରେ ସ୍ୱତନ୍ତ୍ର ପ୍ରଦକ୍ଷଣ ଗୃହରେ ଆଜି ବୈଠକ ବସିଥିଲା। ଏହି ବୈଠକରେ ଟ୍ରଷ୍ଟ ବୋର୍ଡ଼ର ସମସ୍ତ ନିଯୋଗକଙ୍କ ଉପସ୍ଥିତ ସହ ଜୋନ୍ ଏସିପି ଓ ମନ୍ଦିର ପ୍ରଶାସନ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ଭୋଟର ଲିଷ୍ଟରୁ ୯.୮ଲକ୍ଷ ଭୋଟରଙ୍କ ନାଁ କଟିବା ପ୍ରସଙ୍ଗ: ପୁନର୍ବିଚାର ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

15 Jan 2025 By The Sakala

ତୁଟିଲା ଲିଙ୍ଗରାଜଙ୍କ ନୀତିକାନ୍ତି ବିବାଦ

ଭୁୂବନେଶ୍ବର: ତୁଟିଲା ଲିଙ୍ଗରାଜଙ୍କ ନୀତିକାନ୍ତି ବିବାଦ । ବର୍ତ୍ତମାନ ଠାରୁ ଲିଙ୍ଗରାଜଙ୍କ ନୀତିକାନ୍ତି ଆରମ୍ଭ ହେବ । ବୈଠକ ପରେ  ଏ ନେଇ ସୂଚନା ଦେଇଛନ୍ତ ଜିଲ୍ଲାପାଳ ଚଞ୍ଚଳ ରାଣା । ଯେଉଁମାନେ ବିଶୃଙ୍ଖଳା କରିଥିଲେ କାର୍ଯ୍ୟାନୁଷ୍ଠାନ ହେବ । ୨୪ ଘଣ୍ଟା ମଧ୍ୟରେ ADM ତଦନ୍ତ କରି ରିପୋର୍ଟ ଦେବେ । ରିପୋର୍ଟ ମିଳିବା ପରେ ସେମାନଙ୍କୁ ସୋ କଜ୍‌ ନୋଟିସ୍‌ ହେବ । ଅତି କମ୍‌ରେ ବିଶୃଙ୍ଖଳାକାରୀଙ୍କୁ ସେବା ପୂଜାରୁ ସସ୍‌ପେଣ୍ଡ୍‌ କରାଯିବ ବୋଲି ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ଲିଙ୍ଗରାଜ ମନ୍ଦିର ନୀତିକାନ୍ତି ବିଭ୍ରାଟ ପ୍ରସଙ୍ଗରେ ଜିଲ୍ଲାପାଳଙ୍କ ଅଧକ୍ଷତରେ ସ୍ୱତନ୍ତ୍ର ପ୍ରଦକ୍ଷଣ ଗୃହରେ ଆଜି ବୈଠକ ବସିଥିଲା। ଏହି ବୈଠକରେ ଟ୍ରଷ୍ଟ ବୋର୍ଡ଼ର ସମସ୍ତ ନିଯୋଗକଙ୍କ ଉପସ୍ଥିତ ସହ ଜୋନ୍ ଏସିପି ଓ ମନ୍ଦିର ପ୍ରଶାସନ ଉପସ୍ଥିତ ଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର