ଆସନ୍ତାକାଲିଠୁ ଆରମ୍ଭ ହେବ ଇଞ୍ଜିନିୟରିଂ ପାଠ୍ୟକ୍ରମ ପାଇଁ କାଉନସେଲିଂ ପ୍ରକ୍ରିୟା

The Sakala Picture
Published On

ଭୁବନେଶ୍ବର: ଆସନ୍ତାକାଲିଠୁ ଆରମ୍ଭ ହେବ ଇଞ୍ଜିନିୟରିଂ ପାଠ୍ୟକ୍ରମ ପାଇଁ କାଉନସେଲିଂ ପ୍ରକ୍ରିୟା। ଓଜେଇଇ ୱେବ୍ ସାଇଟରେ ଅନଲାଇନ୍ ମାଧ୍ୟମରେ ଆରମ୍ଭ ହେବ ନାମଲେଖା ପାଇଁ ଆବେଦନ । ବି.ଟେକ, ବି.ଆର୍କ, ବି.ପ୍ଲାନ୍, ବି କ୍ୟାଟ, ଇଣ୍ଟିଗ୍ରେଟେଡ ଏମସିଏ ପଢିବାକୁ ଆଗ୍ରହ ଛାତ୍ରଛାତ୍ରୀମାନେ କରିବେ ଆବେଦନ। ଜୁଲାଇ ୧୨ତାରିଖ ଯାଏଁ ଚଏସ ଫିଲ କରି ପଞ୍ଜିକରଣ କରିବେ ଛାତ୍ରଛାତ୍ରୀ। ୧୪ ତାରିଖରେ ଚଏସ ଲକିଂ କରିବେ। ୧୫ ତାରିଖ ସୁଦ୍ଧା ଶେଷ ହେବ ପଞ୍ଜିକରଣ ପ୍ରକ୍ରିୟା। ୧୯ ରେ […]

ଭୁବନେଶ୍ବର: ଆସନ୍ତାକାଲିଠୁ ଆରମ୍ଭ ହେବ ଇଞ୍ଜିନିୟରିଂ ପାଠ୍ୟକ୍ରମ ପାଇଁ କାଉନସେଲିଂ ପ୍ରକ୍ରିୟା। ଓଜେଇଇ ୱେବ୍ ସାଇଟରେ ଅନଲାଇନ୍ ମାଧ୍ୟମରେ ଆରମ୍ଭ ହେବ ନାମଲେଖା ପାଇଁ ଆବେଦନ । ବି.ଟେକ, ବି.ଆର୍କ, ବି.ପ୍ଲାନ୍, ବି କ୍ୟାଟ, ଇଣ୍ଟିଗ୍ରେଟେଡ ଏମସିଏ ପଢିବାକୁ ଆଗ୍ରହ ଛାତ୍ରଛାତ୍ରୀମାନେ କରିବେ ଆବେଦନ। ଜୁଲାଇ ୧୨ତାରିଖ ଯାଏଁ ଚଏସ ଫିଲ କରି ପଞ୍ଜିକରଣ କରିବେ ଛାତ୍ରଛାତ୍ରୀ। ୧୪ ତାରିଖରେ ଚଏସ ଲକିଂ କରିବେ। ୧୫ ତାରିଖ ସୁଦ୍ଧା ଶେଷ ହେବ ପଞ୍ଜିକରଣ ପ୍ରକ୍ରିୟା। ୧୯ ରେ ପ୍ରକାଶ ପାଇବ ପ୍ରଥମ ସିଟ୍ ଆଲର୍ଟମେଣ୍ଟ ତାଲିକା। ୧୯ ରୁ ୨୩ ହେବ ଡକ୍ୟୁମେଣ୍ଟ ଭେରିଫିକେଶନ। ରାଜ୍ୟରେ ଥିବା ସରକାରୀ ଓ ଘରୋଇ ଇଞ୍ଜିନିୟରିଙ୍ଗ ସିଟରେ ନାମଲେଖାଇବା ପାଇଁ ଓଜେଇଇ କରିଥାଏ କାଉନସେଲିଂ।

ଆହୁରି ପଢ଼ନ୍ତୁ: ୧୪ରେ ଆସୁଛି ଆଉ ଏକ ଲଘୁଚାପ ! ସେପ୍ଟେମ୍ବର ୮ରୁ ରାଜ୍ୟରେ ପୁଣି ବଢିବ ବର୍ଷା

[wp-embedder-pack width=”100%” height=”400px” download=”all” download-text=”” attachment_id=”90218″ /]

ଆହୁରି ପଢ଼ନ୍ତୁ: ଲୁଗା ଶୁଖାଇବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର