କରୋନା ମୃତ୍ୟୁରେ ଲାଗୁନି ବ୍ରେକ, ଆଜି ରାଜ୍ୟରେ ସର୍ବାଧିକ ୬୩ ଜଣଙ୍କ ଜୀବନ ନେଲା କରୋନା
ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୬୩ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୬୬୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । Details of cases confirmed as death due to […]
ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୬୩ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୬୬୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Details of cases confirmed as death due to Covid-19, after due completion of death audit process:
ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ଇଞ୍ଜିନିୟରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ଫୋରେନ୍ସିକ୍ ଲ୍ୟାବ୍ରେ ସୁଇସାଇଡ୍ ନୋଟ୍, ପତ୍ନୀଙ୍କୁ ସନ୍ଦେହ1.A 41 years old Male of Angul District.
ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ପ୍ରଶାସନର ବଡ଼ ପଦକ୍ଷେପ: 'ମହାପ୍ରସାଦ' ଓ 'ନୀଳଚକ୍ର' ସମେତ ୫ଟି ପବିତ୍ର ନାମକୁ ମିଳିଲା ଟ୍ରେଡମାର୍କ ଅନୁମୋଦନ2.A 63 years old Male of Balangiri District who was also suffering from Hypertension.
— H & FW Dept Odisha (@HFWOdisha) July 12, 2021
କରୋନା ମୃତ୍ୟୁରେ ଲାଗୁନି ବ୍ରେକ, ଆଜି ରାଜ୍ୟରେ ସର୍ବାଧିକ ୬୩ ଜଣଙ୍କ ଜୀବନ ନେଲା କରୋନା
ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୬୩ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୬୬୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Details of cases confirmed as death due to Covid-19, after due completion of death audit process:
1.A 41 years old Male of Angul District.
2.A 63 years old Male of Balangiri District who was also suffering from Hypertension.
— H & FW Dept Odisha (@HFWOdisha) July 12, 2021