ଭୁବନେଶ୍ୱର ଏମ୍ସକୁ ଆସିଲା ପ୍ରଥମ ECMO ମେସିନ୍

The Sakala Picture
Published On

ଭୁବନେଶ୍ୱର: ଓଡ଼ିଶା ଆସିଲା ପ୍ରଥମ ଇକମୋ( ECMO) ମେସିନ୍ । ଭୁବନେଶ୍ୱର ଏମ୍ସ ପ୍ରଥମ ECMO ମେସିନ୍ ପାଇଛି । ଏହାକୁ କାର୍ଯ୍ଯକ୍ଷମ କରିବା ସହ ଅପରେଟ୍ କରିବା ପାଇଁ ସ୍ୱତନ୍ତ୍ର ଡାକ୍ତରୀ ଟିମକୁ ପ୍ରଶିକ୍ଷଣ ଦିଆଯାଇଛି । ଏହି ଡାକ୍ତରୀ ଟିମରେ ଅଛନ୍ତି ଡାକ୍ତର ରୁଦ୍ର ପ୍ରତାପ ମହାପାତ୍ର ଓ ଡାକ୍ତର ସିଦ୍ଧାର୍ଥ ସଥିଆ (ହୃଦରୋଗ ବିଭାଗ), ଡାକ୍ତର କ୍ରିଷ୍ଣା (ଶିଶୁ ରୋଗ) ଓ ଆନେସ୍ଥେସିଓଲୋଜି ବିଭାଗ ମୁଖ୍ୟ ଡାକ୍ତର ସତ୍ୟଜିତ ମିଶ୍ର । ବର୍ତ୍ତମାନ […]

ଭୁବନେଶ୍ୱର: ଓଡ଼ିଶା ଆସିଲା ପ୍ରଥମ ଇକମୋ( ECMO) ମେସିନ୍ । ଭୁବନେଶ୍ୱର ଏମ୍ସ ପ୍ରଥମ ECMO ମେସିନ୍ ପାଇଛି । ଏହାକୁ କାର୍ଯ୍ଯକ୍ଷମ କରିବା ସହ ଅପରେଟ୍ କରିବା ପାଇଁ ସ୍ୱତନ୍ତ୍ର ଡାକ୍ତରୀ ଟିମକୁ ପ୍ରଶିକ୍ଷଣ ଦିଆଯାଇଛି । ଏହି ଡାକ୍ତରୀ ଟିମରେ ଅଛନ୍ତି ଡାକ୍ତର ରୁଦ୍ର ପ୍ରତାପ ମହାପାତ୍ର ଓ ଡାକ୍ତର ସିଦ୍ଧାର୍ଥ ସଥିଆ (ହୃଦରୋଗ ବିଭାଗ), ଡାକ୍ତର କ୍ରିଷ୍ଣା (ଶିଶୁ ରୋଗ) ଓ ଆନେସ୍ଥେସିଓଲୋଜି ବିଭାଗ ମୁଖ୍ୟ ଡାକ୍ତର ସତ୍ୟଜିତ ମିଶ୍ର ।

ଆହୁରି ପଢ଼ନ୍ତୁ: ଚାମେଲି ଓଝାଙ୍କୁ ଦୁର୍ବ୍ୟବହାର ସହ ପୁଲିସର ମାଡ଼ ଅଭିଯୋଗ, ପ୍ରତିବାଦରେ ସରକାରୀ କାର୍ଯ୍ୟରେ ଅସହଯୋଗ କରିବାକୁ ସରପଞ୍ଚ ସଂଘର ଚେତାବନୀ

ବର୍ତ୍ତମାନ ସୁଦ୍ଧା ନର୍ସିଂ କର୍ମଚାରୀଙ୍କୁ ତାଲିମ ଦିଆଯାଇ ନ ଥିବାରୁ ମେସିନ୍ ଚଳାଇବା ନେଇ ଆବଶ୍ୟକ ନିର୍ଦ୍ଦେଶନାମା ଜାରି କରିଛନ୍ତି ହସ୍ପିଟାଲ କର୍ତ୍ତୃପକ୍ଷ । ECMO ଚିକିତ୍ସାରେ ଥିବା ଜଣେ ରୋଗୀଙ୍କ ଉପରେ ୨୪ ଘଣ୍ଟା ନଜର ରଖିବାକୁ ପଡିଥାଏ। ସେଥିପାଇଁ ନର୍ସଙ୍କ ଆବଶ୍ୟକତା ରହିଛି ।

ଆହୁରି ପଢ଼ନ୍ତୁ: ଭଦ୍ରକରେ ମହୁମାଛି ଆକ୍ରମଣରେ ମହିଳାଙ୍କ ମୃତ୍ୟୁ, ୧୨ରୁ ଅଧିକ ଆହତ

କରୋନା ପରେ ଗତବର୍ଷ ଇକମୋ ୟୁନିଟକୁ କାର୍ଯ୍ଯକ୍ଷମ କରାଇବା ପାଇଁ ଲକ୍ଷ୍ୟ ରଖିଥିଲେ ଏମ୍ସ କର୍ତ୍ତୃପକ୍ଷ । ତେବେ ଗତବର୍ଷ ନଭେମ୍ବର ଏଥିପାଇଁ ହୋଇଥିବା ଇ-ଟେଣ୍ଡର କେହି ସାମିଲ ହୋଇ ନଥିଲେ । ଆସନ୍ତା ତିନି ମାସ ଭିତରେ ଦ୍ୱିତୀୟ ECMO ମେସିନ୍ ଆସିବା ନେଇ ଆଶା କରାଯାଉଛି ।

ଆହୁରି ପଢ଼ନ୍ତୁ: ନଦୀରେ ଗାଧୋଇବା ହେଲା କାଳ, ପାଣିରେ ବୁଡ଼ି ଯାଇ ୨ ନାବାଳକ ଭାଇଙ୍କ ମୃତ୍ୟୁ

01 Jul 2021 By The Sakala

ଭୁବନେଶ୍ୱର ଏମ୍ସକୁ ଆସିଲା ପ୍ରଥମ ECMO ମେସିନ୍

ଭୁବନେଶ୍ୱର: ଓଡ଼ିଶା ଆସିଲା ପ୍ରଥମ ଇକମୋ( ECMO) ମେସିନ୍ । ଭୁବନେଶ୍ୱର ଏମ୍ସ ପ୍ରଥମ ECMO ମେସିନ୍ ପାଇଛି । ଏହାକୁ କାର୍ଯ୍ଯକ୍ଷମ କରିବା ସହ ଅପରେଟ୍ କରିବା ପାଇଁ ସ୍ୱତନ୍ତ୍ର ଡାକ୍ତରୀ ଟିମକୁ ପ୍ରଶିକ୍ଷଣ ଦିଆଯାଇଛି । ଏହି ଡାକ୍ତରୀ ଟିମରେ ଅଛନ୍ତି ଡାକ୍ତର ରୁଦ୍ର ପ୍ରତାପ ମହାପାତ୍ର ଓ ଡାକ୍ତର ସିଦ୍ଧାର୍ଥ ସଥିଆ (ହୃଦରୋଗ ବିଭାଗ), ଡାକ୍ତର କ୍ରିଷ୍ଣା (ଶିଶୁ ରୋଗ) ଓ ଆନେସ୍ଥେସିଓଲୋଜି ବିଭାଗ ମୁଖ୍ୟ ଡାକ୍ତର ସତ୍ୟଜିତ ମିଶ୍ର ।

ବର୍ତ୍ତମାନ ସୁଦ୍ଧା ନର୍ସିଂ କର୍ମଚାରୀଙ୍କୁ ତାଲିମ ଦିଆଯାଇ ନ ଥିବାରୁ ମେସିନ୍ ଚଳାଇବା ନେଇ ଆବଶ୍ୟକ ନିର୍ଦ୍ଦେଶନାମା ଜାରି କରିଛନ୍ତି ହସ୍ପିଟାଲ କର୍ତ୍ତୃପକ୍ଷ । ECMO ଚିକିତ୍ସାରେ ଥିବା ଜଣେ ରୋଗୀଙ୍କ ଉପରେ ୨୪ ଘଣ୍ଟା ନଜର ରଖିବାକୁ ପଡିଥାଏ। ସେଥିପାଇଁ ନର୍ସଙ୍କ ଆବଶ୍ୟକତା ରହିଛି ।

କରୋନା ପରେ ଗତବର୍ଷ ଇକମୋ ୟୁନିଟକୁ କାର୍ଯ୍ଯକ୍ଷମ କରାଇବା ପାଇଁ ଲକ୍ଷ୍ୟ ରଖିଥିଲେ ଏମ୍ସ କର୍ତ୍ତୃପକ୍ଷ । ତେବେ ଗତବର୍ଷ ନଭେମ୍ବର ଏଥିପାଇଁ ହୋଇଥିବା ଇ-ଟେଣ୍ଡର କେହି ସାମିଲ ହୋଇ ନଥିଲେ । ଆସନ୍ତା ତିନି ମାସ ଭିତରେ ଦ୍ୱିତୀୟ ECMO ମେସିନ୍ ଆସିବା ନେଇ ଆଶା କରାଯାଉଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର