ଧଉଳି ଶାନ୍ତି ସ୍ତୂପର ପାଳନ ହେବ ବିଶ୍ୱସ୍ତରୀୟ ସୁବର୍ଣ୍ଣ ଜୟନ୍ତୀ, ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ

The Sakala Picture
Published On

ଭୁବନେଶ୍ବର: ଆସନ୍ତା ୨୮ ରେ ଧଉଳିସ୍ତୁପକୁ ପୁରୁଛି ୫୦ ବର୍ଷା । ଏହି ଅବସରରେ ସ୍ତୁପ ପରିସରରେ ପାଳିତ ହେବାକୁ ଯାଉଚି ଗୋଲ୍ଡେନ ଜୁବୁଲି ସମାରୋହ। ଏଥି ପାଇଁ ରାଜ୍ୟ ସରକାରଙ୍କ ତରଫରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ଏହା ପୂର୍ବରୁ ଆଜି ମୁଖ୍ୟ ଶାସନ ସଚିବ ଧଉଳିସ୍ତୁପ ପରିଭ୍ରମଣ କରି ସ୍ଥିତି ସମୀକ୍ଷା କରିଛନ୍ତି । ସୁବର୍ଣ୍ଣ ଜୟନ୍ତୀ ଅବସରରେ ଲାଇଟ୍ ଆଣ୍ଡ ସାଉଣ୍ଡ କାର୍ଯ୍ଯକ୍ରମକୁ ପ୍ରାଧାନ୍ୟ ଦେଇଛନ୍ତି । ସମସ୍ତ କାର୍ଯ୍ଯକ୍ରମ ନିର୍ଦ୍ଧାରିତ […]

ଭୁବନେଶ୍ବର: ଆସନ୍ତା ୨୮ ରେ ଧଉଳିସ୍ତୁପକୁ ପୁରୁଛି ୫୦ ବର୍ଷା । ଏହି ଅବସରରେ ସ୍ତୁପ ପରିସରରେ ପାଳିତ ହେବାକୁ ଯାଉଚି ଗୋଲ୍ଡେନ ଜୁବୁଲି ସମାରୋହ। ଏଥି ପାଇଁ ରାଜ୍ୟ ସରକାରଙ୍କ ତରଫରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ଏହା ପୂର୍ବରୁ ଆଜି ମୁଖ୍ୟ ଶାସନ ସଚିବ ଧଉଳିସ୍ତୁପ ପରିଭ୍ରମଣ କରି ସ୍ଥିତି ସମୀକ୍ଷା କରିଛନ୍ତି । ସୁବର୍ଣ୍ଣ ଜୟନ୍ତୀ ଅବସରରେ ଲାଇଟ୍ ଆଣ୍ଡ ସାଉଣ୍ଡ କାର୍ଯ୍ଯକ୍ରମକୁ ପ୍ରାଧାନ୍ୟ ଦେଇଛନ୍ତି । ସମସ୍ତ କାର୍ଯ୍ଯକ୍ରମ ନିର୍ଦ୍ଧାରିତ ସମୟ ପୂର୍ବରୁ କିଭଲି ସରିବ ସେନେଇ ପ୍ରଧାନ୍ୟ ଦେଇଥିବା ବେଳେ ବିଶିଷ୍ଟ ବ୍ୟକ୍ତିଙ୍କ ଅଭୂର୍ଥନାକୁ ଗୁରୁତ୍ଵ ଦିଆଯାଇଛି । ସେପଟେ ଭିନ୍ନକ୍ଷମ ଓ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ପ୍ରସ୍ତୁତି ବୁଲି ସମୀକ୍ଷା କରିଛନ୍ତି । ବିଧାୟକ ପାଣ୍ଠିରୁ ୫୦ ଲକ୍ଷ ଟଙ୍କା ଓ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ୧ କୋଟି ଟଙ୍କା ଖର୍ଚ୍ଚ ହେଉଥିବା ସୂଚନା ଦେଇଛନ୍ତି । ସୁବର୍ଣ୍ଣ ଜୟନ୍ତୀ ଅବସରରେ ପୃଥିବୀର ବିଭିନ୍ନ ଦେଶରୁ ପ୍ରାୟ ୧୫୦ ବୌଦ୍ଧ ସନ୍ୟାସୀ ଯୋଗ ଦେବାର ସମ୍ଭାବନା ରହିଛି । ମୁଖ୍ୟ ଉତ୍ସବ ଦିନ ଭୁବନେଶ୍ୱରରୁ ଧଉଳି ପର୍ଯ୍ଯନ୍ତ ଏକ ଶାନ୍ତି ଶୋଭାଯାତ୍ରା ଆୟୋଜିତ ହେବ । ତେବେ ଧଉଲିର ସର୍ବାଗିନ ଉନ୍ନତିମୂଳକ କାର୍ଯ୍ଯକୁ ଦେଖି ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶସା କରିଛନ୍ତି ବୌଦ୍ଧ ସନ୍ୟାସୀ ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଭୋଟ୍ ତାଲିକାରୁ କଟିଛି ୯ ଲକ୍ଷ ୮୦ ହଜାର ଭୋଟରଙ୍କ ନାଁ, ତୃଣମୂଳ ସ୍ତରରେ ଯାଞ୍ଚ ହୋଇନଥିବା ଅଭିଯୋଗ

23 Oct 2022 By The Sakala

ଧଉଳି ଶାନ୍ତି ସ୍ତୂପର ପାଳନ ହେବ ବିଶ୍ୱସ୍ତରୀୟ ସୁବର୍ଣ୍ଣ ଜୟନ୍ତୀ, ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ

ଭୁବନେଶ୍ବର: ଆସନ୍ତା ୨୮ ରେ ଧଉଳିସ୍ତୁପକୁ ପୁରୁଛି ୫୦ ବର୍ଷା । ଏହି ଅବସରରେ ସ୍ତୁପ ପରିସରରେ ପାଳିତ ହେବାକୁ ଯାଉଚି ଗୋଲ୍ଡେନ ଜୁବୁଲି ସମାରୋହ। ଏଥି ପାଇଁ ରାଜ୍ୟ ସରକାରଙ୍କ ତରଫରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ଏହା ପୂର୍ବରୁ ଆଜି ମୁଖ୍ୟ ଶାସନ ସଚିବ ଧଉଳିସ୍ତୁପ ପରିଭ୍ରମଣ କରି ସ୍ଥିତି ସମୀକ୍ଷା କରିଛନ୍ତି । ସୁବର୍ଣ୍ଣ ଜୟନ୍ତୀ ଅବସରରେ ଲାଇଟ୍ ଆଣ୍ଡ ସାଉଣ୍ଡ କାର୍ଯ୍ଯକ୍ରମକୁ ପ୍ରାଧାନ୍ୟ ଦେଇଛନ୍ତି । ସମସ୍ତ କାର୍ଯ୍ଯକ୍ରମ ନିର୍ଦ୍ଧାରିତ ସମୟ ପୂର୍ବରୁ କିଭଲି ସରିବ ସେନେଇ ପ୍ରଧାନ୍ୟ ଦେଇଥିବା ବେଳେ ବିଶିଷ୍ଟ ବ୍ୟକ୍ତିଙ୍କ ଅଭୂର୍ଥନାକୁ ଗୁରୁତ୍ଵ ଦିଆଯାଇଛି । ସେପଟେ ଭିନ୍ନକ୍ଷମ ଓ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ପ୍ରସ୍ତୁତି ବୁଲି ସମୀକ୍ଷା କରିଛନ୍ତି । ବିଧାୟକ ପାଣ୍ଠିରୁ ୫୦ ଲକ୍ଷ ଟଙ୍କା ଓ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ୧ କୋଟି ଟଙ୍କା ଖର୍ଚ୍ଚ ହେଉଥିବା ସୂଚନା ଦେଇଛନ୍ତି । ସୁବର୍ଣ୍ଣ ଜୟନ୍ତୀ ଅବସରରେ ପୃଥିବୀର ବିଭିନ୍ନ ଦେଶରୁ ପ୍ରାୟ ୧୫୦ ବୌଦ୍ଧ ସନ୍ୟାସୀ ଯୋଗ ଦେବାର ସମ୍ଭାବନା ରହିଛି । ମୁଖ୍ୟ ଉତ୍ସବ ଦିନ ଭୁବନେଶ୍ୱରରୁ ଧଉଳି ପର୍ଯ୍ଯନ୍ତ ଏକ ଶାନ୍ତି ଶୋଭାଯାତ୍ରା ଆୟୋଜିତ ହେବ । ତେବେ ଧଉଲିର ସର୍ବାଗିନ ଉନ୍ନତିମୂଳକ କାର୍ଯ୍ଯକୁ ଦେଖି ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶସା କରିଛନ୍ତି ବୌଦ୍ଧ ସନ୍ୟାସୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର