ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର, ଆଜି ଅପରାହ୍ନରେ ଖୋଲିବ ହୀରାକୁଦ ଗେଟ୍

The Sakala Picture
Published On

ହୀରାକୁଦ: ଅପରାହ୍ନରେ ଖୋଲିବ ହୀରାକୁଦ ଡ୍ୟାମ୍‌‌ ଗେଟ୍‌‌। ହୀରାକୁଦ ଜଳସ୍ତର ବଢୁଥିବାରୁ ଅଧିକ ଗେଟ୍‌‌ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ସାମ୍ବାଦିକ ସମ୍ମିଳନୀରେ ଆଜି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀଙ୍କ ପକ୍ଷରୁ ସୂଚନା ମିଳିଛି। କାଲି ଛତିଶଗଡ ଉପରମୁଣ୍ଡରେ ବର୍ଷା ଯୋଗୁଁ ହୀରାକୁଦରେ ଜଳସ୍ତର ବୃଦ୍ଧି ପାଇଛି। ବର୍ତ୍ତମାନ ହୀରାକୁଦର ୨ଟି ଗେଟ୍‌‌ ଖୋଲାଅଛି। ହୀରାକୁଦକୁ ସେକେଣ୍ଡ ପ୍ରତି ୪ ଲକ୍ଷ ୭୭ ହଜାର କ୍ୟୁସେକ ଜଳ ପ୍ରବେଶ କରୁଛି। ହୀରାକୁଦରୁ ୬୯ ହଜାର କ୍ୟୁସେକ ଜଳ […]

ହୀରାକୁଦ: ଅପରାହ୍ନରେ ଖୋଲିବ ହୀରାକୁଦ ଡ୍ୟାମ୍‌‌ ଗେଟ୍‌‌। ହୀରାକୁଦ ଜଳସ୍ତର ବଢୁଥିବାରୁ ଅଧିକ ଗେଟ୍‌‌ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ସାମ୍ବାଦିକ ସମ୍ମିଳନୀରେ ଆଜି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀଙ୍କ ପକ୍ଷରୁ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ: ଲୋକସେବା ଭବନରେ ପ୍ରସ୍ତୁତି ବୈଠକ

କାଲି ଛତିଶଗଡ ଉପରମୁଣ୍ଡରେ ବର୍ଷା ଯୋଗୁଁ ହୀରାକୁଦରେ ଜଳସ୍ତର ବୃଦ୍ଧି ପାଇଛି। ବର୍ତ୍ତମାନ ହୀରାକୁଦର ୨ଟି ଗେଟ୍‌‌ ଖୋଲାଅଛି। ହୀରାକୁଦକୁ ସେକେଣ୍ଡ ପ୍ରତି ୪ ଲକ୍ଷ ୭୭ ହଜାର କ୍ୟୁସେକ ଜଳ ପ୍ରବେଶ କରୁଛି। ହୀରାକୁଦରୁ ୬୯ ହଜାର କ୍ୟୁସେକ ଜଳ ନିଷ୍କାସନ ହେଉଛି।

ଆହୁରି ପଢ଼ନ୍ତୁ: କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ କାରଣ: ଓଡ଼ାପଡ଼ା ତହସିଲଦାର ମନୋଜ କୁମାର ମାଝୀ ନିଲମ୍ବିତ

ଖବର ଅନୁଯାୟୀ, ଛତିଶଗଡର ସମୋଦା ବ୍ୟାରେଜର ୮ଟି ଗେଟ୍ ଖୋଲିଛି। ୮ ଟି ଗେଟଦେଇ ସମୋଦାରୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି।

ଆହୁରି ପଢ଼ନ୍ତୁ: ନବୀନଙ୍କ ଅନୁମୋଦନ: ନଭେମ୍ବର ୩୦ ଯାଏଁ ବଢ଼ିଲା ବିଜେଡିର ଜନ ସମ୍ପର୍କ ପଦଯାତ୍ରା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର