ଭୁବନେଶ୍ୱରରୁ ଉଠିବ ICCR କାର୍ଯ୍ୟାଳୟ

The Sakala Picture
Published On

ଭୁବନେଶ୍ୱର: ଭୁବନେଶ୍ୱରରୁ ଉଠିବ ICCR ବା ଇଣ୍ଡିଆନ କାଉନସିଲ ଫର୍ କଲଚୁରାଲ ରିଲେସନ କାର୍ଯ୍ୟାଳୟ । ୨୦୧୫ରୁ ଏହି କାର୍ଯ୍ୟାଳୟ ପଳାସପଲ୍ଲୀରେ ରହିଛି । ତେବେ କେନ୍ଦ୍ର ସରକାର ହଠାତ ଏହି କାର୍ଯ୍ୟାଳୟକୁ ଉଠାଇ ନେବାକୁ ନିଷ୍ପତି ନେଇଛନ୍ତି । କୋଲକତା ସ୍ଥିତ ଜୋନ୍‌ କାର୍ଯ୍ୟାଳୟରେ ମିଶିବ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚେଷ୍ଟାରେ ଓଡିଶା ରାଜ୍ୟକୁ ସ୍ୱତନ୍ତ୍ର ଭାଷା ଭିତ୍ତିକ ରାଜ୍ୟ ଭାବେ ମାନ୍ୟତା ମିଳିଛି । ଓଡ଼ିଶାର ସାହିତ୍ୟ, […]

ଭୁବନେଶ୍ୱର: ଭୁବନେଶ୍ୱରରୁ ଉଠିବ ICCR ବା ଇଣ୍ଡିଆନ କାଉନସିଲ ଫର୍ କଲଚୁରାଲ ରିଲେସନ କାର୍ଯ୍ୟାଳୟ । ୨୦୧୫ରୁ ଏହି କାର୍ଯ୍ୟାଳୟ ପଳାସପଲ୍ଲୀରେ ରହିଛି । ତେବେ କେନ୍ଦ୍ର ସରକାର ହଠାତ ଏହି କାର୍ଯ୍ୟାଳୟକୁ ଉଠାଇ ନେବାକୁ ନିଷ୍ପତି ନେଇଛନ୍ତି । କୋଲକତା ସ୍ଥିତ ଜୋନ୍‌ କାର୍ଯ୍ୟାଳୟରେ ମିଶିବ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚେଷ୍ଟାରେ ଓଡିଶା ରାଜ୍ୟକୁ ସ୍ୱତନ୍ତ୍ର ଭାଷା ଭିତ୍ତିକ ରାଜ୍ୟ ଭାବେ ମାନ୍ୟତା ମିଳିଛି ।

ଆହୁରି ପଢ଼ନ୍ତୁ: ପାଇଖାନା ଘରୁ ନାବାଳିକା ଭାଣିଜୀର ମୃତଦେହ ଉଦ୍ଧାର; ତଣ୍ଟି ଚିପି ହତ୍ୟା ସନ୍ଦେହ, ମାଇଁ ଅଟକ

ଓଡ଼ିଶାର ସାହିତ୍ୟ, ସଂସ୍କୃତି, କଳା ବେଶ ଉଚ୍ଚକୋଟିର । ଏହି କାର୍ଯ୍ୟାଳୟ ଏଠାରୁ ଅନ୍ୟତ୍ର ସ୍ଥାନାନ୍ତର ହେବା ଓଡ଼ିଆଙ୍କ ପାଇଁ ବଡ଼ ଅପମାନ ବୋଲି କହିଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା । ଏନେଇ ସେ କେନ୍ଦ୍ର ସରକାରଙ୍କ ବିଭାଗୀୟ ମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିବା ସହ ଦଳମତ ନିର୍ବିଶେଷରେ ରାଜ୍ୟର ସମସ୍ତ ସାଂସଦଙ୍କ ସହିତ ଆଲୋଚନା କରି କେନ୍ଦ୍ର ସରକାରଙ୍କ ଏହି ନିଷ୍ପତି ବଦଳାଇବା ପାଇଁ ଚାପ ସୃଷ୍ଟି କରିବାକୁ ଅନୁରୋଧ କରିଛନ୍ତି ଅଶୋକ ଚନ୍ଦ୍ର ପଣ୍ଡା ।

ଆହୁରି ପଢ଼ନ୍ତୁ: ସତ ମାନିଲେ ନଗର ଉନ୍ନୟନ ମନ୍ତ୍ରୀ; କହିଲେ, 'ଆଜି ନହେଲେ କାଲି ମେଟ୍ରୋର ଆବଶ୍ୟକତା ଅଛି'

16 Jun 2022 By The Sakala

ଭୁବନେଶ୍ୱରରୁ ଉଠିବ ICCR କାର୍ଯ୍ୟାଳୟ

ଭୁବନେଶ୍ୱର: ଭୁବନେଶ୍ୱରରୁ ଉଠିବ ICCR ବା ଇଣ୍ଡିଆନ କାଉନସିଲ ଫର୍ କଲଚୁରାଲ ରିଲେସନ କାର୍ଯ୍ୟାଳୟ । ୨୦୧୫ରୁ ଏହି କାର୍ଯ୍ୟାଳୟ ପଳାସପଲ୍ଲୀରେ ରହିଛି । ତେବେ କେନ୍ଦ୍ର ସରକାର ହଠାତ ଏହି କାର୍ଯ୍ୟାଳୟକୁ ଉଠାଇ ନେବାକୁ ନିଷ୍ପତି ନେଇଛନ୍ତି । କୋଲକତା ସ୍ଥିତ ଜୋନ୍‌ କାର୍ଯ୍ୟାଳୟରେ ମିଶିବ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚେଷ୍ଟାରେ ଓଡିଶା ରାଜ୍ୟକୁ ସ୍ୱତନ୍ତ୍ର ଭାଷା ଭିତ୍ତିକ ରାଜ୍ୟ ଭାବେ ମାନ୍ୟତା ମିଳିଛି ।

ଓଡ଼ିଶାର ସାହିତ୍ୟ, ସଂସ୍କୃତି, କଳା ବେଶ ଉଚ୍ଚକୋଟିର । ଏହି କାର୍ଯ୍ୟାଳୟ ଏଠାରୁ ଅନ୍ୟତ୍ର ସ୍ଥାନାନ୍ତର ହେବା ଓଡ଼ିଆଙ୍କ ପାଇଁ ବଡ଼ ଅପମାନ ବୋଲି କହିଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା । ଏନେଇ ସେ କେନ୍ଦ୍ର ସରକାରଙ୍କ ବିଭାଗୀୟ ମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିବା ସହ ଦଳମତ ନିର୍ବିଶେଷରେ ରାଜ୍ୟର ସମସ୍ତ ସାଂସଦଙ୍କ ସହିତ ଆଲୋଚନା କରି କେନ୍ଦ୍ର ସରକାରଙ୍କ ଏହି ନିଷ୍ପତି ବଦଳାଇବା ପାଇଁ ଚାପ ସୃଷ୍ଟି କରିବାକୁ ଅନୁରୋଧ କରିଛନ୍ତି ଅଶୋକ ଚନ୍ଦ୍ର ପଣ୍ଡା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର